Posted inଜାତୀୟ

ଗ୍ୟାସ୍‌ ଫାଟି ବିଧାୟକ ଏବଂ ତାଙ୍କ ସ୍ତ୍ରୀ ଗୁରୁତର

ପାଟନା, ୨୮।୫: ରୋଷେଇ ଗ୍ୟାସ୍‌ ଫାଟି ବିହାରର ଜଣେ ବିଧାୟକ ଏବଂ ତାଙ୍କ ସ୍ତ୍ରୀ ଗୁରୁତର ଆହତ ହୋଇଛନ୍ତି। ଦୁହିଁଙ୍କୁ ପାଟନା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନା ମୁତାବକ,ଜେଡିୟୁ ବିଧାୟକ ମେଭାଲାଲ ଚୌଧୁରୀ ତାରାପୁରର କମରଗାମା ଗ୍ରାମରେ ଥିବା ପୈତୃକ ବାସଭବନରେ ଥିବାବେଳେ ହଠାତ୍‌ ଗ୍ୟାସ୍‌ ଟାଙ୍କିରେ ନିଆଁ ଲାଗିଯାଇଥିଲା। ଫଳରେ ମେଭାଲାଲଙ୍କ ସ୍ତ୍ରୀ ନିଆଁରେ ଫଶି ଯାଇଥିଲେ। ତାଙ୍କୁ ବଞ୍ଚାଇବାକୁ ଯାଇ ମେଭାଲାଲ ନିଆଁ ଭିତକୁ ପଶିଯାଇ ଗୁରୁତର ଆହତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ଅଯୋଗ୍ୟ ମାମଲା ବୃହତ୍‌ ଖଣ୍ଡପୀଠକୁ ଯାଇପାରେ, ବିଧାନସଭା ରେକର୍ଡକୁ ସୁରକ୍ଷିତ ରଖିବାକୁ ଏସ୍‌ସିଙ୍କ ନିର୍ଦ୍ଦେଶ …

ନୂଆଦିଲ୍ଲୀ,୨୦।୭ : ବିଦ୍ରୋହୀ ଶିବସେନା ବିଧାୟକଙ୍କ ଅଯୋଗ୍ୟ ମାମଲା ଉପରେ ସୁପ୍ରିମକୋର୍ଟ(ଏସ୍‌ସି)ରେ ଶୁଣାଣି ବୁଧବାର ସ୍ଥଗିତ ରଖାଯାଇଛି। ଏହି ପ୍ରସଙ୍ଗରେ ଆସନ୍ତା ଶୁକ୍ରବାର ସୁଦ୍ଧା ସମସ୍ତଙ୍କୁ...

ତେଜସ୍‌ ହେବ ଦେଶର ପ୍ରଥମ ପ୍ରାଇଭେଟ ଟ୍ରେନ

ନୂଆଦିଲ୍ଲୀ,୯ା୭: ଦେଶରେ ଦୌଡ଼ିବ ପ୍ରଥମ ପ୍ରାଇଭେଟ ଟ୍ରେନ। ଦିଲ୍ଲୀ ଓ ଲକ୍ଷ୍ନୌ ମଧ୍ୟରେ ଚାଲିବାକୁ ଥିବା ତେଜସ୍‌ ଏକ୍ସପ୍ରେସକୁ ଘରୋଇ କମ୍ପାନୀ ହାତକୁ ଟେକି ଦିଆଯିବ।...

ପିଏମ୍‌-ଶ୍ରୀ ଯୋଜନା: ୧୪,୫୦୦ ସ୍କୁଲ୍‌ର ଉନ୍ନତୀକରଣ ହେବ

ନୂଆଦିଲ୍ଲୀ,୬।୯: ଭାରତର ୧୪,୫୦୦ ସ୍କୁଲ୍‌ର ବିକାଶ ତଥା ଉନ୍ନତୀକରଣ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ପିଏମ୍‌-ଶ୍ରୀ (ପ୍ରଧାନମନ୍ତ୍ରୀ ସ୍କୁଲ୍‌ ଫର୍‌ ରାଇଜିଂ ଇଣ୍ଡିଆ) ଯୋଜନା...

ମ୍ୟାନମାରର ସନ୍ଦିଗ୍ଧ ଜାହାଜକୁ ଧରିଲା ରାଜବୀର

ପୋର୍ଟ ବ୍ଲେୟାର,୨୨।୯: ମ୍ୟାନମାରର ଏକ ସନ୍ଦିଗ୍ଧ ଜାହାଜକୁ ଭାରତୀୟ ତଟରକ୍ଷୀ ବାହିନୀର ଜାହାଜ ରାଜବୀର କାର ନିକୋବର ଦ୍ୱୀପ ନିକଟରେ ଧରିଥିବା ସୂଚନା ମିଳିଛି। ଏହି...

ଫାରୁକ୍‌ଙ୍କୁ ଭାଜପାର ସମାଲୋଚନା

ନୂଆଦିଲ୍ଲୀ, ୧୩ା୧୦:ନ୍ୟାଶନାଲ କନ୍‌ଫରେନ୍ସ ନେତା ତଥା ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍‌ ଅବ୍‌ଦୁଲ୍ଲାଙ୍କ ମନ୍ତବ୍ୟକୁ ନେଇ ଭାଜପା ତୀବ୍ର ସମାଲୋଚନା କରିଛି। ଚାଇନା ୩୭୦ ଧାରା...

ଡାକ୍ତରଙ୍କ ଉପରକୁ ହାତ ଉଠାଇଲେ ୧୦ ବର୍ଷ ଜେଲ, ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଜରିମାନା

ନୂଆଦିଲ୍ଲୀ,୩।୯: ଏଣିକି କାର୍ଯ୍ୟରତ ଡାକ୍ତରଙ୍କ ଉପରକୁ ହାତ ଉଠାଇଲେ ୧୦ ବର୍ଷ ଜେଲ ସହ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଜରିମାନା ଦେବାକୁ ପଡିବ। ସ୍ବାସ୍ଥ୍ୟ...

ବ୍ୟାପୁଛି ସିଏଏ ବିରୋଧୀ ଆନ୍ଦୋଳନ ନିଆଁ: ୟୁପିରେ ହିଂସା: ୬ ମୃତ

ଲକ୍ଷ୍ନୌ/କାନପୁର,୨୧ା୧୨: ଉତ୍ତରପ୍ରଦେଶରେ ଶୁକ୍ରବାର ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ) ବିରୋଧରେ ଆନ୍ଦୋଳନ ବିଭିନ୍ନ ସ୍ଥାନରେ ହିଂସାର ରୂପ ନେଇଛି। ଏଥିରେ ୬ ଜଣଙ୍କ ମୃତ୍ୟୁ ଘଟିଥିବା...

ପ୍ରଶିକ୍ଷଣ ବିମାନ ଦୁର୍ଘଟଣା: ୨ ପାଇଲଟ ମୃତ

ଭୋପାଳ,୪ା୧(ଆଇଏଏନ୍‌ଏସ୍‌): ମଧ୍ୟପ୍ରଦେଶର ସାଗର ସହରରେ ଏକ ପ୍ରଶିକ୍ଷଣ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଶୁକ୍ରବାର ରାତିରେ ଏହି ଦୁର୍ଘଟଣା ଘଟିଥିବାବେଳେ ବିମାନର ୨ ପାଇଲଟ ପ୍ରାଣ ହରାଇଥିବା...

Advertisement
Archives

Model This Week