ଗ୍ୟାସ୍‌ ଲିକ୍‌ରୁ ଜଳିଗଲା ଦୋକାନ

ଉଦଳା,୧୪ା୧୦(ଡି.ଏନ୍‌.ଏ.): ଉଦଳା ଥାନା ଶ୍ରୀଦାମଚନ୍ଦ୍ରପୁର ଛକ ନିକଟରେ ଥିବା ରବୀନ୍ଦ୍ର ମହାନ୍ତ ଦୋକାନରେ ରବିବାର ଗ୍ୟାସ ଲିକ୍‌ ଯୋଗୁ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡରେ ଏକ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଛି। ସକାଳେ ହଠାତ୍‌ ଗ୍ୟାସ୍‌ ଲିକ୍‌ ହେବାରୁ ଏହି ଅଗ୍ନିକାଣ୍ଡ ଘଟିଥିଲା। ଦୋକାନ ପାଖରେ ରବୀନ୍ଦ୍ରଙ୍କ ପରିବାର ରହୁଥିବାରୁ ଅଗ୍ନିକାଣ୍ଡରେ ତାଙ୍କ ୮ ବର୍ଷର ଝିଅ ସୁମିତ୍ରା ଆହତ ହୋଇଥିଲେ। ପରିବାରର ଅନ୍ୟ ସଦସ୍ୟମାନେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଖବର ପାଇ ଉଦଳା ଅଗ୍ନିଶମ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚତ୍ ନିଅଁାକୁ ଆୟତ୍ତ କରିଥିଲେ। ଏହି ଦୋକାନରେ ତେଜରାତିଠାରୁ ଆରମ୍ଭ କରି ପେଟ୍ରୋଲ ଏବଂ ଡିଜେଲ ରହୁଥିବାରୁ ନିଅଁା ଶୀଘ୍ର ବ୍ୟାପିଥିବା ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ନିକଟରେ ହୋଇଥିଲା ବାହାଘର: ଖବର ପାଇ ପଶିଗଲେ ଦୁର୍ବୃତ୍ତ

ଆଳି, ୩।୭ (ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲାର ଆଳି ଥାନା ଅନ୍ତର୍ଗତ ନିଆଳ ଗ୍ରାମରେ ଦୁର୍ବୃତ୍ତମାନେ ଜଣେ ମହିଳାଙ୍କୁ ଆକ୍ରମଣ କରି ପ୍ରାୟ ପାଞ୍ଚ ଲକ୍ଷ ଟଙ୍କା…

HRଙ୍କ ଗୋଟିଏ ଫୋନ୍‌ କଲ୍‌ରେ ଚାଲିଗଲା ଯୁବତୀଙ୍କର ସାଢ଼େ ୫ ବର୍ଷର ଚାକିରି, କହିଲେ ଭଗବାନଙ୍କ ନିର୍ଦ୍ଦେଶ ଯାହା…

ଦିଲ୍ଲୀର ଜଣେ ଆଇଟି ପ୍ରଫେଶନାଲଙ୍କ ଏକ ଭାବପ୍ରବଣ ଭିଡିଓ ସୋସିଆଲ ମିଡିଆରେ ତୀବ୍ର ବେଗରେ ଭାଇରାଲ ହେଉଛି। ଭିଡିଓରେ ଯୁବତୀ ଜଣକ କହୁଛନ୍ତି ସେ ଏଚ୍‌ଆରଙ୍କଠାରୁ ଏକ…

କମ୍ପାନୀରେ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ଦେବା ପାଇଁ ବିଧାୟକଙ୍କ ସମୀକ୍ଷା, ମନମୁଖୀ କାର୍ଯ୍ୟ ନେଇ…

ଛତ୍ରପୁର,୩ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠରେ ଭାରତୀୟ ବିରଳ ମୃତ୍ତିକା ସଂରକ୍ଷଣ (ଆଇଆର୍‌ଇଏଲ୍‌) କମ୍ପାନୀରେ ସ୍ଥାନୀୟ ଅଞ୍ଚଳର ଦକ୍ଷତା ଭିତ୍ତିକଏବଂ ବେକାର ଯୁବତୀ/ଯୁବକଙ୍କୁ ନିଯୁକ୍ତି ଦେବା ସହିତ ଅନ୍ୟାନ୍ୟ…

୪ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ୪୫ କିଲୋଗ୍ରାମ ଗଞ୍ଜେଇ ଜବତ, ୩ ଜଣଙ୍କୁ ବାନ୍ଧିଲା…

ମୋହନା, ୩।୭ (ମନ୍ମଥ ମିଶ୍ର): ଗଜପତି ଜିଲାର ଅଡବା ପୋଲିସ ପକ୍ଷରୁ ଜାଙ୍ଗୁଡ଼ି ଓ ଖାରିଗୁଡ଼ା ନିକଟରେ ପାଟ୍ରୋଲିଂ କରାଯିବା ସହ କଡ଼ାକଡ଼ି ଯାଞ୍ଚ କରାଯାଇଥିଲା। ଏହି…

T20 ବିଶ୍ୱକପ ଫାଇନାଲରେ ପହଞ୍ଚିବା ପରେ ଭାବପ୍ରବଣ ହୋଇଗଲେ ବିଶ୍ୱର ସବୁଠାରୁ ସୁନ୍ଦରୀ କ୍ରିକେଟର

ନୂଆଦିଲ୍ଲୀ,୩।୭: ଚଳିତ ମହିଳା T20 ବିଶ୍ୱକପରେ ଇଂଲଣ୍ଡ ଦ୍ୱିତୀୟ ଫାଇନାଲିଷ୍ଟ ହୋଇଛି। ଟୁର୍ଣ୍ଣାମେଣ୍ଟର ଦ୍ୱିତୀୟ ସେମିଫାଇନାଲ ଗତ ଗୁରୁବାର (ଜୁଲାଇ ୨) ଲଣ୍ଡନର କେନିଂଟନ ଓଭାଲରେ ଇଂଲଣ୍ଡ…

ନ୍ୟାଶନାଲ ପେନକାକ୍ ସ୍ପୋର୍ଟ ଚାମ୍ପିୟନଶିପ୍‌ରେ ଶିବ ପ୍ରସାଦ ଜେନାଙ୍କୁ ସ୍ୱର୍ଣ୍ଣ ପଦକ

ଗଞ୍ଜାମ,୩।୭ (ବିଦ୍ୟାଧର ସାହୁ): ମହାରାଷ୍ଟ୍ରର ନାସିକଠାରେ ଆୟୋଜିତ ନ୍ୟାଶନାଲ ପେନକାକ୍ ସ୍ପୋଟ୍ସ ଚାମ୍ପିୟନଶିପ୍‌ରେ ସବ୍-ଜୁନିୟର ବର୍ଗରେ ଶିବ ପ୍ରସାଦ ଜେନା (୧୪) ସ୍ୱର୍ଣ୍ଣ ପଦକ ହାସଲ କରି…

ଟିମ ଇଣ୍ଡିଆ ଜର୍ସି ପିନ୍ଧି ପଡ଼ିଆକୁ ଓହ୍ଲାଇଥିଲେ ସଚିନ ତେନ୍ଦୁଲକର! ‘ନମ୍ବର ୧୦’ ଦେଖି ପ୍ରଶଂସକଙ୍କ ମଧ୍ୟରେ ଖେଳିଗଲା…

ନୂଆଦିଲ୍ଲୀ,୩।୭: ସଚିନ ତେନ୍ଦୁଲକର ନୀଳ ୧୦ ନମ୍ବର ଜର୍ସି ପିନ୍ଧି ପଡ଼ିଆକୁ ପାଦ ଦେଇଥିଲେ। ଏହି ଚିତ୍ରଗୁଡ଼ିକ ଦେଖି ପ୍ରଶଂସକଙ୍କ ମଧ୍ୟରେ ତୁରନ୍ତ ଏକ ସ୍ମୃତିର ଭାବନା…

ଭିବିଜୀ-ରାମଜୀ ଯୋଜନାର ଶୁଭାରମ୍ଭ: ଗ୍ରାମୀଣ ରୋଜଗାର ନୂଆ ଗ୍ୟାରେଣ୍ଟି

ଛତ୍ରପୁର,୩ା୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାସ୍ତରୀୟ ଜନସମ୍ମିଳନୀ ଓ ଭିବିଜୀ-ରାମଜୀ ଯୋଜନାର ଶୁଭାରମ୍ଭ କାର୍ଯ୍ୟକ୍ରମ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri