Advertisement

ଗ୍ୟାସ୍‌ ସିଲିଣ୍ଡର ଫାଟି ୩ ଗୁରୁତର

ଚିକିଟି,୬ା୨(ଡି.ଏନ୍‌.ଏ.)-କେ.ନୂଆଗଁ। ଥାନା ଚିକିଟି ଫାଣ୍ଡି ଜାନକୀ ମଣିପୁର ଶାସନରେ ବୁଧବାର ରାତି ସାଢ଼େ ୯ଟାରେ ଗ୍ୟାସ୍‌ ସିଲିଣ୍ଡର ଫାଟି ୩ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ନିରଞ୍ଜନ ପାଢ଼ୀ, ତାଙ୍କ ସ୍ତ୍ରୀ ସୁନନ୍ଦା, ପୁଅ ଅଜିତ। ପଡ଼ୋଶୀ ସାଇବାଣୀ ପ୍ରଧାନ, ଦଣ୍ଡାସୀ ପ୍ରଧାନ ଆହତ ହୋଇଛନ୍ତି। ସମସ୍ତଙ୍କୁ ପ୍ରଥମେ ଚିକିଟି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ନିରଞ୍ଜନ, ସୁନନ୍ଦା ଓ ଅଜିତଙ୍କ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ରାତିରେ ସୁନନ୍ଦା ରୋଷେଇ କରୁଥିବା ବେଳେ ହଠାତ୍‌ ସିଲିଣ୍ଡର ଫାଟିଯାଇଥିଲା। ଫଳରେ ନିଅଁ। ଲାଗି ରୋଷେଇ ଘରର କବାଟ ବାହାରି ଦାଣ୍ଡରେ ବସିଥିବା ପଡ଼ୋଶୀ ସାଇବାଣୀ ଓ ଦଣ୍ଡାସୀଙ୍କୁ ବାଜିଥିଲା। ଖବରପାଇ ଚିିକିଟି ଅଗ୍ନିଶମ ବାହିନୀ ପହଞ୍ଚତ୍ ନିଅଁ।କୁ ଆୟତ୍ତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ଅନ୍ତର୍ଜାତୀୟ ଡ୍ୟାନ୍ସ ଫେଷ୍ଟିଭାଲ: ଦାରିଙ୍ଗବାଡ଼ିର ଶିଶୁ କଳାକାରଙ୍କ ଅଂଶଗ୍ରହଣ

ଦାରିଙ୍ଗବାଡ଼ି,୩୦।୬(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳର ୪ ଜଣ ଶିଶୁ କଳାକାର ପୁରୀରେ ଚାଲିଥିବା ପୁରୀ ଅନ୍ତର୍ଜାତୀୟ ଫେଷ୍ଟିଭାଲରେ ଅଂଶଗ୍ରହଣ କରିଛନ୍ତିା ସେମାନେ ହେଲେ ଆଫ୍ରିନ...

କରୋନାରେ ଆଖି ବୁଜିଲେ ଦିଗପହଣ୍ଡି ବିଜୁ ଯୁବ ବାହିନୀ ସଦସ୍ୟ

ଦିଗପହଣ୍ଡି,୧୧।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ସାନଦାଣ୍ଡ ସାହି ନିବାସୀ ତଥା ବିଜୁ ଯୁବ ବାହିନୀ ସଦସ୍ୟ ଏମ. ଶିବରାମଙ୍କର ଶନିବାର କରୋନାରେ ମୃତ୍ୟୁ ଘଟିଛି। ଗତ...

ପ୍ରୋତ୍ସାହନ ଅଭାବ: ଦୁର୍ଦ୍ଦିନରେ ପଥର କାରିଗର

ଗଞ୍ଜାମ,୧୭ା୩(ଡି.ଏନ୍‌.ଏ.)ଗଞ୍ଜାମ ବ୍ଲକ କୁଶପଲି ଦଳିତ ସାହି ଓ ଆଖପାଖ ଅଞ୍ଚଳରେ ଥିବା ପଥର କାରିଗରମାନେ କିଛି ବର୍ଷ ଧରି ପଥରରେ ବିଭିନ୍ନ ପ୍ରକାର ଘରକରଣା ସାମଗ୍ରୀ...

ସହରରେ ସୀମିତ ବରିଷ୍ଠ ନାଗରିକ ସୁରକ୍ଷା ସେଲ୍‌: ଗ୍ରାମାଞ୍ଚଳ ଥାନା ଇଲାକାରେ ହୋଇନି କାର୍ଯ୍ୟକ୍ଷମ

ବ୍ରହ୍ମପୁର ଅଫିସ,୩ା୭-ବରିଷ୍ଠ ନାଗରିକଙ୍କ ସୁରକ୍ଷା ପାଇଁ ବ୍ରହ୍ମପୁର ପୋଲିସ ପକ୍ଷରୁ ଗୁରୁତ୍ୱ ଦିଆଯାଇଛି। ବିଭିନ୍ନ ଥାନାରେ ବରିଷ୍ଠ ନାଗରିକ ସେଲ ଗଠନ କରାଯାଇଛି। ଏକୁଟିଆ ରହୁଥିବା...

ଏମ୍‌ପି ଚନ୍ଦ୍ରଶେଖରଙ୍କ ସୂଚନା:ବ୍ରହ୍ମପୁର-ସମ୍ବଲପୁର ନୂଆ ରେଳପଥ

ବ୍ରହ୍ମପୁର ଅଫିସ,୨୪ା୮-ବହୁ ପ୍ରତୀକ୍ଷିତ ବ୍ରହ୍ମପୁର-ସମ୍ବଲପୁର ନୂଆ ରେଳପଥ ନିର୍ମାଣ ପାଇଁ ଭାରତୀୟ ରେଲୱେ ବୋର୍ଡ ମଞ୍ଜୁର କରିଛନ୍ତି। ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ ଶୁକ୍ରବାର ଧରିତ୍ରୀକୁ...

ମଣ୍ଡି ନେଉନି ଧାନ: ରାସ୍ତାରେ ଧାନବସ୍ତା ରଖି ଅବିରୋଧ କଲେ ଚାଷୀ

ପୁରୁଷୋତ୍ତମପୁର,୨୮ା୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ବଡବରଗାଁର ଚାଷୀମାନେ ଅମଳ ଧାନକୁ ରାସ୍ତା ଉପରେ ରଖି  ଆନ୍ଦୋଳନ କରିଛନ୍ତି।  ଆଛୁଲି-କୋଦଳା ରାସ୍ତାରେ ଯାତାୟାତ ସମ୍ପୂର୍ଣ୍ଣ...

ପୁରୁଷୋତ୍ତମପୁରରେ ଜଣେ ଶିକ୍ଷୟିତ୍ରୀ, ବିଦ୍ୟୁତ୍‌ ବିଭାଗୀୟ କର୍ମଚାରୀ କରୋନା ଆକ୍ରାନ୍ତ

ପୁରୁଷୋତ୍ତମପୁର,୬।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସ୍‌ିରେ ରହୁଥିବା ଦୁଇ ଜଣ ଲୋକ କରୋନା ଆକ୍ରାନ୍ତ ହୋଇଛନ୍ତି। ସେଥି ମଧ୍ୟରୁ ଜଣେ ଶିକ୍ଷୟିତ୍ରୀ ରହିଥିବା ବେଳେ ଆଉ...

କୂଅ ସଫା କାଳ ହେଲା: ଶ୍ୱାସରୁଦ୍ଧ ହୋଇ ୨ଭାଇ ମୃତ

ଜଗନ୍ନାଥପ୍ରସାଦ,୬ା୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଜଗନ୍ନାଥପାଟଣା ଗ୍ରାମରେ ଶନିବାର କୂଅ ସଫା କରିବାବେଳେ ଶ୍ୱାସରୁଦ୍ଧ ହୋଇ ୨ ଭାଇଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ...

Advertisement
Archives

Model This Week