ଗ୍ୟାସ ଟାଙ୍କି ଫାଟି ମା’, ପୁଅ ଗୁରୁତର

ଭବାନୀପାଟଣା,୧୩।୪(ସ୍ବ.ପ୍ର.)-କଳାହାଣ୍ଡି ଜିଲା ଭବାନୀପାଟଣା ସହର ରାମସାଗର ପଡାରେ ପୋଲିସ ଏଏସ୍‌ଆଇ ଟଙ୍କଧର ଜାଲଙ୍କ ରୋଷେଇ ଘରେ ନୂତନ ଗ୍ୟାସ ରେଗୁଲେଟର ସଂଯୋଗ କରୁଥିବାବେଳେ ସୋମବାର ମଧ୍ୟାହ୍ନରେ ହଠାତ୍‌ ନିଆଁ ଲାଗିଯାଇଥିଲା। ନିଆଁ ଲାଗିବା ଯୋଗଁୁ ଟାଙ୍କି ଫାଟିଯାଇଥିଲା। ଏହି ସମୟରେ ଘଟଣାସ୍ଥଳରେ ଉପସ୍ଥିତ ଏସଆଇ ଜାଲଙ୍କ ସ୍ତ୍ରୀ ଉପତ୍ଲା ଓ ପୁଅ ଆଶିଷ ଗୁରୁତର ହୋଇଥିଲେ। ସେମାନଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକଙ୍କ ସହାୟତାରେ ଭବାନୀପାଟଣା ଜିଲା ମୁଖ୍ୟ ଚିିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଖବର ପାଇ ଘଟଣାସ୍ଥଳକୁ ସ୍ଥାନୀୟ ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିିକୋଟ କଲେଜ ପକ୍ଷରୁ ଅନ୍‌ଲାଇନ୍‌ ଶିକ୍ଷାଦାନ : କ୍ଲାସ କଲେ ବିିିବିଏ, ଇଟିସି, ଏମ୍‌ଏଫଏ ବିଦ୍ୟାର୍ଥୀ

ବ୍ରହ୍ମପୁର ଅଫିସ,୧୮ା୪-କରୋନା ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ଲକ୍‌ଡାଉନ ଘୋଷଣା ଫଳରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି । ଏହି ସମୟରେ ମହାବିଦ୍ୟାଳୟ ତଥା ବିଶ୍ୱବିଦ୍ୟାଳୟରେ...

ଟୁଇଟ୍‌ ପରେ ଚାଉଳ ମିଳିବା ଘଟଣା: ରିଟେଲର ନିଲମ୍ବିତ

ଭଦ୍ରକ ଅଫିସ, ୭।୯- ଭଦ୍ରକ ଜିଲା ଧାମନଗର ବ୍ଲକ ଭଗବାନପୁର ପଞ୍ଚାୟତ ଅଧୀନ ଅନହରପୁର ଗ୍ରାମର ହିତାଧିକାରୀ ପାଞ୍ଚାଳୀ ଜେନାଙ୍କୁ ଟୁଇଟ୍‌ ପରେ ଚାଉଳ ମିଳିବା...

୩ ଘଣ୍ଟା ଉଡିଲା ପାଉଁଶ

କଣିହାଁ, ୨୮ା୫(ଡି.ଏନ.ଏ.)- ଅନୁଗୋଳ ଜିଲା କଣିହାଁ ବ୍ଲକ ଅଞ୍ଚଳରେ ଗୁରୁବାର ଅପରାହ୍ନରେ ୩ ଘଣ୍ଟା ଧରି ଏନ୍‌ଟିପିସି ପ୍ରକଳ୍ପରୁ ପ୍ରବଳ ମାତ୍ରାରେ ପାଉଁଶ ଉଡିଥିଲା। ଏଥିଯୋଗୁ...

କମିନି କଣ୍ଢେଇ ନାଚର ଆଦର

ଢେଙ୍କାନାଳ ଅଫିସ, ୧୫।୨: ଢେଙ୍କାନାଳ କଣ୍ଢେଇ ନାଚ ପରମ୍ପରା ଅର୍ଦ୍ଧଶତାବ୍ଦୀ ପୁରୁଣା। କଳାକାରର ହାତ ଆଙ୍ଗୁଠିରେ ନୃତ୍ୟ କରୁଥିବା କଣ୍ଢେଇର ଅଙ୍ଗଭଙ୍ଗୀ ବିଭୋର କରିଥାଏ ଦର୍ଶକଙ୍କୁ। ଜିଲାର...

ପରମ୍ପରା ଉପରେ କରୋନା ଅଙ୍କୁଶ

ସର୍ବଧର୍ମ ସମନ୍ବୟର ପ୍ରତୀକ ବରାହ-ବିରଜା କ୍ଷେତ୍ରର ସଂସ୍କୃତି, ପରମ୍ପରା ଓ ଐତିହାସିକ ପୀଠଗୁଡ଼ିକର ଅନେକ ପ୍ରସିଦ୍ଧ କାର୍ଯ୍ୟକ୍ରମ ଉପରେ କରୋନା ଅଙ୍କୁଶ ଲାଗିଛି। ଫଳରେ ଚଳିତ...

ସାଲେପୁର ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ଫାଶୀ ପ୍ରସଙ୍ଗ: ନାବାଳିକାଙ୍କ ପରିବାର କହିଲେ ‘୧୭ ମାସ ପରେ ନ୍ୟାୟ ମିଳିଛି’

ନିଶ୍ଚିନ୍ତକୋଇଲି, ୧୯।୯(ସ୍ବ.ପ୍ର.): ୨୦୧୮ରେ ସାଲେପୁର ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ଏବଂ ହତ୍ୟା ଘଟଣାରେ ଗୁରୁବାର ଦୋଷୀ ମହମ୍ମଦ ମୁସ୍ତାକଙ୍କୁ କଟକର ସ୍ବତନ୍ତ୍ର ପୋକ୍ସୋ କୋର୍ଟ...

ମଦ୍ୟପ ପ୍ରଧାନଶିକ୍ଷକ ପିଲାଙ୍କୁ ଡରାଇବା ଘଟଣା : ବଦଳିଲେ ୩ ଶିକ୍ଷକ

ବାଲିଗୁଡ଼ା,୪।୮(ଡି.ଏନ୍‌.ଏ.): ଜଣେ କାର୍ଯ୍ୟରତ ପ୍ରଧାନଶିକ୍ଷକ ବିଦ୍ୟାଳୟକୁ ମଦ୍ୟପାନ କରି ଆସି ପାଠ ପଢ଼ିବାକୁ ଆସିଥିବା ଛାତ୍ରୀଛାତ୍ରଙ୍କୁ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବାରୁ ପିଲାମାନେ ମଧ୍ୟାହ୍ନଭୋଜନ ସମୟରେ...

ପ୍ରତିଶ୍ରୁତି ପୂରଣ କରିବାରେ ବିଫଳ ପ୍ରଶାସନ: ପୁଣି ପଦଯାତ୍ରାରେ ବାହାରିଲେ ଛାତ୍ରୀଛାତ୍ର

ବାରିପଦା ଅଫିସ,୨୬ା୧୧- ମୟୂରଭଞ୍ଜ ଜିଲା ବାରିପଦା ତକତପୁରସ୍ଥିତ ଉତ୍ତର ଓଡ଼ିିଶା ବିଶ୍ୱବିଦ୍ୟାଳୟରେ ଦୀର୍ଘ ଦିନ ହେବ ଛାତ୍ର ଅଶାନ୍ତି ଲାଗି ରହିଛି। ଏଠାରେ ସମନ୍ବିତ ବିଏଡ,...

Advertisement
Archives

Model This Week