ଗ୍ୟାସ ସିଲିଣ୍ଡରରୁ ଅଗ୍ନିକାଣ୍ଡ, ମହିଳା ଅର୍ଦ୍ଧଦଗ୍ଧ

ଦିଗପହଣ୍ଡି,୫ା୧୨(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ନୂଆସାହିରେ ରନ୍ଧନ ଗ୍ୟାସ ସିଲିଣ୍ଡରରୁ ଗ୍ୟାସ ଲିକ୍‌ ହୋଇ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଜଣେ ମହିଳା ଅର୍ଦ୍ଧଦଗ୍ଧ ହୋଇଥିବା ଜଣାପଡିଛି। ସେ ହେଲେ ସଙ୍ଗୀତା ବେହେରା। ବୁଧବାର ରାତିରେ ସଙ୍ଗୀତା ରୋଷେଇ କରୁଥିବା ବେଳେ ଗ୍ୟାସ ଲିକ କାରଣରୁ ସିଲିଣ୍ଡରଟି ଜଳି ଯାଇଥିଲା। ସଙ୍ଗୀତା ନିଆଁ ଲିଭାଇବାକୁ ଯାଇ ପୋଡି ହୋଇ ଗୁରୁତର ହୋଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ସ୍ଥିତ ଏକ ଘରୋଇ ହସ୍‌ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କ ମୁହଁ, ହାତ ଓ ଛାତି ପୋଡି ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡ଼ିରେ ପ୍ରେସ୍‌ ଲେଖି ଚାଲାଣ କରୁଥିଲେ ଗଞ୍ଜେଇ

ବରଗଡ଼ ଅଫିସ୍‌,୧୭।୭: ସୋନପୁରରୁ ଛତିଶଗଡ଼ ଚାଲାଣ ହେଉଥିବା ବେଳେ ୨ଟି ଗଞ୍ଜେଇ ବୋଝେଇ କାର୍‌କୁ ବରଗଡ଼ ଜିଲା ସୋହେଲା ପୋଲିସ ଜବତ କରିଛି। ଜବତ ଗଞ୍ଜେଇର...

କୂଅରେ ପଡି ୨ ବର୍ଷ ଶିଶୁର ଜୀବନ ଗଲା

ପାଟଣା, ୯ା୩(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ଖିରେଇଟାଙ୍ଗିରି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ସୋମବାର ସକାଳେ ଟୁନା ମୁଣ୍ଡାଙ୍କ ୨ ବର୍ଷର ପୁଅ ଜଗା...

ଆରମ୍‌ ହେଲା ବଡ଼କଟାର ପୁନରୁଧାର କାମ୍‌

ଅତାବିରା, ୨୮।୬ (ଡି.ଏନ୍‌.ଏ): ଅନେକ ଜାଗାରେ ପରଶାସନିକ ଅବହେଲାର ଲାଗି ଗଁାଗଁଲିମାନକେ ଥିବାର ବଁଧ୍‌କଟା ତୁପି ହେଇଯାଉଛେ। ବଛର ବଛର ଧରି ଉନ୍‌ନତିକରନ୍‌ ନାଇଁ ହେବାର...

ଜମି ଛଡ଼ାଇ ନେଇ ଗାଁରୁ ତଡ଼ି ଦେଲେ

ବରଗଡ଼ ଅଫିସ୍‌,୨୫।୭: ବରଗଡ଼ ଜିଲାର ଉପାନ୍ତ ଅମ୍ବାଭୋନା ଥାନା ଅନ୍ତର୍ଗତ କୁମ୍ଭୋ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗ୍ରାମର ୬ଜଣ ମୁଷ୍ଟିମେୟ...

ଅମରେଶଙ୍କୁ ପରିବେଶ ସୁରକ୍ଷା ଚିନ୍ତା: ସାଇକେଲରେ ବୁଲି କରୁଛନ୍ତି ସଚେତନ

ଢେଙ୍କାନାଳ ଅଫିସ, ୨୪।୧୨ – ବଢ଼ିଚାଲିଛି କଂକ୍ରିଟ ଜଙ୍ଗଲ। ଶିଳ୍ପାୟନ ନାମରେ କଟାଚାଲିଛି ଅସଂଖ୍ୟ ଗଛ। ପ୍ରାକୃତିକ ବିପର୍ଯ୍ୟୟ ବି ପରିବେଶ ପାଇଁ ଏବେ ପାଲଟିଛି...

ଦାବି ପୂରଣ ନେଇ ଗୋଆଲଡ଼ିହି ଗ୍ରାମବାସୀଙ୍କ ରାସ୍ତା ଅବରୋଧ

ରାଇସୁଆଁ,୨୨।୧(ଡି.ଏନ୍‌.ଏ.): ବିଭିନ୍ନ ସମସ୍ୟା ନେଇ କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଗୋଆଲଡ଼ିହି ରେଲ୍‌ୱେ ସାଇଡିଂ ରାସ୍ତାକୁ ଶତାଧିକ ମହିଳା ପୁରୁଷ ବୁଧବାର ଅବରୋଧ କରିଛନ୍ତି।...

ଦବୁଛି ସୌରଚାଳିତ ଗଭୀର ନଳକୂପଅଭିଯୋଗ ପରେ ମଧ୍ୟ ମରାମତି ହେଉନି

ଝୁମ୍ପୁରା, ୨୭।୫(ଡି.ଏନ.ଏ.)-ଝୁମ୍ପୁରା ବ୍ଲକ ଅନ୍ତର୍ଗତ ଜଙ୍ଗଲାଞ୍ଚଳରେ ଅବସ୍ଥିତ ବସନ୍ତପୁର ପଞ୍ଚାୟତର ଜଡିପଦା ସାହିରେ ଥିବା ସୋଲାର ସିଷ୍ଟମର ଗଭୀର ନଳକୂପର ଏକ ପାର୍ଶ୍ୱ ଦବିବାରେ ଲାଗିଛି।...

କାଶୀପୁର ପରେ ଅନ୍ୟ ବ୍ଲକକୁ ବ୍ୟାପୁଛି: କଲ୍ୟାଣସିଂହପୁରରେ ୮ ଝାଡ଼ାବାନ୍ତିରେ ଆକ୍ରାନ୍ତ

ରାୟଗଡ଼ା ଅଫିସ,୨୯ା୭: ରାୟଗଡ଼ା ଜିଲା କାଶୀପୁର ବ୍ଲକରେ କଲେରା ନିୟନ୍ତ୍ରଣକୁ ଆସି ନ ଥିବାବେଳେ ନିକଟସ୍ଥ କଲ୍ୟାଣସିଂହପୁର ବ୍ଲକରେ ଝାଡ଼ାବାନ୍ତି ବ୍ୟାପିଲାଣି। ବୁଡ଼ାଗୁଡ଼ା ପଞ୍ଚାୟତରୁ ୮...

Advertisement
Archives

Model This Week