ଗୟାଧରକୁଁ ଚିକିତ୍ସା ଲାଗି ପଠାଲା ପର୍‌ଶାସନ

ପର୍ଲା, ୧୮।୧ (ଡି.ଏନ୍‌.ଏ)-
କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଜୟନ୍ତପୁର ଗଁାର ଗୟାଧର ଲୋହାର(୨୫)କୁଁ ପରଶାସନ ଶୁକୁରବାର ଉଧାର କରି ଚିକିଛା ଲାଗି ଜିଲା ମୁଖିଆ ଡାକ୍‌ତରଖାନା ଭବାନୀପାଟଣାକେ ପଠେଇଛେ। ଇ ବାବ୍‌ଦେ ଲାଗ୍‌ଲାଗ୍‌ ଧରିତ୍ରୀରେ ଖବର ବାହାରଲାରୁ ଥାନୀଅ ପରଶାସନ ଗୟାଧାରକୁଁ ସାହାଯ୍‌ର ହାତ୍‌ ବଢ଼ାଇଥିଲା।
ପୂବର ସୂଚନା ଅନ୍‌ସାରେ ଜୟନ୍ତପୁର ଗଁାର ଧନସିଂ ଲୋହାର(୬୫)କଁର ପରିବାର କହେଲେ ମାଏକିନା ଧନମତି(୫୫), ଦୁଇ ପୁଓ କେଶରୀ(୩୦), ଗୟାଧର(୨୫)କୁଁ ନେଇ ସଁସାର। ପରିବାରଟା ନିହାତି ଗରିବ୍‌। ଏନ୍‌ତାଥି ଗଲା ୪ ବଛର ତଲେ ସାନ୍‌ ପୁଓ ଗୟାଧରକଁର ଛାତିରେ ଗୁଟେ ଘା’ ହେଇଥିଲା। ପରିବାର ଲୋକ୍‌ ତାହାକୁ ଆସର ପାସର ଡାକ୍‌ତରଖାନାରେ ଚିକିଛା କରେଇ ନିରାଶ ହେଇଥିଲେ। ଇ ବାବ୍‌ଦେ ଗଲା ୧୪ ତାରିଖ ଧରିତ୍ରୀ ସମ୍ବଲପୁର ସଂସ୍କରଣରେ ଖବର ବାହାରିଥିଲା। ଖବର ବାହାରଲା ଉତାରୁ ପର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଚିକିଛା ଅଧ୍‌କାରୀକଁର ନିରଦେଶରେ ଡା.ଲଲିତ ବେହେରାକଁର ଦେଖ୍‌ରେଖରେ ଗୁଟେ ଡାକ୍‌ତରୀ ଦଲ ଗୟାଧରକଁର ଘରେ ପୁହୁଁଚିଥିଲା। ସେଠାନେ ତାକର ପରୀକ୍ଷା ନିରୀକ୍ଷା କରବାର ସଂଗେ ଉଚ ଚିକିଛା ଲାଗି ତାହାକୁ ଜିଲା ମୁଖିଆ ଡାକ୍‌ତରଖାନାକେ ପଠାବାର କଥା ଦେଇଥିଲେ। ସେ ଅନ୍‌ସାରେ ଶୁକୁରବାର ପର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଚିକିଛା ଅଧ୍‌କାରୀ ସଞ୍ଜୀବ କୁମାର ନାଏକକଁର ଦେଖ୍‌ରେଖରେ ଗୟାଧରକୁଁ ଚିକିଛା ଲାଗି ଭବାନୀପାଟଣା ପଠାଯାଇଛେ। ଦରକାର ପଡ଼ଲେ ଉଚ ଚିକିଛା ଲାଗି ଗୟାଧରକୁଁ କଟକ ବଡ଼ ଡାକ୍‌ତରଖାନା ପଠାଯିବା ବଲି ଡା.ନାଏକ କହିଛନ୍‌। ଇ ମହତ୍‌ କାଯ୍‌ ଲାଗି ଗୟାଧରକଁର ମା’ବାପ୍‌ ଥାନୀଅ ପରଶାସନ ଆର ଧରିତ୍ରୀକେ ଧଏନ୍‌ବାଦ ଦେଇଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଏସ୍‌ଏଏନ୍‌ଟି ମିଶାଇଲ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୦।୧୦-ବାଲେଶ୍ୱର ଚାନ୍ଦିପୁର ଡିଆରଡିଏ ପକ୍ଷରୁ କ୍ଷେପଣାସ୍ତ୍ର ଷ୍ଟାଣ୍ଡ ଅଫ୍‌ ଆଣ୍ଟି ଟ୍ୟାଙ୍କ ମିଶାଇଲ (ଏସ୍‌ଏଏନ୍‌ଟି) ସୋମବାର ପରୀକ୍ଷଣ କରାଯାଇଛି। ଆକାଶରୁ ଭୂପୃଷ୍ଠକୁ ନିକ୍ଷେପ କରାଯାଇପାରୁଥିବା...

ସୁସ୍ଥ ହେଲେ ଆଉ ଜଣେ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୬।୪(ବ୍ୟୁରୋ): ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ବ୍ୟକ୍ତିଜଣଙ୍କ...

ସରିଲା ଚିନ୍ତା ଓ ଚେତନାର ୪୦ତମ ବୈଶାଖୀ ମହୋତ୍ସବ: ଶେଷଦିନରେ ଯାଦୁ କଲା ମନଛୁଅଁ। ସଙ୍ଗୀତ

ଭୁବନେଶ୍ୱର,୧୮।୪(ବ୍ୟୁରୋ): ଚିନ୍ତା ଓ ଚେତନା ପକ୍ଷରୁ ଗତ ୩ଦିନ ବ୍ୟାପୀ ରବୀନ୍ଦ୍ର ମଣ୍ଡପଠାରେ ଚାଲିଥିବା ୪୦ତମ ରାଷ୍ଟ୍ରୀୟ ବୈଶାଖୀ ମହୋତ୍ସବ ବୁଧବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ...

ପୋଲିସକୁ ମିଳିଲା ଟିଫିନ ବୋମା ସହିତ ୨ ଡେଟୋନେଟର

ମାଲକାନଗିରି,୧୪ା୩: ଦୀର୍ଘ ଦିନର ନୀରବତା ପରେ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଅଞ୍ଚଳରେ ପୋଲିସ-ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ କେହି...

ଆଇଏଏସ୍‌, ଓଏଏସ୍‌ ଅଫିସର ସ୍ତରରେ ବଦଳି

ଭୁବନେଶ୍ୱର,୪। ୮(ବ୍ୟୁରୋ): ରାଜ୍ୟ ସରକାର ଆଇଏଏସ୍‌ ଏବଂ ବରିଷ୍ଠ ଓଏଏସ୍‌ ସ୍ତରରେ ଅଦଳ ବଦଳ କରିଛନ୍ତି। ଏ ନେଇ ସୋମବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ...

ଓଡ଼ିଶାରେ ୪ କୋଟି କୋଭିଡ୍‌ ଡୋଜ୍‌

ଭୁବନେଶ୍ୱର,୧୨।୧୧(ବ୍ୟୁରୋ): କୋଭିଡ ଟିକାକରଣରେ ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିଛି ଓଡ଼ିଶା । ଏଯାବତ ରାଜ୍ୟରେ ୪ କୋଟି କୋଭିଡ ଟିକା ଦିଆଯାଇଛି। ଏନେଇ ରାଜ୍ୟ...

ଅବକାରୀ କାର୍ଯ୍ୟାଳୟରୁ ସିଜ୍‌ ମଦ ଚୋରି

ଗୋପାଳପୁର,୨୪ା୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଗୋଳନ୍ଥରା ଚଟିସ୍ଥିତ ଅବକାରୀ କାର୍ଯ୍ୟାଳୟରୁ ସିଜ୍‌ ହୋଇ ରଖାଯାଇଥିବା ବିଦେଶୀ ମଦ ସୋମବାର ସନ୍ଧ୍ୟାରେ ଚୋରି ହୋଇଛି। ଏନେଇ ଗୋଳନ୍ଥରା ପୋଲିସ...

ପର୍ଯ୍ୟଟନସ୍ଥଳର ବିକାଶ

ବୌଦ୍ଧ ଜିଲା ପର୍ଯ୍ୟଟନ କ୍ଷେତ୍ରର ଗନ୍ତାଘର। ପ୍ରାଚୀନ କୀର୍ତ୍ତିରାଜି, ଐତିହାସିକ କଳାକୃତି ଓ ପ୍ରାକୃତିକ ସୌନ୍ଦର୍ଯ୍ୟ ଏହି ଜିଲାରେ ଭରି ରହିଛି। ଏଠାରେ ଥିବା ଇକୋ...

Advertisement
Archives

Model This Week