ଘଟଗାଁ ଥାନା ଅଞ୍ଚଳରେ ମହିଳାଙ୍କୁ ଗଣବଳାତ୍କାର, ୨ ଗିରଫ

କେନ୍ଦୁଝର, ୧୩।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ଥାନା ଅଞ୍ଚଳରେ ଜଣେ ବିବାହିତା ମହିଳାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ଦୁଇଜଣ ବିବାହିତ ବ୍ୟକ୍ତିଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ସିଙ୍ଗରାଇ ମୁଣ୍ଡା ଓ ଶୈଳେନ୍ଦ୍ର ମୁଣ୍ଡା।

ପଚରାଯିବାରେ ଏସ୍‌ଡିପିଓ ରବିନ୍ଦ୍ର ମଲ୍ଲିକ କହିଛନ୍ତି, ଗତ ୧୧ ତାରିଖରେ ଏହି ଘଟଣା ଘଟିଛି। ମହିଳାଜଣଙ୍କ ଶୁଦ୍ଧି କାମରୁ ଫେରୁଥିବା ବେଳେ ଦୁଇ ଅଭିଯୁକ୍ତ ପାଖ ଜଙ୍ଗଲକୁ ଟେକି ନେଇ ବଳାତ୍କାର କରି ଫେରାର ହୋଇଯାଇଥିଲେ। ଥାନାରେ ଅଭିଯୋଗ ହେବା ପରେ ଉଭୟଙ୍କୁ ଗିରଫ କରାଯାଇ ଡାକ୍ତରୀ ମାଇନା କରାଯିବା ପରେ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଝୋଲାଛାପ୍‌ ୱେବ୍‌ ସିରିଜ୍‌ରେ ଗ୍ରାମୀଣ ସ୍ବାସ୍ଥ୍ୟସେବାର ନିଛକ ଚିତ୍ର

ବଲାଙ୍ଗୀର ଅଫିସ, ୨୦ା୧୧ ବଲାଙ୍ଗୀର ଜନ୍ମିତ ବଲିଡଡ୍‌ ଚଳଚ୍ଚିତ୍ର ନିର୍ଦ୍ଦେଶକ ଜ୍ୟୋତି ପ୍ରକାଶ ଗୁରୁବାର ସ୍ଥାନୀୟ ସାମ୍ବାଦିକ ଭବନରେ ଏକ ଖବରଦାତା ସମ୍ମିଳନୀରେ ମୁକ୍ତିଲାଭ କରିବାକୁ...

ମହିଳାଙ୍କୁ ପିଆଇଲେ ଘୋଡ଼ା ପରିସ୍ରା

ଢେଙ୍କାନାଳ ଅଫିସ୍‌/ସାତମାଇଲ,୧୯।୫, (ଡି.ଏନ୍‌.ଏ.): ଗ୍ରାମର କେତେଜଣ ମହିଳାଙ୍କ ପାଖରେ ଦେଖିବାକୁ ମିଳିଥିଲା ଅସ୍ବାଭାବିକ ଆଚରଣ। ଏହାପରେ ଗାଁ ଲୋକଙ୍କ ମଧ୍ୟରେ ସୃଷ୍ଟି ହୋଇଥିଲା ଗୁଣିଗାରେଡ଼ି ସନ୍ଦେହ।...

କାରଣ ଦର୍ଶାଅ ନୋଟିସର ଜବାବ ରଖିଲେ ସୁର, କହିଲେ କାର୍ଯ୍ୟାନୁଷ୍ଠାନ ହେଲେ ଖାତିର ନାହିଁ

ଭୁବନେଶ୍ୱର,୨୭।୪(ବ୍ୟୁରୋ): କଂଗ୍ରେସ ନେତା ସୁରେଶ ରାଉତରାୟ କାରଣ ଦର୍ଶାଅ ନୋଟିସର ଜବାବ ଦେଇଛନ୍ତି। ସେ କଂଗ୍ରେସ ଭବନକୁ ଆସି ଲିଖିତ ଭାବେ ଉତ୍ତର ଦାଖଲ କରିଛନ୍ତି।...

ଜିଲାପାଳଙ୍କ କ୍ଷମତା ପ୍ରୟୋଗ କଲେ ନୁନୁକାପଶି ସରପଞ୍ଚ; ବଇଣ୍ଡା ଅଞ୍ଚଳକୁ ୭୨ଘଣ୍ଟା ସଟ୍‌ଡାଉନ ଘୋଷଣା

ବଇଣ୍ଡା,୧୦।୫(ଡି.ଏନ.ଏ.)-ଅନୁଗୋଳ ଜିଲାରେ ରବିବାର ୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ କିଶୋରନଗର ବ୍ଲକ ନୁନୁକାପଶି ସରପଞ୍ଚ ଜଳଧର ସାହୁ ଜିଲାପାଳଙ୍କ କ୍ଷମତା ପ୍ରୟୋଗ...

ଆଜିଠୁ ସ୍ବାଭାବିକ ହେବ ପାର୍କ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ବାତ୍ୟା ‘ଫନୀ’ ଦ୍ୱାରା ବିଶେଷ କ୍ଷତିଗ୍ରସ୍ତ ହୋଇଥିବା ଭୁବନେଶ୍ୱରର ପାର୍କଗୁଡ଼ିକ ସ୍ବାଭାବିକ ହେବ। ବିଡିଏ ଦ୍ୱାରା ରକ୍ଷଣାବେକ୍ଷଣା କରାଯାଉଥିବା ପାର୍କଗୁଡ଼ିକ ବୁଧବାରଠାରୁ ସକାଳେ ଏବଂ...

୧୧ ବରିଷ୍ଠ ଓଏଏସ୍‌ ଅଧିକାରୀଙ୍କୁ ଆଇଏଏସ୍‌ ପଦବୀକୁ ପଦୋନ୍ନତି; ଜାଣନ୍ତୁ ଅଛନ୍ତି କିଏ

ଭୁବନେଶ୍ୱର,୨୧।୧(ବ୍ୟୁରୋ): ଓଡ଼ିଶା ପ୍ରଶାସନିକ ସେବାର ୧୧ଜଣ ବରିଷ୍ଠ ଅଧିକାରୀଙ୍କୁ ଶୁକ୍ରବାର କେନ୍ଦ୍ର ସରକାର ଆଇଏଏସ୍‌ ପଦବୀକୁ ପଦୋନ୍ନତି ଦେଇଛନ୍ତି। ଏନେଇ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ...

ସ୍ବାଗତ ପାଇଁ ଖରାରେ ଛିଡାହେଲେ ଛାତ୍ରୀଛାତ୍ର

ଦାରିଙ୍ଗବାଡ଼ି,୧୯।୧୦(ଡି.ଏନ.ଏ.)-ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ଉନ୍ନୀତ ସରକାରୀ ଉଚ୍ଚ ବିଦ୍ୟାଳୟର ନୂତନ କୋଠାକୁ ଶୁକ୍ରବାର କନ୍ଧମାଳ ଏମ୍‌ପି ଡ.ଅଚ୍ୟୁତାନନ୍ଦ ସାମନ୍ତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ...

ଚୌଦ୍ୱାରରେ ପ୍ରବାଦ ପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳି

ଚୌଦ୍ୱାର,୧୭।୪(ଡି.ଏନ୍‌.ଏ.): ପ୍ରବାଦ ପୁରୁଷ ତଥା ବରିଷ୍ଠ ଜନନାୟକ ବିଜୁ ବାବୁଙ୍କ ୨୩ତମ ଶ୍ରାଦ୍ଧବାର୍ଷିକୀ ଶୁକ୍ରବାର ନିରାଡମ୍ବର ଭାବେ ଚୌଦ୍ୱାର ବିରୁପା ବ୍ୟାରେଜ ନିକଟରେ ପାଳିତ ହୋଇଯାଇଛି।...

Advertisement
Archives

Model This Week