ଘଡଘଡି ସହ ବର୍ଷା ସମ୍ଭାବନା, ୭ଟି ଜିଲାକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର, ୧।୮(ବ୍ୟୁରୋ): ରାଜ୍ୟର କେତେକ ସ୍ଥାନରେ ଘଡଘଡ ସହ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଅପରାହ୍ଣ ୧ଟା ଯାଏ ସତର୍କ ରହିବାକୁ ୭ଟି ଜିଲାବାସୀଙ୍କୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି। ଏହି ସମୟରେ ଘରୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି। ସେହି ଜିଲାଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, ଖୋର୍ଦ୍ଧା ଓ ପୁରୀ।


Enter your email to get our daily news in your inbox.

All Right Reserved By Dharitri.Com

ଯୁକ୍ତ୨ ବିଜ୍ଞାନରେ ଶୂନ ଫଳାଫଳ କରିଥିବା ୯ କଲେଜ ଉପରେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର, ୯ା୬(ବ୍ୟୁରୋ)- ଯୁକ୍ତ୨ ବିଜ୍ଞାନ ପରୀକ୍ଷାରେ ଶୂନ ରେଜଲ୍ଟ କରିଥିବା ୯ କଲେଜ ଉପରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।...

ଅଧିକ ଟେଷ୍ଟ ପାଇଁ ପରାମର୍ଶ

ଭଦ୍ରକ ଅଫିସ, ୮ା୮- ବାଣିଜ୍ୟ ଓ ପରିବହନ ପ୍ରମୁଖ ଶାସନ ସଚିବ ତଥା ଭଦ୍ରକ ଜିଲା କୋଭିଡ୍‌ ପର୍ଯ୍ୟବେକ୍ଷକ ମଧୁସୂଦନ ପାଢ଼ୀ ଶୁକ୍ରବାର ଜିଲା ଗସ୍ତରେ...

ଅଧ୍ୟକ୍ଷା ପଦବୀ ପାଇଁ ଲବି

ବରଗଡ଼ ଅଫିସ୍‌,୨।୩: ବରଗଡ଼ ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଭୋଟ ଗଣତି ସୋମବାର ସରି ଯାଇଛି। ସର୍ବଶେଷ ଫଳାଫଳ ଅନୁସାରେ ଜିଲାରେ ଏଥର ବିଜେଡ଼ି ବାଜିମାତ୍‌...

ନକଲି ପୋଲିସକୁ ଧରିଲା ଅସଲି ପୋଲିସ, ସ୍କ୍ବାଡ ପରିଚୟ ଦେଇ କରୁଥିଲେ ଲୁଟ୍‌ପାଟ

ବରଗଡ଼ ଅଫିସ,୧୫ା୧: ପୋଲିସ ସ୍କ୍ବାଡର କର୍ମଚାରୀ ପରିଚୟ ଦେଇ ଲୁଟ୍‌ପାଟ୍‌ ଚଲାଇଥିବା ୨ ଅଭିଯୁକ୍ତଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବଲାଙ୍ଗୀର...

ବଦଳିବ ଇନ୍ଦ୍ରଦ୍ୟୁମ୍ନ ପୁଷ୍କରିଣୀ ଚିତ୍ର

ପୁରୀ ଅଫିସ,୧୮ା୧୧:ବଦଳିବ ଇନ୍ଦ୍ରଦ୍ୟୁମ୍ନ ପୁଷ୍କରିଣୀ ଓ ଏହାର ଚତୁଃପାର୍ଶ୍ୱ ଚିତ୍ର। ଅବହେଳିତ ଅବସ୍ଥାରେ ଥିବା ଏହି ତୀର୍ଥ ପୁଷ୍କରିଣୀର ଉନ୍ନତୀକରଣ କରାଯିବ। ଐତିହ୍ୟ ପର୍ଯ୍ୟଟନ କେନ୍ଦ୍ର...

ଗ୍ରାହକ ସାଜି ଧରିଲା ସ୍ପେଶାଲ ସ୍କ୍ବାଡ୍‌

ଦେବଗଡ଼,୪।୮(ଡି.ଏନ୍‌.ଏ.): ଦେବଗଡ଼ ଓ ସମ୍ବଲପୁର ଜିଲାରେ ଚାଲିଛି ହନୁମାନ ପଇସା କାରବାର। ବେଆଇନ ହନୁମାନ ପଇସା କାରବାର କରୁଥିବା ୩ଜଣ ବ୍ୟକ୍ତିଙ୍କୁ ଦେବଗଡ଼ ଜିଲା ସ୍ପେଶାଲ...

ହାଇକୋର୍ଟରେ ସତ୍ୟପାଠ ଦାଖଲ କଲେ ପୁରୀ ଏସ୍‌ପି

କଟକ ଅଫିସ,୧୫।୧୨: ପୁରୀ ହାଜତ ମୃତ୍ୟୁ ମାମଲାର ଶୁଣାଣି ସୋମବାର ହାଇକୋର୍ଟରେ ହୋଇଥିଲା। ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ ଓ ଜଷ୍ଟିସ ବିଶ୍ୱନାଥ ରଥଙ୍କୁ...

ସୁରଟରୁ ୫୦ପ୍ରବାସୀଙ୍କୁ ଗଞ୍ଜାମ ଆଣି ଆସୁଥିବା ବସ୍‌ ନାଗପୁରରେ ଓଲଟିଲା: ୨ ଆହତ

ଛତ୍ରପୁର/ପୁରୁଷୋତ୍ତମପୁର,୩ା୫(ଡି.ଏନ୍‌.ଏ.): ସୁରଟରୁ ୫୦ ଜଣ ପ୍ରବାସୀ ଓଡ଼ିଆଙ୍କୁ ନେଇ ଗଞ୍ଜାମ ଆସୁଥିବା ବସ୍‌ ରବିବାର ସକାଳେ ମହାରାଷ୍ଟ୍ରର ନାଗପୁରଠାରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଏଥିରେ...

Advertisement
Archives

Model This Week