ଘରକୁ ଦିଅନ୍ତୁ ରୟାଲ ଲୁକ୍‌

ଘରକୁ ରୟାଲ ଲୁକ୍‌ ଦେବା ପାଇଁ ଚାହୁଁଥିଲେ ଜାଣି ରଖନ୍ତୁ କିଛି ଟିପ୍ସ।
ଘରେ ବିଭିନ୍ନ ପ୍ରକାରର କାରୁକାର୍ଯ୍ୟପୂର୍ଣ୍ଣ ଆସବାବପତ୍ର ରଖି ଘରକୁ ରୟାଲ ଲୁକ୍‌ ଦେଇପାରିବେ। ଏଥିପାଇଁ ଡ୍ରଇଁ ରୁମ୍‌ର ଟେବୁଲ ଉପେ ରୟାଲ ଲୁକ୍‌ ଥିବା ବିଭିନ୍ନ ଜିନିଷ ରଖନ୍ତୁ।
ରୁପା କିମ୍ବା ପିତଳରେ ତିଆରି ପୁରୁଣା ଡିଜାଇନ୍‌ର ଗ୍ଲାସ, ଜଗ୍‌, ଫୁଲଦାନୀ ଆଦି ରଖନ୍ତୁ।
ଘରର ଚେୟାର, ସୋଫା ଆଦିକୁ ବିଭିନ୍ନ କଳାକୃତି ଡିଜାଇନର ତିଆରି କରନ୍ତୁ। ବିଭିନ୍ନ କଳାକୃତିଥିବା ଆସବାବପତ୍ର ଘରକୁ ଭିନ୍ନ ଲୁକ୍‌ ଦେବ।
ଗୋଲ୍ଡେନ ଏବଂ ସିଲଭର କଲରଥିବା କ୍ୟାଣ୍ଡେଲ ଷ୍ଟାଣ୍ଡ, ଫୁଲଦାନୀ ଆଦି ରଖନ୍ତୁ। ଏହା ବ୍ୟତୀତ ମାଟିରେ ତିଆରି ବିଭିନ୍ନ ଡିଜାଇନ ତଥା ବିଭିନ୍ନ ରଙ୍ଗର ସୁନ୍ଦର ଆସବାବପତ୍ର ଏବେ ବଜାରରେ ମିଳୁଛି। ଏସବୁ ଜିନିଷକୁ ଆପଣ ଘର ବାହାରେ ଗେଟ୍‌ ପାଖରେ କିମ୍ବା ବଗିଚା ଭିତରେ ରଖିପାରିବେ।
କାଗଜରେ ମଧ୍ୟ ରଙ୍ଗବେରଙ୍ଗର ବିଭିନ୍ନ କଳାକୃତି ରହିଛି, ଯାହାକୁ ଆପଣ ଟେବୁଲ ଉପରେ ସଜ୍ଜାଇବା ସହ କାନ୍ଥରେ ବି ଟାଙ୍ଗିପାରିବେ।
ସୋସିଆଲ ମିଡିଆରେ ଏବେ ଘରସଜ୍ଜା ନେଇ ବିଭିନ୍ନ ଫଟୋ ଓ ଭିଡିଓ ରହିଛି। ସେସବୁ ଦେଖି ଆପଣ ଆଇଡିଆ ନେଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

କୁନି କୁନି ଶିଶୁ ପାଳିଲେ ୮୦ତମ ସ୍ୱାଧୀନତା ଦିବସ: ସାଂସ୍କୃତିକ କାର୍ଯ୍ୟକ୍ରମରେ ନାଚିଲେ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍‌ ସିମନବାଡ଼ିଠାରେ ନୂତନ ଭାବେ ସ୍ଥାପିତ ଭିକ୍ଟୋରିଆ ସ୍କୁଲ୍‌ ଅଫ୍‌ ନଲେଜ୍‌ ବିଦ୍ୟାଳୟର କୁନି କୁନି ଶିଶୁମାନେ…

କୋରାପୁଟରେ ପତାକା ଉତ୍ତୋଳନ କଲେ ମନ୍ତ୍ରୀ ସମ୍ପଦ ସ୍ୱାଇଁ

କୋରାପୁଟ, ୧୪।୮ (ଅମିତାଭ ବେହେରା): କୋରାପୁଟ ପୋଲିସ ପଡ଼ିଆରେ ଶନିବାର ୮୦ତମ ଜିଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ବେଆଇନ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ଜଣେ ମୃତ

ଚାନ୍ଦବାଲି, ୧୫।୮ (ରତିକାନ୍ତ ବାରିକ): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ମତୋ ନିକଟସ୍ଥ ପରମାନନ୍ଦପୁର ଛକ ନିକଟରେ ଏକ ବେଆଇନ ବାଣ ଗଚ୍ଛିତ ଘରେ ଭୟାବହ ଅଗ୍ନିକାଣ୍ଡ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ମହିଳାଙ୍କୁ ବାନ୍ଧି ଘରୁ ସୁନାଗହଣା ଲୁଟ

ଚାନ୍ଦବାଲି,୧୫/୮(ମାନସ ବିଶ୍ୱାଳ/ରତିକାନ୍ତ ବାରିକ): ଚାନ୍ଦବାଲି ଥାନା ପାଞ୍ଚପଡା ଗ୍ରାମରେ ଶନିବାର ସକାଳୁ ଲୁଟ ହୋଇଥିବା ଥାନାରେ ଅଭିଯୋଗ ହୋଇଛି |କାଳୀମନ୍ଦିର ନିକଟସ୍ଥ ପ୍ରମୋଦ ତ୍ରିପାଠୀଙ୍କ ଘରେ ସକାଳେ…

ପରିତ୍ୟକ୍ତ ଖାଦାନରେ ବୁଡ଼ି ଯୁବକ ନିଖୋଜ

ରାଉରକେଲା, ୧୫/୮ (ସଙ୍ଗୀତା ଜେନା): ଝିରପାଣି ଥାନା ଅନ୍ତର୍ଗତ ଜଗଦା ଅଞ୍ଚଳରେ ଥିବା ଏକ ପରିତ୍ୟକ୍ତ ଖାଦାନରେ ବୁଡ଼ି ଜଣେ ଯୁବକ ଶନିବାର ସକାଳେ ନିଖୋଜ ହୋଇଯାଇଥିବା…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri