ଘରକୁ ଫେରୁଥିବା ୮ ଶ୍ରମିକଙ୍କୁ ସଙ୍ଗରୋଧ ଗୃହକୁ ପଠାଇଲା ପୋଲିସ

 

କୋକସରା,୧୨।୪ (ଡି.ଏନ.ଏ.) କୋରାପୁଟ ଜିଲାର ବୋରିଗୁମାର ଏକ ରାଇସ୍‌ ମିଲ୍‌ରେ ଶ୍ରମିକ ଭାବରେ କାମ କରୁଥିବା ୮ ଜଣ ଶ୍ରମିକ ରବିବାର ଚାଲି ଚାଲି ଘରକୁ ଫେରୁଥିବା ବେଳେ ପୋଲିସ ହାବୁଡ଼ରେ ପଡିଛନ୍ତି। କଳାହାଣ୍ଡି ଓ ନବରଙ୍ଗପୁର ସୀମାରେ ଆମପାଣି ପୋଲିସ ସେମାନଙ୍କୁ ଅଟକାଇ ଆମପାଣି ସଙ୍ଗରୋଧ ଗୃହକୁ ପଠାଇଛି। ଆମପାଣି ଥାନା ଅଧିକାରୀ ପୁଷ୍ପାଞ୍ଜଳି ନିଙ୍ଗି ଏହି ସୂଚନା ଦେଇଛନ୍ତି। ଏମାନଙ୍କ ଘର କଳାହାଣ୍ଡି ଜଲା ଭବାନୀପାଟଣା ସଦର ଥାନା ଅଧୀନ ମେରପୁର ଗାଁରେ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

୭ ବର୍ଷ ପରେ ନାବାଳିକାଙ୍କୁ ମିଳିଲା ନ୍ୟାୟ

ଝାରସୁଗୁଡ଼ା ଅଫିସ,୨୮ା୯: ୭ ବର୍ଷ ତଳେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ମାମଲାରେ ଅଭିଯୁକ୍ତ ସୁଶାନ୍ତ ବୁଦୁଲା ଓରଫ ଜଙ୍ଗଲିଙ୍କୁ ମଙ୍ଗଳବାର ଆଜୀବନ କାରାଦଣ୍ଡ...

ପିଇଓଙ୍କ ନିଲମ୍ବନ ଦାବିରେ ଗଣଧାରଣା

ତିହିଡ଼ି,୨।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ଶ୍ୟାମସୁନ୍ଦରପୁର ପଞ୍ଚାୟତ ଭାଜପା ପକ୍ଷରୁ ସୋମବାର ପୂର୍ବାହ୍ନରେ ତିହିଡି ବ୍ଲକ କାର୍ଯ୍ୟାଳୟ ପରିସରରେ ଗଣଧାରଣା ଦିଆଯାଇଛି। ପ୍ରଧାନମନ୍ତ୍ରୀ...

ରାସ୍ତାରେ ଚାହିଁ ରହିଥିଲା ମୃତ୍ୟୁ, ଚାଲିଗଲା ୬ ଜୀବନ

ନୂଆପଡା ଅଫିସ,୧।୩: ମହାଶିବରାତ୍ରିରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା। ଏକା ବେଳକେ ଚାଲିଯାଇଛି ୬ ଜଣଙ୍କ ଜୀବନ। ଏଭଳି ଭୟଙ୍କର ଘଟଣା ଘଟିଛି ନୂଆପଡା ଜିଲାର।...

ଲୋପ୍‌ ପାଉଛେ ଧାନଖଣି, ପୁଡୁଗ୍‌ ବଁଧା ପରମ୍ପରା

ଭବାନୀପାଟଣା, ୪ା୬ (ଡି.ଏନ୍‌.ଏ): ଓଡ଼ିଶା ହେଉଛେ ଗୁଟେ କୃଷି ପରଧାନ ରାଏଜ୍‌। ରାଏଜର ବଡ଼ଭାଗି ଲୋକ୍‌ ଚାଷ୍‌ବାସ କାରି ନିଜର ଜୀବନ୍‌ ଜୀବ୍‌କା ଚଲଉଛନ୍‌। ସେନ୍‌ତା...

ନିଆରା ମଣିଷ ମନ୍ଦରଧର ସାହୁ: ଦିନରେ କାକୁଡି ବେପାରୀ, ରାତିରେ କଳାର ପୂଜାରୀ

ବନ୍ତଳା,୧୭ା୫-୧୯୬୪ରେ ବନ୍ତଳା ସରକାରୀ ହାଇସ୍କୁଲରୁ ମାଟ୍ରିକ ପାସ୍‌ କରିଥିଲେ। ଚାକିରି ପାଇଁ ସମସ୍ତ ଯୋଗ୍ୟତା ମଧ୍ୟ ଥିଲା। ହେଲେ କଳାର ନିଶା ତାଙ୍କୁ ଏପରି ମତୁଆଲା...

ଆରମ୍ଭ ହେଲା ଯୁକ୍ତ ୩ ମୂଲ୍ୟାଙ୍କନ

ଭଞ୍ଜନଗର୩୦।୬(ଡି.ଏନ.ଏ)- ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଅଧୀନସ୍ଥ ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସୋମବାର ଠାରୁ ଯୁକ୍ତ୩ ଷଷ୍ଠ ସେମିଷ୍ଟାର ପରୀକ୍ଷା ଖାତାର ମୂଲ୍ୟାଙ୍କନ...

ଗୁନ୍ଦିଆ-ଝାରସୁଗୁଡ଼ା ପାସେଞ୍ଜର ଟ୍ରେନ୍‌ ଇଞ୍ଜିନ୍‌ରେ ଲାଗିଲା ନିଆଁ, କାରଣ ଅସ୍ପଷ୍ଟ

ଝାରସୁଗୁଡ଼ା ଅଫିସ,୧୮।୧୦:ଗୁନ୍ଦିଆରୁ ଝାରସୁଗୁଡ଼ା ଆସୁଥିବା ଜେଡି ନାମକ ୦୮୮୬୧ନଂ ପାସେଞ୍ଜର ଟ୍ରେନ୍‌ ମଙ୍ଗଳବାର ରାତି ସାଢେ ୮ଟାରେ ବ୍ରଜରାଜନଗର ରେଳଷ୍ଟେଶନର ୩ନଂ ପ୍ଲାଟଫର୍ମରେ ପହଞ୍ଚତ୍ବା ପରେ...

ପଶ୍ଚିମବଙ୍ଗର ସୀମା ଦଖଲ ଉଦ୍ୟମ: ଦୁଇ ରାଜ୍ୟ ସୀମାନ୍ତବାସୀ ମୁହାଁମୁହିଁ

ଭୋଗରାଇ,୮ା୧୧(ଡି.ଏନ.ଏ.): ଦୀର୍ଘ ଅଢେଇବର୍ଷ ନୀରବତା ପରେ ଓଡ଼ିଶା-ପଶ୍ଚିମବଙ୍ଗ ସୀମା ବିବାଦ ପୁଣି ମୁଣ୍ଡ ଟେକିଛି। ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ଗ୍ରାମ ସାହାବାଜିପୁର ଗ୍ରାମ୍ୟ...

Advertisement
Archives

Model This Week