ଘରକୁ ଯାଇ ପିଡିଏସ୍‌ ସାମଗ୍ରୀ ବଣ୍ଟନ

ଶେରଗଡ଼,୨୯ା୩(ଡି.ଏନ୍‌.ଏ.)- ଶେରଗଡ଼ ବ୍ଲକର ବିଭିନ୍ନ ପଞ୍ଚୟତରେ ପିଡ଼ିଏସ୍‌ ସାମଗ୍ରୀ ଘରକୁ ଘର ଯାଇ ପ୍ରଦାନ କରାଯାଇଛି। ରାଜ୍ୟ ସରକାରଙ୍କ ନିର୍ଦେଶ ଓ କରୋନା ସଂକ୍ରମଣକୁ ଆଖି ଆଗରେ ରଖି ଏହି ବ୍ୟବସ୍ଥା ଆରମ୍ଭ କରାଯାଇଛି। ବ୍ଲକ ଯୋଗାଣ ନିରୀକ୍ଷକ ଶରତ କୁମାର ରାଉତଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପ୍ରତି ପଞ୍ଚାୟତର ସରପଞ୍ଚଙ୍କ ଜରିଆରେ ରାଶନକାର୍ଡ ଜରିଆରେ ସାମଗ୍ରୀ ଯୋଗାଣ ଆରମ୍ଭ କରାଯାଇଛି। ଅଲାରିଗଡ଼ ଓ ମହୁପଦର ପଞ୍ଚାୟତରେ ଏହି ପ୍ରକ୍ରିୟା ଆରମ୍ଭ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉଠୁଛି ପଡୁଛି ସାରାଦେଶ: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବି ବରଗଡ଼ରେ ତୀବ୍ର ଆନ୍ଦୋଳନ

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ଭୋଟ୍‌ ଚୋରି ଅଭିଯୋଗ ନେଇ ସାରାଦେଶ ଉଠୁଛି ଓ ପଡୁଛି। ଏଭଳି ଅଭିଯୋଗ ନେଇ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନଶ କୁମାରଙ୍କ ଇସ୍ତଫା ଦାବିରେ…

ମଦଭାଟି ବିରୋଧରେ ମହିଳାଙ୍କ ମହାବିଦ୍ରୋହ: ଭାଙ୍ଗିଲେ ଭାଟି

ଅମରପାଲି, ୧୦।୧୦ (ପୀତାମ୍ବର ସାହୁ): ମଦମୁକ୍ତ ଗାଁ ଗଠନ ଦାବିରେ ତେଜିଲା ଜନଆକ୍ରୋଶ। ମଦର କୁପ୍ରଭାବରେ ଗ୍ରାମର ସାମାଜିକ ପରିବେଶ ନଷ୍ଟ ହେଉଥିବା ଅଭିଯୋଗ କରି ଶେଷରେ…

ଆମ୍ବୁଲାନ୍ସରେ ନିଆଁ ଲାଗିବା ଘଟଣା: ସାମ୍ନାକୁ ଆସିଲା ସତ, ସବୁ ବଖାଣିଲେ ଡ୍ରାଇଭର

ଉଦଳା,୧୦ା୧୦(ସନ୍ତୋଷ ବାଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ଭିତରେ ଆମ୍ବୁଲାନ୍ସ ଅଗ୍ନିକାଣ୍ଡ ହେବା ପଛର ସତ ଆସିଲା ସାମ୍ନାକୁ। ଉକ୍ତ ଆମ୍ବୁଲାନ୍ସର ଡ୍ରାଇଭର ଏମଭିଆଇଙ୍କ ଆଗରେ ବଖାଣିଲେ…

ବାଇକ୍ ଧକ୍କାରେ ବୃଦ୍ଧ ଗୁରୁତରଚିକିତ୍ସା ଦାବିରେ ରାସ୍ତାରୋକ

ଚିକିଟି, ୧୦/୦୯/୨୦୨୬ (ପ୍ରକାଶ ଚନ୍ଦ୍ର ସାହୁ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ କେ. ନୂଆଗାଁ ଥାନା ଅଧୀନ ଚିକିଟି ଫାଣ୍ଡି ଅଞ୍ଚଳର ଓଳପୁର ଛକ ନିକଟରେ ଶନିବାର…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା: ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଛୁରାମାଡ଼

ନବରଙ୍ଗପୁର, ୧୦/୧୦ (ସନ୍ତୋଷ ସନ୍ତୋଷ): ଉମରକୋଟରେ କଲେଜ ନିର୍ବାଚନକୁ କେନ୍ଦ୍ର କରି ଉତ୍ତେଜନା ଦେଖାଦେଇଛି। ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ଦୀପକମଲ ମହାପାତ୍ର ନାମକ…

ନାଗସାପ ସହ ରିଲ୍ସ କରିବାବେଳେ ମାରିଲା ଚୋଟ, ଚାଲିଗଲା ଯୁବକଙ୍କ ଜୀବନ

ପୁରୀ,୧୦ା୧୦(ଅଜିତ୍‌ କୁମାର ମହାନ୍ତି): ସୋସିଆଲ ମିଡିଆରେ ରିଲ୍ସ କରିବା ନିଶା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି। ନାଗ ସାପକୁ ଧରି ରିଲ୍ସ କରୁଥିବା ବେଳେ ସାପ…

ବିଶ୍ୱ ଦରବାରରେ ଓଡ଼ିଆ ପୁଅ: ଜାପାନରେ ପ୍ରଶଂସିତ ହୋଇ ଜନ୍ମମାଟି ପାଇଁ ଗୌରବ ଆଣିଲେ ଗୋଡ଼ଭଗାର ଡାକ୍ତର ଅଭିଷେକ

ଅତାବିରା,୧୦ା୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ଗୋଡ଼ଭଗାର ଡା. ଅଭିଷେକ ନାଏକ। ଜନ୍ମମାଟି ପାଇଁ ଆଣିଛନ୍ତି ଗର୍ବ ଓ ଗୌରବ। ସେ ବିଏଚ୍‌ୟୁସ୍ଥିତ ଇନ୍‌ଷ୍ଟିଚ୍ୟୁଟ ଅଫ…

ନୀଳମାଧବଙ୍କ ନୀତିକାନ୍ତି ବିଳମ୍ବ ନେଇ ବିବାଦୀୟ ପରିସ୍ଥିତି, ମଧ୍ୟାହ୍ନ ସାଢ଼େ ୧୨ଟା ସୁଦ୍ଧା ହୋଇନି ଆଳତି

ଖଣ୍ଡପଡ଼ା,୧୦ା୧୦(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦି ଦେବତା ଭାବରେ ପ୍ରଭୁ ଶ୍ରୀ ନୀଳମାଧବ ଜୀଉ ସର୍ବଜନ ବିଦିତ। ପୁରୀ ଶ୍ରୀ ମନ୍ଦିରର ପୂଜା ନୀତି ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?