ଘରୁ ଚାଲିଥିଲା ଗଞ୍ଜେଇ ବେପାର: ସୋଲପଟା ଗ୍ରାମରେ ଯାଜପୁର ରୋଡ୍‌ ଅବକାରୀ ବିଭାଗର ଚଢ଼ାଉ; ୮୮ କେଜି ଗଞ୍ଜେଇ ସହ ମହିଳା ଗିରଫ

ଯାଜପୁର ରୋଡ୍‌,୩୧।୫(ନି.ପ୍ର.): ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସଙ୍କ ନିର୍ଦ୍ଦେଶ କ୍ରମେ ଯାଜପୁର ରୋଡ୍‌ ଅବକାରୀ ବିଭାଗ ପକ୍ଷରୁ ଶୁକ୍ରବାର ପାଣିକୋଇଲି ଥାନା ସୋଲପଟା ଗ୍ରାମରେ ଚଢ଼ାଉ କରାଯାଇଥିଲା। ଏହି ଚଢ଼ାଉରେ ୮୮କେଜି ଗଞ୍ଜେଇ ଜବତ କରାଯାଇଛି। ଏହାର ଆନୁମାନିକ ମୂଲ୍ୟ ୪ଲକ୍ଷ ଟଙ୍କା ହେବ ବୋଲି ଜଣାପଡ଼ିଛି। ଘଟଣାରେ ଜଣେ ମହିଳାଙ୍କୁ ଗିରଫ କରାଯାଇଛି। ସେ ହେଲେ ମିନତୀ ମଲ୍ଲିକ।

ସୂଚନାନୁଯାୟୀ, ଗ୍ରାମର ରଞ୍ଜନ ମଲ୍ଲିକ ଓ ସ୍ତ୍ରୀ ମିନତୀ ସମ୍ବଲପୁର ଅଞ୍ଚଳରୁ ଗଞ୍ଜେଇ ଆଣି ଜିଲାର ବିଭିନ୍ନ ଅଞ୍ଚଳକୁ ଯୋଗାଉଥିଲେ। ଏ ନେଇ ଜିଲା ପ୍ରଶାସନ ପାଖରେ ଖବର ଥିଲା। ପୂର୍ବାହ୍ନରେ ହଠାତ୍‌ ଅବକାରୀ ବିଭାଗ ଇନ୍ସପେକ୍ଟର ପ୍ରଶାନ୍ତ କୁମାର ମହାନ୍ତି ସଦଳବଳେ ରଞ୍ଜନଙ୍କ ଘରେ ଚଢ଼ାଉ କରିଥିଲେ। ଘରେ ୨ ବସ୍ତା ଗଞ୍ଜେଇ ପୋଲିସ ଜବତ କରିଥିଲା। ତେବେ ରଞ୍ଜନ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ବେଳେ ମିନତୀଙ୍କୁ ପୋଲିସ ଗିରଫ କରିଛି। ଏ ନେଇ ଥାନାରେ ମାମଲା(ନଂ-୨୯/୧୯) ରୁଜୁ କରାଯାଇ ଅଭିଯୁକ୍ତ ମିନତୀଙ୍କୁ ଯାଜପୁର ରୋଡ୍‌ କୋର୍ଟକୁ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri