ଘରୁ ନ ବାହାରିବାକୁ ହାତ ଯୋଡ଼ି ନିବେଦନ କଲା ପୋଲିସ

ଛତ୍ରପୁର,୨୬ା୩(ଡି.ଏନ୍‌.ଏ.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ଦେଶବ୍ୟାପୀ ଲକ୍‌ଡାଉନ୍‌ କରାଯାଇଛି। ଘରୁ ନ ବାହାରିବା ନିମନ୍ତେ ଲୋକଙ୍କୁ ଯେତେ ସଚେତନ କରାଯାଉଥିଲେ ମଧ୍ୟଧ୍‌ କେତେଜଣ ଏହାକୁ ମାନୁନାହାନ୍ତି। ଏଭଳି ସ୍ଥିତିରେ ଗୁରୁବାର ଛତ୍ରପୁରରେ ପୋଲିସ ଅଭିନବ ଉପାୟରେ ସଚେତନ କରୁଥିବା ଦେଖିବାକୁ ମିଳିଥିଲା। ଯେଉଁମାନେ ବାଇକ୍‌ରେ ଯାଉଥିଲେ,ସେମାନଙ୍କୁ ପୋଲିସ ଅଟକାଇ ହାତ ଯୋଡ଼ି ଘରୁ ନ ବାହାରିବାକୁ ନିବେଦନ କରିଥିଲା। ଗଞ୍ଜାମ ଏସ୍‌ପିଙ୍କ ଅଫିସ ପକ୍ଷରୁ ସୋସିଆଲ ମିଡ଼ିଆରେ ଏହି ଫଟୋକୁ ସେୟାର କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ରରେ ଭାସି ଯାଉଥିବାବେଳେ ୩ ଉଦ୍ଧାର

ଗୋପାଳପୁର,୩୧ା୧୦-ସମୁଦ୍ରରେ ଭାସି ଯାଉଥିବା ମା’ ପୁଅଙ୍କ ସମେତ ୩ ଜଣଙ୍କୁ ବୁଧବାର ଉଦ୍ଧାର କରାଯାଇଛି। ସେମାନେ ହେଲେ କଲିକତାର ପ୍ରୋବି କୁମାର ଦତ୍ତଙ୍କ ସ୍ତ୍ରୀ ପୋମ୍ପା...

ଲକ୍‌ଡାଉନ୍‌ ମାନୁନାହାନ୍ତି ୧୦ ପ୍ରତିଶତ ଲୋକ: ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ;ଗିରଫ ହେଲେଣି ୧୪୦୦ରୁ ଅଧିକ ଉଲ୍ଲଂଘନକାରୀ

ଭୁବନେଶ୍ୱର,୩୦।୩(ବ୍ୟୁରୋ)- ମହାମାରୀ କରୋନା ସଂକ୍ରମଣ ରୋକିବାକୁ ସାରା ଭାରତ ଏବେ ଲକ୍‌ଡାଉନ୍‌। ଓଡ଼ିଶାରେ ମଧ୍ୟ ଲକ୍‌ଡାଉନକୁ ସଫଳ କରିବା ପାଇଁ ରାଜ୍ୟ ସରକାର ସବୁ ପ୍ରକାର...

କରୋନାରେ ମୃତ୍ୟୁବରଣ କରିଥିବା ବାପାଙ୍କ ଅନ୍ତିମ ସଂସ୍କାର କଲେ ୩ ଝିଅ

ଭାରୁଚ, ୧।୯: ଗୁଜରାଟର ଭାରୁଚ ସହରରୁ ଝିଅଙ୍କ କର୍ତ୍ତବ୍ୟକୁ ନେଇ ଏଭଳି ଏକ ଖବର ସାମ୍ନାକୁ ଆସିଛି ଯାହାକୁ ଶୁଣି କୌଣସି ବାପା ଗର୍ବ ଅନୁଭବ...

ମସଜିଦ୍‌ରେ କୋଭିଡ଼ ସେଣ୍ଟର…

ଅହମଦାବାଦ,୨୦।୪: ଗୁଜରାଟରେ କରୋନା ସଂକ୍ରମଣ ବେଲଗାମ ହେବାରେ ଲାଗିଛି। ଦିନ କୁ ଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ହସ୍ପିଟାଲରେ ଆଉ ବେଡ୍‌ ଖାଲି...

ଭଞ୍ଜନଗରରେ ବିଜେଡିର ବିକ୍ରମ, ଆସିକାରେ ମଞ୍ଜୁଳା, ସୋରଡାରେ ପୂର୍ଣ୍ଣ ଆଗୁଆ

ଭଞ୍ଜନଗର,୨୩।୫(ଡି.ଏନ୍‌.ଏ.)- ଭଞ୍ଜନଗର, ଆସିକା, ସୋରଡା ନିର୍ବାଚନ ମଣ୍ଡଳୀରେ ବିଜେଡି ବିଧାୟକ ପ୍ରାର୍ଥୀ ଆଗୁଆ ରହିଛନ୍ତି। ଭଞ୍ଜନଗର ବିଜେଡି ବିଧାୟକ ପ୍ରାର୍ଥୀ ବିକ୍ରମ କେଶରୀ ଆରୁଖ ୨୦,୩୭୩...

ଆଜି ଚିହ୍ନଟ ୭ କରୋନା ପଜିଟିଭ୍‌ଙ୍କ ମଧ୍ୟରୁ ଭଦ୍ରକର ୫, ବାଲେଶ୍ୱରର ୨

ଭୁବନେଶ୍ୱର,୨୦ା୪(ବ୍ୟୁରୋ) : ସୋମବାର ରାଜ୍ୟରେ ଆଉ ୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ଜଣାଯାଇଛି। ଚିହ୍ନଟ ହୋଇଥିବା ୭ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୫ ଜଣ...

ଉପକୂଳ ରାଜପଥ ନିର୍ମାଣକୁ ପ୍ରଫୁଲ ସାମନ୍ତରାଙ୍କ ବିରୋଧ: ସାମୁଦ୍ରିକ ପରିବେଶ ପାଇଁ ଘାତକ

ବ୍ରହ୍ମପୁର ଅଫିସ୍‌,୬।୧୨: ଗଞ୍ଜାମ ଜିଲା ଗୋପାଳପୁରଠାରୁ ଦୀଘା ପର୍ଯ୍ୟନ୍ତ ପ୍ରାୟ ୨୪୦ କି.ମି. ଉପକୂଳ ରାଜପଥ(କୋଷ୍ଟାଲ୍‌ ହାଇୱେ) ନିର୍ମାଣକୁ ରାଜ୍ୟ ସରକାର ମଞ୍ଜୁରୀ ଦେଇଛନ୍ତି ।...

ଲକଡାଉନ୍‌ ବେଳେ ମଦ ଦୋକାନ ସିଲ୍‌ ଭଙ୍ଗାଗଲା

ଯୋଡ଼ା,୧୫।୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡା ସହରର ବାଂଶପାଣି ରୋଡ୍‌ ନିକଟରେ ଥିବା ଏକ ବିଦେଶୀ ମଦ ଦୋକାନରେ ସିଲ୍‌ ଭଙ୍ଗାଯାଇଛି। ଅବକାରୀ ବିଭାଗର ଜଣେ ଅଧିକାରୀ...

Advertisement


Archives

Model This Week