ଘରୁ ବାହାରିଲା ୧୩ ନାଗ, ବାବୁ ସାହିରେ ଆତଙ୍କ

ଧାମନଗର,୧୨।୬(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ଆନନ୍ଦପୁର ବାବୁ ସାହିର ଖଗେଶ୍ୱର ମହାକୁଡ଼ଙ୍କ ଘରୁ ଗୋଟିଏ ନାଗୁଣୀ ସହ ୧୨ ନାଗ ଛୁଆ ଉଦ୍ଧାର କରାଯାଇଛି। ମଙ୍ଗଳବାର ଏକ ମୃତ ନାଗ ଛୁଆ ଦେଖିବା ପରେ ଖଗେଶ୍ୱର ସ୍ନେକ ହେଲ୍ପଲାଇନକୁ ଖବର ଦେଇଥିଲେ। କର୍ମୀ ଶେକ୍‌ ମିର୍ଜା ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଥିବା ବେଳେ ଖବର ଲେଖାଯିବା ପର୍ଯ୍ୟନ୍ତ ୧୨ ନାଗ ଉଦ୍ଧାର ହୋଇଛି। ଘଟଣା ପ୍ରଚାରିତ ହେବା ପରେ ସାହିରେ ଆତଙ୍କ ଖେଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦଳେଇଘାଇ ନଦୀବନ୍ଧ ଅନୁଧ୍ୟାନ କଲେ ମୁଖ୍ୟଯନ୍ତ୍ରୀ : ବାଲି, ଖାଲିବ୍ୟାଗ ମହଜୁଦ ରଖିବାକୁ ନିର୍ଦ୍ଦେଶ

ବିରିଡ଼ି,୨୦।୬(ଡି.ଏନ.ଏ.): ବାଲିକୁଦା-ଏରସମା ବିଧାୟକ ରଘୁନନ୍ଦନ ଦାସଙ୍କୁ ଜଳସମ୍ପଦ ବିଭାଗ ମନ୍ତ୍ରୀ ପଦ ମିଳିବା ପରେ ଜଗତସିଂହପୁର ଜିଲାରେ ଏହି ବିଭାଗର କାର୍ଯ୍ୟ ତ୍ୱରାନ୍ବିତ ହୋଇଛି। ବିଭାଗୀୟ...

ତାଳଚେର ବିଧାୟକଙ୍କ କ୍ୟାମ୍ପ ଅଫିସରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ: ଜଳିଗଲା ଗାଡ଼ି, ପୋଲିସର ତଦନ୍ତ ଆରମ୍ଭ

ତାଳଚେର, ୮।୧୨(ନି.ପ୍ର): ଅନୁଗୋଳ ଜିଲା ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନଙ୍କ ଭରତପୁର ସ୍ଥିତ କ୍ୟାମ୍ପ ଅଫିସରେ ଶନିବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ନିଆଁ...

୪୮ ଘଣ୍ଟାରେ ଓଡ଼ିଶା ଛୁଇଁପାରେ ମୌସୁମୀ

ଭୁବନେଶ୍ୱର,୧୫।୬(ବ୍ୟୁରୋ): ଆଗାମୀ ୪୮ ଘଣ୍ଟା ଭିତରେ ଓଡ଼ିଶା ଛୁଇଁପାରେ ମୌସୁମୀ। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।...

ଆଜି ରାଜ୍ୟରେ ୩୩୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୫।୭: (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୩୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା...

କମ୍‌ ବର୍ଷା ଯୋଗୁ ଚିନ୍ତାରେ ଚାଷୀ

ଜଗତ୍‌ସିଂହପୁର ଅଫିସ,୨୦ା୬: କମ୍‌ ବର୍ଷା ଯୋଗୁ ଜଗତ୍‌ସିଂହପୁର ଜିଲାର ଚାଷୀ ଚିନ୍ତାରେ ପଡିଛନ୍ତି। କାରଣ ବର୍ଷା ହେଲେ ରଜ ପରେ ଚାଷୀ ବିଲରେ ବିହନ ବୁଣିବା...

ବାଛୁରି ଆଣିବାକୁ ଯାଇ ଭାସି ଯାଇଥିଲେ ବାପ, ପୁଅ: ମିଳିଲା ମୃତଦେହ

ବରୀ ,୧୬।୯(ଡି.ଏନ୍‌.ଏ.): ବାଛୁରି ଆଣିବାକୁ ଯାଇ ଭାସି ଯାଇଥିବା ବାପ ପୁଅଙ୍କ ମୃତଦେହ ଗୁରୁବାର ଉଦ୍ଧାର କରାଯାଇଛି । ଏଭଳି ଦୁଃଖଦ ଘଟଣା ଘଟିଛି ଯାଜପୁର...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ: ୧ଟା ସୁଦ୍ଧା ୬୫% ମତଦାନ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଶେଷ ହୋଇଛି। ଶୁକ୍ରବାର ସକାଳ ୭ଟାରୁ ୬୮ ବ୍ଲକର ୨୦୪୩୬ ବୁଥ୍‌ରେ ଭୋଟିଂ ଆରମ୍ଭ...

ବାଲେଶ୍ୱରର ୨ ବର୍ଷର ଶିଶୁକନ୍ୟା, ୩୨ ବର୍ଷୀୟ ଯୁବକ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୦ା୪(ବ୍ୟୁରୋ): ସୋମବାର ରାଜ୍ୟରେ ଆଉ ୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ଜଣାଯାଇଛି। ଫଳରେ ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୧ରୁ ବୃଦ୍ଧି ପାଇ...

Advertisement
Archives

Model This Week