ପୁରୁଷୋତ୍ତମପୁର,୧୭ା୫(ଡି.ଏନ୍.ଏ.)- ପୁରୁଷୋତ୍ତମପୁର ବ୍ଲକ ହାଣ୍ଡିଘର ଗ୍ରାମର ଜଣେ ବୃଦ୍ଧାଙ୍କ ଗଳିତ ମୃତଦେହ ଶନିବାର ପଡୋଶୀ ଉଦ୍ଧାର କରିଛନ୍ତି। ସେ ହେଲେ ରୋହିଣୀ ଦାଶ (୭୫)। ସୁରଟରୁ ଫେରି ସଙ୍ଗରୋଧ କେନ୍ଦ୍ରରେ ଥିବା ପୁଅ ମୁଖାଗ୍ନି ଦେଇଛନ୍ତି। ରୋହିଣୀଙ୍କ ୨ ପୁଅ ବାହାରେ ରୁହନ୍ତି। ସୁରଟରେ ଥିବା ପୁଅ ରାମହରି ୮ ତାରିଖରେ ଘରକୁ ଫେରି ଗାଙ୍ଗଦହଲି କ୍ୱାରାଣ୍ଟାଇନ୍ ସେଣ୍ଟରରେ ରହୁଛନ୍ତି। ଘରେ ଏକାକୀ ଥିବା ରୋହିଣୀଙ୍କ ମୃତ୍ୟୁ ହୋଇଯାଇଥିଲା। ଶନିବାର ଘରୁ ଦୁର୍ଗନ୍ଧ ବାହାରୁଥିବାରୁ ଲୋକେ କବାଟ ଭାଙ୍ଗି ମୃତଦେହ ଉଦ୍ଧାର କରି ବ୍ଲକ ପ୍ରଶାସନକୁ ଖବର ଦେଇଥିଲେ। ବ୍ଲକ ପ୍ରଶାସନ କ୍ୱାରାଣ୍ଟାଇନ୍ରେ ଥିବା ତାଙ୍କୁ ପୁଅଙ୍କୁ ଆଣି ମା’ଙ୍କୁ ମୁଖାଗ୍ନି ଦେବାପରେ ଫେରାଇନେଇଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
ଜବ୍ କାର୍ଡ ଦେଖାଇ ଖାଇଗଲେ ୫୫ ଲକ୍ଷ ଟଙ୍କା, ବନ୍ଧାହେଲେ ଫରେଷ୍ଟର
ଭବାନୀପାଟଣା,୨ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ଅନ୍ତର୍ଗତ ଥୁଆମୂଳ ରାମପୁର ରେଞ୍ଜର ପୂର୍ବତନ ଫରେଷ୍ଟର ଜୟ କୁମାର ଜୁଆଡ଼ଙ୍କୁ ୫୫ଲକ୍ଷ ଟଙ୍କା ଆତ୍ମସାତ୍...
ଭୟଙ୍କର ଦୁର୍ଘଟଣା ବାଇକ୍କୁ ଘୋଷାଡି ନେଲା ବସ୍: ଚକା ତଳେ ଗଲା ୩ ଜୀବନ
ବାରିପଦା,୨।୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଉପଖଣ୍ଡ ଗ୍ରାମାଞ୍ଚଳ ଥାନା ଅଧୀନ ହାଟବାଦଡା ରାଣାବନ୍ଧ ଅଞ୍ଚଳ ୨୨୦ ନଂ ଜାତୀୟ ରାଜପଥରେ ଶୁକ୍ରବାର ଏକ...
ପ୍ରସ୍ତୁତି ଚୂଡ଼ାନ୍ତ: ୪ରୁ ସମ୍ବଲପୁର ଲୋକ ମହୋତ୍ସବ
ସମ୍ବଲପୁର,୨ା୧(ବି.ଶଙ୍କର): ଓଡ଼ିଶା ସରକାରଙ୍କ ଭଷା, ସାହିତ୍ୟ, ସଂସ୍କୃତି ବିଭାଗ ଓ ଜିଲା ସଂସ୍କୃତି ପରିଷଦ ସମ୍ବଲପୁରର ମିଳିତ ଆନୁକୂଲ୍ୟରେ ଲୋକ ମହୋତ୍ସବ-୨୦୨୬ ଚଳିତ ମାସ ୪ରୁ...
ଆଇନର ବିଭିନ୍ନ ଦିଗ ଉପରେ ସଚେତନ କରାଇଲେ ଅତିରିକ୍ତ ଜିଲା ଦୌରାଜଜ୍
ଛତ୍ରପୁର/ଗଞ୍ଜାମ,୨ା୧(ଦିଲ୍ଲୀପ ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ତାଲୁକ ଆଇନ ସେବା କମିଟି ପକ୍ଷରୁ ଗଞ୍ଜାମସ୍ଥିତ ଗ୍ରାସିମ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ ପରିସରରେ ‘ପରିବେଶଗତ ନ୍ୟାୟ’ ସମ୍ବନ୍ଧୀୟ ଏକ ଆଇନ...
ଉଠୁଛିପଡ଼ୁଛି ବଡ଼ଦାଣ୍ଡ: ମେଡିକାଲ ଛକରେ ମୃତଦେହ ରଖି…
ପୁରୀ,୨।୧(ଅଜିତ୍ ମହାନ୍ତି): ପୁରୀ ଦୁର୍ଘଟଣାରେ ୫ ବର୍ଷୀୟ ନାବାଳକର ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ମେଡିକାଲ ଛକରେ ମୃତଦେହ ରଖି ସ୍ଥାନୀୟ ଲୋକ ଧାରଣାରେ ବସିଛନ୍ତି।...
ପୁରୀ ବଡ଼ଦାଣ୍ଡରେ ନାବାଳକଙ୍କ ମୃତ୍ୟୁ: ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ପୁରୀ,୨।୧: ପୁରୀ ବଡ଼ଦାଣ୍ଡରେ ବୋଲେରୋ ଓ ସ୍କଟି ଧକ୍କାରେ ନାବାଳକଙ୍କ ମୃତ୍ୟୁ ହୋଇଛି। ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ...
ହାଇ ରିଟର୍ଣ୍ଣ ଲୋଭ ଦେଖାଇ କୋଟି କୋଟି ଟଙ୍କା ଠକେଇ: ଅଭିଯୁକ୍ତଙ୍କୁ ବାନ୍ଧିଲା EOW
ଭୁବନେଶ୍ୱର,୨।୧: ଗ୍ରାହକଙ୍କୁ ହାଇ ରିଟର୍ଣ୍ଣର ଲୋଭ ଦେଖାଇ ଟଙ୍କା ଠକେଇ କରିଥିବା ଅଭିଯୋଗରେ EOW ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ...
ହାତୀର ଟ୍ରାଙ୍କୁଲାଇଜ୍ ଚିକିତ୍ସା ପାଇଁ ଅନୁମତି ମାଗିଥିଲା ବନ ବିଭାଗ, ହେଲେ…
ବଲାଙ୍ଗୀର,୨ା୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ରେଞ୍ଜ ବେଲଗାଁ ସେକ୍ସନ ନାରିକଟା ବିଟ୍ ବିଜେପୁର ପଞ୍ଚାୟତ ବର୍ଣ୍ଣି ଜଙ୍ଗଲସ୍ଥିତ ନୀମପଡ଼ା ଗାଁର ନାଳରେ ଏକ...
Archives


