ଘରୁ ମୂଷା ଓ ଚୁଚୁନ୍ଦ୍ରାଙ୍କୁ ତଡ଼ିବାର ସହଜ ଉପାୟ…

କେତେକଙ୍କ ଘରେ ମୂଷା ଏବଂ ଚୁଚୁନ୍ଦ୍ରା ରହିଥାନ୍ତି। ତେବେ ସେମାନଙ୍କ ଯୋଗୁ ବିଭିନ୍ନ ରୋଗ ସୃଷ୍ଟି ହେବାର ଆଶଙ୍କା ରହିଥାଏ। ମୂଷା ଏବଂ ଚୁଚୁନ୍ଦ୍ରାଙ୍କୁ ଘରୁ ତଡ଼ିବା ପାଇଁ କେହି କେହି ବିଷର ପ୍ରୟୋଗ କରିଥାନ୍ତି। ମାତ୍ର ଏଥିରେ ମୁହଁ ମାରି ମୂଷା ଏବଂ ଚୁଚୁନ୍ଦ୍ରା ଘୋଡ଼ା ନ ହୋଇଥିବା ଖାଦ୍ୟ ପଦାର୍ଥ ଖାଇବା ଦ୍ୱାରା ବିଷ ସେଠାକୁ ସ୍ଥାନାନ୍ତର ହୋଇଥାଏ। ଫଳରେ ମଣିଷ ଲାଗି ବିପଦ ସୃଷ୍ଟି ହେବାର ଆଶଙ୍କା ରହିଥାଏ। ଘରୁ ମୂଷା ଏବଂ ଚୁଚୁନ୍ଦ୍ରା ତଡ଼ିବା ପାଇଁ ପିପରମେଣ୍ଟ୍‌ ତେଲ କିମ୍ବା ପୋଦିନା ତେଲର ବ୍ୟବହାର କଲେ ସୁଫଳ ମିଳିଥାଏ। ଏହାର ଗନ୍ଧ ମୂଷା ଏବଂ ଚୁଚୁନ୍ଦ୍ରା ଲାଗି ଅସହ୍ୟ ହୋଇଥାଏ। ସେମାନେ ଘରୁ ପଳାଇ ଯାଇଥାନ୍ତି। ସେହିପରି ପ୍ରତିଦିନ ଘରେ ଖାଇବା କର୍ପୂର ପକାଇଲେ ମଧ୍ୟ ମୂଷା ଏବଂ ଚୁଚୁନ୍ଦ୍ରା ଆସି ନ ଥାନ୍ତି। ଏହାର ଗନ୍ଧ ସେମାନଙ୍କ ନାସାରନ୍ଦ୍ରରେ ଏକ ପ୍ରକାର ପ୍ରତିକ୍ରିୟା କରିଥାଏ। ଫଳରେ ସେମାନେ ଘରୁ ବାହାରି ଅନ୍ୟ ସୁରକ୍ଷିତ ସ୍ଥାନରେ ରହିବାକୁ ପସନ୍ଦ କରିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗୀଙ୍କ ହାତରେ ପୁଣି ଉତ୍ତରପ୍ରଦେଶ ଡୋର…

ଲକ୍ଷ୍ନୌ,୧୦।୩ : ଉତ୍ତରପ୍ରଦେଶରେ ଭାଜପା ଆଗୁଆ ରହିଛି। ଉତ୍ତରପ୍ରଦେଶରେ ୨୬୩ ଆସନରେ ଭାଜପା ଆଗୁଆ ଥିବାବେଳେ ଏସ୍‌ପି ୧୨୫ ରେ ଆଗୁଆ ରହିଛି। ୪୦୩ ଆସନ...

କୋଭିଡ-୧୯ରୁ ରକ୍ଷା ପାଇବାକୁ ଚାଇନା ଦେବ ପରାମର୍ଶ: ଭାଗନେବ ଭାରତ

ନୂଆଦିଲ୍ଲୀ,୨୦।୩: କରେନା ଭାଇରସ ବା କୋଭିଡ-୧୯ ଏବେ ସମଗ୍ର ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ଏହି ଭୂତାଣୁର ସଠିକ୍‌ ଚିକିତ୍ସା ପଦ୍ଧତି ନ ଥିବାରୁ...

ଆଜି ଶପଥ ନେବେ ନୀତୀଶ

ପାଟନା,୧୦।୮: ମହାମେଣ୍ଟର ନେତା ଭାବେ ନିର୍ବାଚିତ ହୋଇଥିବା ଜେଡ଼ିୟୁ ନେତା ନୀତୀଶ କୁମାର ବୁଧବାର ରାଜଭବନରେ ବିହାରରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଅପରାହ୍ନରେ ଶପଥ ନେବେ...

ମଣିଷ ହାତରୁ ଏପରି କଦଳୀ ଖାଉଛି ଗୁଣ୍ଡୁଚିମୂଷା

ବର୍ତ୍ତମାନ ସମୟରେ ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ...

ପୁଣି ବଢ଼ିଲା ମୃତକଙ୍କ ସଂଖ୍ୟା, କମିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…

ନୂଆଦିଲ୍ଲୀ,୫।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ...

ଭିଡ଼ହିଂସା ରୋକିବାକୁ ଆଇନ ଆଣ

ହାଇଦ୍ରାବାଦ,୭ା୭: ଦେଶରେ ଭିଡ଼ହିଂସା ଘଟଣା ବୃଦ୍ଧି ପାଉଥିବାରୁ ଏହାକୁ ରୋକିବା ଲାଗି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ର ସରକାର ଆଇନ ଆଣିବାକୁ ଏଆଇଏମ୍‌ଆଇଏମ୍‌ ଅଧ୍ୟକ୍ଷ ଆସାଦୁଦ୍ଦିନ ଓଓ୍ବାଇସି...

ଟ୍ରେନ୍‌ରେ ମିଳିଲା ଡବଲ୍‌ ଖୁସି

ଲକ୍ଷ୍ନୌ,୯।୩: ଜଣେ ମହିଳାଙ୍କୁ ଟ୍ରେନରେ ଡବଲ୍‌ ଖୁସି ମିଳିଛି। ଲକ୍ଷ୍ନୌରୁ ମୁମ୍ବାଇ ଯାଉଥିବା ପୁଷ୍ପକ ଏକ୍ସପ୍ରେସରେ ମହିଳା ଜଣଙ୍କ ଯମଜ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି।...

ସେପ୍ଟେମ୍ବରରୁ ଶିକ୍ଷାବର୍ଷ ଆରମ୍ଭ ଲାଗି ସୁପାରିସ

ନୂଆଦିଲ୍ଲୀ,୨୬।୪(ପି.ଟି.): ଦେଶରେ କୋଭିଡ୍‌-୧୯ ସ୍ଥିତିକୁ ଦୃଷ୍ଟିରେ ରଖି ବିଶ୍ୱବିଦ୍ୟାଳୟ ଓ ଅନ୍ୟାନ୍ୟ ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକରେ ଜୁଲାଇ ପରିବର୍ତ୍ତେ ସେପ୍ଟେମ୍ବରରୁ ଶିକ୍ଷାବର୍ଷ ଆରମ୍ଭ କରିବା ଲାଗି ବିଶ୍ୱବିଦ୍ୟାଳୟ...

Advertisement
Archives

Model This Week