ଘରୁ ଯାଇ ଆଉ ଫେରିଲେନି ଯୁବକ, ସକାଳୁ ବାଇକ୍‌ ନିକଟରେ ପଡ଼ିଥିଲା ମୃତଦେହ

ବାଲେଶ୍ୱର ଅଫିସ,୨୭।୧୨: ବାଲେଶ୍ବର ଜିଲା କମର୍ଦ୍ଦା ଥାନା ହଳଦୀ ମାଳ ଗ୍ରାମରେ ଥିବା ରାସ୍ତା କଡ଼ରୁ ଜଣେ ଯୁବକଙ୍କ ସନ୍ଦେହ ଜନକ ମୃତଦେହ ଉଦ୍ଧାର କରାଯାଇଛି। ମୃତଦେହ ନିକଟରେ ତାଙ୍କ ବାଇକ୍‌ ପଡ଼ିଥିବା ଦେଖିବାକୁ ମିଳିଛି। ସେ ହେଲେ ଉକ୍ତ ଗ୍ରାମର ଗୋପାଳ ଜେନା। ରବିବାର ସେ ଘରୁ ଯାଇ ଆଉ ଫେରି ନ ଥିଲେ। ସୋମବାର ସକାଳେ ସ୍ଥାନୀୟ ଲୋକେ ଯୁବକଙ୍କ ମୃତଦେହ ଦେଖି କମର୍ଦ୍ଦା ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୧,୮୫,୨୧୦ ହେକ୍ଟରରେ ଖରିଫ୍‌ ଚାଷ

ଢେଙ୍କାନାଳ ଅଫିସ, ୨୨।୫ କରୋନା ପ୍ରଭାବିତ ଢେଙ୍କାନାଳ ଜିଲାରେ ଖରିଫ୍‌ ଚାଷକୁ ସୁବ୍ୟବସ୍ଥିତ କରିବାକୁ ଅଣ୍ଟା ଭିଡିଛି ପ୍ରଶାସନ। ଖରିଫ୍‌-୨୦୨୦ ନେଇ ଗୁରୁବାର ଜିଲା କାର୍ଯ୍ୟାଳୟ...

କରୋନାରେ ଆଖି ବୁଜିଲେ ଗଞ୍ଜାମର ଜଣେ ଏଏସ୍‌ଆଇ

କୋଦଳା,୨୫।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଆଉ ଜଣେ କରୋନା ଯୋଦ୍ଧାଙ୍କ ମୃତ୍ୟୁ। ଭଞ୍ଜନଗର କୋର୍ଟରେ ଏଏସ୍‌ଆଇ ଭାବେ କାର୍ଯ୍ୟରତ ଥିବା ରବିନ୍ଦ୍ର ନାଥ ବେହେରା(୫୫)ଙ୍କ କରୋନାରେ ମୃତ୍ୟୁ...

ଓଡ଼ିଆ ସାହିତ୍ୟରେ ଅଳଙ୍କାର ଅତୁଳନୀୟ

ବାଲେଶ୍ୱର ଅଫିସ, ୨୦।୫- ଓଡ଼ିଆ ଭାଷା ସାହିତ୍ୟରେ ଆରମ୍ଭରୁ ଏଯାଏ ଅନେକ ପରୀକ୍ଷା ନିରୀକ୍ଷା ହୋଇଆସିଛି। ସୃଜନଶୀଳ ସ୍ରଷ୍ଟାମାନେ ସାହିତ୍ୟର ବିଭିନ୍ନ ବିଭାଗରେ ଲେଖନି ଚାଳନାକରି...

୨୫ରେ ଘୁମୁସର ଗଟ୍‌ ଟାଲେଣ୍ଟ ସିଜନ୍‌-୨

ଭଞ୍ଜନଗର,୧୪।୧୨(ଡି.ଏନ.ଏ)-ଘୁମୁସର ଗଟ୍‌ ଟାଲେଟଂ ସିଜନ୍‌-୨ ଚଳିତ ମାସ ୨୫ରେ ସ୍ଥାନୀୟ ଜେଲ୍‌ ପଡିଆ ପରିସରରେ ଅନୁଷ୍ଠିତ ହେବ। ଏନେଇ ଏକ ପ୍ରସ୍ତୁତି ବୈଠକ ଶୁକ୍ରବାର ସ୍ଥାନୀୟ...

ରାସ୍ତା, ପାଣି, ଅଙ୍ଗନଓ୍ବାଡି ଗୃହ ଦିଅ; ଭୋଟ ନିଅ

ଆର. ଉଦୟଗିରି,୩୦ା୧(ଡି.ଏନ୍‌.ଏ.): ଗଜପତି ଜିଲାର ବିକାଶ କେବଳ କାଗଜ କଲମରେ ହିଁ ପ୍ରଚାର ପ୍ରସାରରେ ଅଟକି ରହିଛି। ଭାରତ ସ୍ବାଧୀନ ହେବାର ଦୀର୍ଘବର୍ଷ ବିତିଲାଣି ହେଲେ...

ମୁଖ୍ୟମନ୍ତ୍ରୀଙ୍କ କାର୍‌କେଡ୍‌କୁ ଅଣ୍ଡାମାଡ଼: ୩ ଗିରଫ

ପୁରୀ ଅଫିସ,୨୫ା୧୧: ମୁଖ୍ୟମନ୍ତ୍ରୀ ପୁରୀ ଗସ୍ତବେଳେ ତାଙ୍କ କାରକେଡ୍‌କୁ ଅଣ୍ଡାମାଡ଼ କରିବା ଅଭିଯୋଗରେ ପୁରୀ ପୋଲିସ ୩ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ...

ସିଆରଜେଡ଼ ଜନଅଭିଯୋଗ ଶୁଣାଣି: ଆସିଲେନି ବିଭାଗୀୟ ଅଧିକାରୀ, ତହସିଲଦାର ହଟହଟା

ବାଲିଆପାଳ,୧୩।୧(ସ୍ବ.ପ୍ର.)-ସାମୁଦ୍ରିକ ତଟବର୍ତ୍ତୀ ପରିଚାଳନା ଜୋନ (ସିଆରଜେଡ୍‌)ର ପ୍ରସ୍ତାବିତ ନକ୍ସା ସମ୍ପର୍କରେ ଲୋକଙ୍କୁ ଅବଗତ କରାଇବା ଏବଂ ଲୋକଙ୍କଠାରୁ ଅଭିଯୋଗ ଶୁଣିବା ପାଇଁ ବାଲିଆପାଳ ତହସିଲଦାର ସୋମବାର...

ଦୁର୍ନୀତି ଅଭିଯୋଗ ପରେ ବଣ୍ଟାହେଲା ରାଶନ ଚାଉଳ

କେସିଙ୍ଗା,୮।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଦେଓଗାଁ ପଞ୍ଚାୟତ ମହାଗା, ଜାମଜୋର, ମାଟିଆ, ଦେଓଗାଁ ଗ୍ରାମର ରାଶନ ଚାଉଳ ବଣ୍ଟନରେ ଦୁର୍ନୀତି ହେଉଥିବା ଅଭିଯୋଗ ହୋଇଥିଲା।...

Advertisement
Archives

Model This Week