ଘରେ ଗଣେଶ ଚତୁର୍ଥୀ ପାଳନ କରି ଭାବୁକ ହେଲେ ସୋନାଲି

ମୁମ୍ବାଇ: ସାରା ଦେଶରେ ଗଣେଶ ଚତୁର୍ଥୀ ଖୁବ୍‌ ଧୁମ୍‌ଧାମ୍‌ରେ ପାଳନ କରାଯାଉଥିବା ବେଳେ ବଲିଉଡ୍‌ ସେଲିବ୍ରିଟିମାନେ ମଧ୍ୟ ଗଣପତି ବାପ୍ପାଙ୍କୁ ଖୁବ୍‌ ଆଗ୍ରହ ସହକାରେ ନିଜ ନଜ ଘରକୁ ନିମନ୍ତ୍ରଣ କରିଛନ୍ତି। ଆଉ ଏଥିରୁ ବାଦ୍‌ ଯାଇ ନାହାଁନ୍ତି ବଲିଉଡ୍‌ ନାୟିକା ସୋନାଲି ବେନ୍ଦ୍ରେ। ଗତବର୍ଷ ସେ କ୍ୟାନସରର ଟ୍ରିଟମେଣ୍ଟ ପାଇଁ ନ୍ୟୁୟର୍କରେ ଥିବା ବେଳେ ଗଣେଶ ପୂଜା ଭଳି ଉତ୍ସବକୁ ପାଳନ କରି ପାରି ନ ଥିଲେ। ଆଉ ଏଥର ସେ ସୁସ୍ଥ ହୋଇ ଘରେ ପାଳନ କରିଛନ୍ତି ବିଘ୍ନ ବିନାଶକଙ୍କ ଉତ୍ସବ। ଏଥିରେ ଭାବୁକ ହୋଇ ସୋନାଲି ସୋସିଆଲ ମିଡିଆରେ ଏକ ଫଟୋ ପୋଷ୍ଟ କରିବା ସହ ଲେଖିଛନ୍ତି ଗତ ବର୍ଷର ଅନୁଭୁତିକୁ ସେ କେବେ ଭୁଲିବେ ନାହିଁ। ଆଉ ଏଥର ସେ ନିଜ ଘରେ ପୁଣି ଥରେ ବାପ୍ପାଙ୍କୁ ନିମନ୍ତ୍ରଣ ଦେଇ ଆଣିଥିବାରୁ ନିଜକୁ ଭାଗ୍ୟବାନ୍‌ ବୋଲି ମନେ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୋନମ୍‌ ଶେୟାର କଲେ ମୋଶନ ପୋଷ୍ଟର

ମୁମ୍ବାଇ: ବଲିଉଡ୍‌ ନାୟିକା ସୋନମ୍‌ କପୁର ତାଙ୍କ ଅପ୍‌ କମିଂ ଫିଲ୍ମ ‘ଦ ଜୋୟା ଫ୍ୟାକ୍ଟର’କୁ ନେଇ ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ନିକଟରେ ଏହାର ଫାଷ୍ଟ...

ବଲିଉଡ୍‌ରେ ଅକ୍ଷୟ କୁମାରଙ୍କ ବ୍ରାଣ୍ଡ୍‌ ଭାଲ୍ୟୁ ସବୁଠୁ ଅଧିକ

ମୁମ୍ବାଇ: ବଲିଉଡ୍‌ର ଅନ୍ୟ ନାମୀଦାମୀ ଅଭିନେତ୍ରୀ ଅଭିନେତାଙ୍କୁ ବ୍ରାଣ୍ଡ୍‌ ଭାଲ୍ୟୁରେ ପଛରେ ପକାଇ ଦେଇଛନ୍ତି ଅକ୍ଷୟ କୁମାର। ବର୍ଷକ ମଧ୍ୟରେ  ତାଙ୍କର ବ୍ରାଣ୍ଡ୍‌ ଭାଲ୍ୟୁ ୫୫.୩...

ଏୟାର ପୋର୍ଟରେ ମେକ୍‌ଅପ୍‌ ନେଲେ କରିନା: ଭିଡିଓ ଭାଇରାଲ

ମୁମ୍ବାଇ: ବଲିଉଡ୍‌ ବେବୋ କରିନା କପୁର ଖାଁଙ୍କ ଏକ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ଯେଉଁଥିରେ ଦେଖାଯାଇଛି ସେ ଏକ ବିମାନ ବନ୍ଦରରେ ମେକ୍‌ଅପ୍‌...

ସାରାଙ୍କ ପାଇଁ କାର୍ତ୍ତିକ ଧରିଲେ ଛତା, ଫଟୋ ଭାଇରାଲ

ମୁମ୍ବାଇ: ଅଭିନେତା କାର୍ତ୍ତିକ ଆର୍ୟନ ଶୈଫ୍‌ ଲଳନା ସାରା ଅଲ୍ଲୀ ଖାନ୍‌ଙ୍କ ପ୍ରେମରେ ଉବୁଟୁବୁ। ପ୍ରଥମେ ସାରା କରନ୍‌ ଜୋହରଙ୍କ ଶୋ’ରେ ତାଙ୍କୁ କ୍ରଶ୍‌ ବୋଲି...

ରୁମ୍‌ରେ ଯେଉଁ ମଡେଲଙ୍କ ଲଗାଉଥିଲେ ପୋଷ୍ଟର, ତାଙ୍କୁ କଲେ ବିବାହ: ୨୧ବର୍ଷ ପରେ ହେଲା ବିଚ୍ଛେଦ

ମୁମ୍ବାଇ: ଅଭିନେତା ଅର୍ଜୁନ ରାମପାଲ ମଙ୍ଗଳବାର ନିଜର ୪୭ତମ ଜନ୍ମଦିନ ପାଳନ କରିଛନ୍ତି। ୧୯୭୨ ନଭେମ୍ବର ୨୬ରେ ମଧ୍ୟପ୍ରଦେଶର ଜବଲପୁର ସହରରେ ସେ ଜନ୍ମଗ୍ରହଣ କରିଥିଲେ।...

ଚାଷ କରି ହାଲିଆ ହେଲେଣି ସଲମାନ୍‌: ଫଟୋ ଶେୟାର ପରେ ଲୋକେ କହୁଛନ୍ତି ଏଭଳି କିଛି

ବମ୍ବେ: ବଲିଉଡ୍‌ର ଦବଙ୍ଗ ଖାନ୍‌ ସଲମାନ୍‌ ଦୀର୍ଘ ଦିନ ଧରି ନିଜ ଫାର୍ମହାଉସ୍‌ରେ ଫସି ରହିଛନ୍ତି। ଲକ୍‌ଡାଉନ୍‌ ପୂର୍ବରୁ ସେ ଛୁଟି କଟାଇବାକୁ ଯାଇଥିଲେ। ଇତିମଧ୍ୟରେ...

ଫିଲ୍ମ ଲାଗି ସିରିଏଲ ଛାଡ଼ିବିନି

ରାକେଶ ଧଳ। ବହୁ କମ୍‌ ଦିନରେ ଟେଲିଭିଜନ ଜଗତରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିଜ ଅଭିନୟ ଯାଦୁରେ ସେ ଘରେ ଘରେ...

ସୁସ୍ଥ ହେଲେ ଲତା

ମୁମ୍ବାଇ,୧୫।୧୧: ବଲଉଡ୍‌ ନାଇଟ୍‌ ଆଙ୍ଗଲ ତଥା ଭାରତ ରତ୍ନ ଲତା ମଙ୍ଗେସକର ଏବେ ସୁସ୍ଥ ଥିବା ଖବର ମିଳିଛି। ଲତାଙ୍କୁ ଦେଖାରଖା କରୁଥିବା ଟିମ୍‌ ପକ୍ଷରୁ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *