Posted inଜାତୀୟ

ଘରେ ଚୋରି କରିବା ଜିନିଷ କିଛି ନ ମିଳିବାରୁ, ଚୋର କାନ୍ଥରେ ଲେଖିଲେ ଏମିତି

ଭୋପାଳ,୬।୧୨: ମଧ୍ୟପ୍ରଦେଶର ଶାଜାପୁରରେ ଏକ ସରକାରୀ ଇଞ୍ଜିନିୟଙ୍କ ଘରୁ ଚୋରି ଉଦ୍ୟମ ହୋଇଛି। କିନ୍ତୁ ଚୋରି କରିବା ଜିନିଷ ନ ମିଳିବାରୁ ଚୋରକୁ ଖାଲି ହାତରେ ଫେରିବାକୁ ପଡିଛି। ଏଥିରେ ରାଗିଯାଇ ଚୋର ଘରେ ଏକ ଚିଠି ଲେଖି ଛାଡିଯାଇଛନ୍ତି। ଯେଉଁଥିରେ ଲେଖାଅଛି, ତୁମେମାନେ କୃପଣ ଗୁଡାକ ରେ…। ସୂଚନାଯୋଗ୍ୟ, ଇଞ୍ଜିନିୟର ପ୍ରବୀଣ ସୋନି କୌଣସି କାମ ପାଇଁ ବାହାରକୁ ଯାଇଥିବାବେଳେ ତାଙ୍କ ଘରେ ଚୋର ପଶିଥିଲେ। ସକାଳୁ ଘରର ଚାକରର ଉଠି ଦେଖିଲା ବେଳକୁ କାନ୍ଥରେ ଏକ କାଗଜ ଲଗାଯାଇଥିଲା। ଯେଉଁଥିରେ, ଲେଖାଥିଲା ତୁମେମାନେ କୃପଣ ଗୁଡାକ। କେତେ କଷ୍ଟରେ କବାଟ ଭାଙ୍ଗିବା କାର୍ଯ୍ୟ କରି ଘରେ ପଶିଥିଲୁ, ରାତିଟା ପୂରା ବେକାର ହୋଇଗଲା ବୋଲି ଉକ୍ତ କାଗରେ ଲେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଥମୁନି ଦାଦନଙ୍କ ଗଣପଳାୟନ

ନୂଆଦିଲ୍ଲୀ,୩୦ା୩(ପି.ଟି.): କୋଭିଡ୍‌-୧୯ ସଂକ୍ରମଣ ରୋକିବା ପାଇଁ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ଲକ୍‌ଡାଉନ୍‌ ଡାକରା ପଞ୍ଚମ ଦିନରେ ପହଞ୍ଚତ୍ଛି। ସାମ୍ପ୍ରତିକ ଅଚଳାବସ୍ଥା ଦେଶର ବଡ଼ ବଡ଼ ସହରରେ...

ରାଜ୍ୟ ସଭା ନିର୍ବାଚନ: ବିଧାୟକଙ୍କୁ ହୋଟେଲ ସିଫ୍ଟ କଲା ଶିବସେନା

ମୁମ୍ବାଇ,୭ ।୬: ଜୁନ ୧୦ରେ ହେବାକୁ ଯାଉଥିବା ରାଜ୍ୟ ସଭା ନିର୍ବାଚନ ପୂର୍ବରୁ ମହାରାଷ୍ଟ୍ରରେ ଶିବସେନା ତା’ର ବିଧାୟକମାନଙ୍କୁ ସୋମବାର ରାତିରେ ମଲାଡଠାରେ ଥିବା ଏକ...

ଆଣବିକ କ୍ଷେପଣାସ୍ତ୍ର ଘାଟି: ଭାରତ-ପାକିସ୍ତାନ ତାଲିକା ଦିଆନିଆ

ନୂଆଦିଲ୍ଲୀ,୨ା୧(ପି.ଟି.): ଭାରତକୁ ଆଣବିକ ଯୁଦ୍ଧାସ୍ତ୍ରର ଭୟ ଦେଖାଉଥିବା ପାକିସ୍ତାନରେ କେତେ ଆଣବିକ କ୍ଷେପଣାସ୍ତ୍ର ଘାଟି ରହିଛି ତାହାର ଏକ ତାଲିକା ନୂଆଦିଲ୍ଲୀକୁ ପ୍ରଦାନ କରିଛି ଇସ୍‌ଲାମାବାଦ।...

ହିମାଚଳପ୍ରଦେଶ-ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସର ପର୍ଯ୍ୟବେକ୍ଷକ ନିଯୁକ୍ତ

ନୂଆଦିଲ୍ଲୀ,୧୨।୭: ହିମାଚଳ ପ୍ରଦେଶ ଏବଂ ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ପର୍ଯ୍ୟବେକ୍ଷକଙ୍କ ନାମ ଘୋଷଣା କରିଛି। ଦଳର ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ମଙ୍ଗଳବାର...

ମୋଦି-ଶାହ ଆଇନଜୀବୀଙ୍କ ଭଳି କଥା କହିବା ବନ୍ଦ କରନ୍ତୁ: ସିଙ୍ଘଓ୍ବୀ

ନୂଆଦିଲ୍ଲୀ,୨୫।୧୨: ସିଏଏ, ଏନ୍‌ଆର୍‌ସି ଏବଂ ଏନ୍‌ପିଆର୍‌ ନେଇ କଂଗ୍ରେସ ଭାଜପା କୁ ଘେରିବାରେ ଲାଗିଛି। ଏହି ମର୍ମରେ ବରିଷ୍ଠ କଂଗ୍ରେସ ନେତା ଅଭିଷେକ ମନୁ ସିଙ୍ଘଓ୍ବୀ...

ନିରପେକ୍ଷ ନିର୍ବାଚନ ପାଇଁ କେଉଁ ପଦକ୍ଷେପ ଗ୍ରହଣ କରାଯାଇଛି, ତ୍ରିପୁରା ସରକାରଙ୍କୁ ସୁପ୍ରିମ୍‌କୋର୍ଟଙ୍କ ପ୍ରଶ୍ନ…

ନୂଆଦିଲ୍ଲୀ,୨୩।୧୧: ନଭେମ୍ବର ୨୫ରେ ହେବାକୁ ଥିବା ନଗରପାଳିକା ମତଦାନ ପୂର୍ବରୁ ତ୍ରିପୁରାରେ ହିଂସା ତଥା ର୍ନିବାଚନ ପ୍ରଚାର ଉପରେ ପ୍ରତିବନ୍ଧକ ଲଗାଯାଇଥିବା ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ...

ଶଶି ଥରୁର୍‌ଙ୍କୁ ଆଶ୍ୱସ୍ତି, ସୁନନ୍ଦା ପୁଷ୍କର ମାମଲାରୁ ଖଲାସ…

ନୂଆଦିଲ୍ଲୀ,୧୮।୮: ସୁନନ୍ଦା ପୁଷ୍କରଙ୍କ ମୃତ୍ୟୁ ମାମଲାରେ କଂଗ୍ରେସ ସାଂସଦ ଶଶି ଥରୁରଙ୍କୁ ଆଶ୍ୱସ୍ତି ମିଳିଛି। ଦିଲ୍ଲୀର ରାଉସ ଆଭେନ୍ୟୁ କୋର୍ଟ ତାଙ୍କୁ ସୁନନ୍ଦା ପୁଷ୍କରଙ୍କ ମୃତ୍ୟୁ...

ନିର୍ମାଣ ହେବ ପାରିକରଙ୍କ ବାୟୋପିକ୍‌

ମୁମ୍ବାଇ,୧୪।୧୨: ଗୋଆର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କେନ୍ଦ୍ର ପ୍ରତିରକ୍ଷାମନ୍ତ୍ରୀ ଥିବା ସ୍ବର୍ଗତଃ ମନୋହର ପାରିକରଙ୍କ ଜୀବନିକୁ ନେଇ ଖୁବ୍‌ଶୀଘ୍ର ଏକ ଫିଲ୍ମ ନିର୍ମାଣ କରାଯିବ। ଏଥିପାଇଁ...

Advertisement
Archives

Model This Week