ଘରେ ପଶି ଟଙ୍କା ଚୋରି: ଧରାପଡିଲେ ନାବାଳକ

ଯୋଡ଼ା, ୧୮।୧୧(ଡି.ଏନ୍‌.ଏ.)- କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ କୁଟୁଗାଁ ଗ୍ରାମରେ ଜଣେ ବ୍ୟକ୍ତିଙ୍କ ଘରେ ପଶି ଟଙ୍କା ଚୋରି କରିଥିବା ଅଭିଯୋଗରେ ଜଣେ ନାବାଳକ ପୋଲିସ ହାତରେ ଧରାପଡିଛନ୍ତି।
ସୂଚନାନୁଯାୟୀ, ଗତ ୧୬ ତାରିଖ ଶନିବାର ଅପରାହ୍ନରେ ଉକ୍ତ ଗ୍ରାମର ଗୌତମ ବେହେରାଙ୍କ ଘରେ କେହି ନ ଥିବା ବେଳେ ନାବାଳକ ଜଣକ ତାଲା ଭାଙ୍ଗି ଘରେ ପଶି ୮ ହଜାର ଟଙ୍କା ଚୋରିକରି ନେଇଥିଲେ । ଏ ନେଇ ବାମେବାରୀ ଥାନାରେ ଅଭିଯୋଗ ହେବା ପରେ ସୋମବାର ନାବାଳକଙ୍କୁ ଧରିଥିବା ପୋଲିସ ସୂଚନା ଦେଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ି ପ୍ରଶଂସାରେ ଶତମୁଖ ବିଦେଶୀ ପର୍ଯ୍ୟଟକ: ସାଇକେଲରେ ବୁଲିଲେ, ଇକୋ ରିଟ୍ରିଟ୍‌ରେ…

ଦାରିଙ୍ଗବାଡି, ୩୧।୧ (ଅରୁଣ ସାହୁ): ଓଡ଼ିଶାର ଅନ୍ୟତମ ପର୍ଯ୍ୟଟନ କ୍ଷେତ୍ର ମଧ୍ୟରୁ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଟିଏ। ଏଠାକୁ ବୁଲି ଆସିବାକୁ ବିଦେଶୀ ପର୍ଯ୍ୟଟକଙ୍କ ଆଗ୍ରହ ପୁଣି…

ଅନାସ୍ଥା ପରେ ଖାଲି ପଡ଼ିଥିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ: ଉପାଧ୍ୟକ୍ଷ ବିଶ୍ୱନାଥଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ୱ

ଗୁଣପୁର,୩୧।୧(ସଂକେତ ପାତ୍ର)- ଅନାସ୍ଥା ପ୍ରସ୍ତାବ ଗୃହୀତ ହେବା ପରେ ଲକ୍ଷ୍ମୀ ଶବରଙ୍କ ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ ଗତ ୨୨ତାରିଖର ରଦ୍ଦ ହୋଇଥିଲା। ଏହାପରେ…

ଅବସର ନେଲେ ରାଜେନ୍ଦ୍ର କୁମାର, କେଏସୟୁବିର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଲେ କୁମୁନ୍ଦ ମହାପାତ୍ର

ଭଞ୍ଜନଗର,୩୧।୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ ଅଧ୍ୟକ୍ଷ ପଦବୀରୁ ଶନିବାର ଅବସର ନେଇଛନ୍ତି। ଏନେଇ ସନ୍ଧ୍ୟାରେ…

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି…

ବାଇକ୍‌କୁ ଧକ୍କା ଦେଇ ଘୋଷାଡ଼ି ନେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ଗୋଡ଼ଭଗା,୩୧ା୧(ସୁରେଶ ଦାଶ): ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ଭଗା ମାରୱାଡି ଧର୍ମଶାଳା ପାଖରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଳାମାଟି ପଞ୍ଚାୟତ ମାଉଲିଭାଗର ହେମସାଗର…

ସୀମାନ୍ତ ଗ୍ରାମରେ ଗୋଷ୍ଠୀ କେନ୍ଦ୍ର ଉଦଘାଟନ କଲା ବ୍ଲକ ପ୍ରଶାସନ 

ପଟ୍ଟାଙ୍ଗି,୩୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତର ସୀମାନ୍ତ ନେରିଡିବାଲସା ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ନବନିର୍ମିତ ଗୋଷ୍ଠୀ କେନ୍ଦ୍ର ଗୃହକୁ…

କାଉନ୍‌ସିଲରଙ୍କ ଘରୁ ଲୁଟ୍‌: ବର୍ଷକର ଝିଅ ବେକରେ ଛୁରୀ ଲଗାଇ ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ, ଭୟରେ…

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ବର୍ଷକର ଝିଅ ବେକରେ ଛୁରୀ ଲଗାଇଲେ। ପରେ ମା’ଙ୍କୁ କାବୁ କରି ଘରୁ ସୁନା ଲୁଟିନେଲେ ଦୁଇ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି…

ସୁଧୁରୁନି ପାକିସ୍ତାନ! ଜମ୍ମୁ-କଶ୍ମୀରର ଅନ୍ତର୍ଜାତୀୟ ସୀମାରେଖା ନିକଟରେ ଉଡିଲା ସନ୍ଦିଗ୍ଧ ଡ୍ରୋନ୍‌, ସକ୍ରିୟ ହେଲା… 

ଶ୍ରୀନଗର,୩୧।୧: ସୁଧୁରୁନି ପାକିସ୍ତାନ। ପୁଣି ଜମ୍ମୁ-କଶ୍ମୀରର ଅନ୍ତର୍ଜାତୀୟ ସୀମାରେଖା ନିକଟରେ ଉଡ଼ିଲା ସନ୍ଦିଗ୍ଧ ପାକିସ୍ତାନୀ ଡ୍ରୋନ୍‌। ଏହାକୁ ନେଇ ଭାରତୀୟ ସୁରକ୍ଷାବାହିନୀ ସକ୍ରିୟ ହୋଇପଡ଼ିଥିଲା। ସୁରକ୍ଷାକର୍ମୀମାନେ ସର୍ଚ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri