ଘରେ ପହଞ୍ଚି ପାରିଲେନି: ଦୁର୍ଘଟଣାରେ ସ୍ବାମୀ ମୃତ, ସ୍ତ୍ରୀ ଓ ୨ ଶିଶୁ ଗୁରୁତର

ଛେଣ୍ଡିପଦା, ୨୪।୩(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡ଼ା ଥାନା ଅଞ୍ଚଳ ଦେଇଯାଇଥିବା ୫୫ନଂ. ଜାତୀୟ ରାଜପଥ ତୁକୁଡା ମୁଣ୍ଡାସାହି ନିକଟରେ ମଙ୍ଗଳବାର ଭୋର୍‌ ସମୟରେ ଏକ ଦୁଃଖଦ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବାବେଳେ ତାଙ୍କ ସ୍ତ୍ରୀ ଏବଂ ଦୁଇ ଶିଶୁ ଗୁରୁତର ହୋଇଛନ୍ତି। ମୃତକ ହେଲେ ରେଢାଖୋଲ ଅଞ୍ଚଳର ନୀଳମଣି ବେହେରା।
ପୋଲିସ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ନୀଳମଣି ସ୍ତ୍ରୀ ଏବଂ ୨ ପିଲାଙ୍କୁ ନେଇ ବାଇକ୍‌ରେ ଅନୁଗୋଳରୁ ରେଢ଼ାଖୋଲସ୍ଥିତ ନିଜ ଘରକୁ ଯାଉଥିଲେ। ଭୋର୍‌ ୪ଟାରେ ଜରପଡ଼ା ନିକଟରେ ତାଙ୍କୁ ଏକ ଗାଡ଼ି ଧକ୍କା ଦେଇ ପଳାଇଥିଲେ। ପୋଲିସ ଏବଂ ସ୍ଥାନୀୟ ଲୋକଙ୍କ ସହାୟତାରେ ସମସ୍ତଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିଲା। ସେଠାରେ ନୀଳମଣିଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି, ଭାଜପାର ଭୋଟ ହାର ବଢ଼ିଲା

ଭୁବନେଶ୍ବର, ୧୪।୫(ବ୍ୟୁରୋ):  ଝାରସୁଗୁଡ଼ା ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ୧ ଲକ୍ଷ ୦୭ ହଜାର ୧୯୮ ଭୋଟ ପାଇ ବିଜୟୀ ହୋଇଛନ୍ତି। ଭାଜପା ପ୍ରାର୍ଥୀ...

ଆଜି ୪୫୭ କରୋନା ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୫।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୫୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୭୩ ଜଣ...

୨୩୨ଗ୍ରାମର ବ୍ରାଉନସୁଗାର ଜବତ, ଜଣେ ଗିରଫ

ବାଲେଶ୍ବର ଅଫିସ,୨୭।୧୨: ବାଲେଶ୍ବର ଖନ୍ତାପଡା ଅଞ୍ଚଳରେ ଅବକାରୀ ପୋଲିସ ଟିମ୍‌ ପକ୍ଷରୁ ଚଢାଉ କରାଯାଇଛି। ଚଢାଉରେ ୨୩୨ଗ୍ରାମର ବ୍ରାଉନସୁଗାର ଜବତ ହେବା ସହ ଏଥିରେ ଜଣଙ୍କୁ...

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଚାଲିଗଲା ୨ ଜୀବନ

ପାଇକମାଳ,୩୦।୩(ଡି.ଏନ୍‌.ଏ.): ବରଗଡ଼ ଜିଲା ପାଇକମାଳ-ପଦ୍ମପୁର ବିଜୁ ଏକ୍ସପ୍ରେସ ୱେର ରଞ୍ଜିତପୁର ଛକ ନିକଟରେ ଦୁଇଟି ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକ...

ଧାମନଗର ବିଧାୟକ ବିଷ୍ଣୁ ସେଠୀଙ୍କ ପରଲୋକ

ଭୁବନେଶ୍ୱର,୧୯।୯(ବ୍ୟୁରୋ): ଭାଜପା ବିଧାୟକ ତଥା ବିରୋଧୀ ଦଳର ଉପନେତା ବିଷ୍ଣୁ ସେଠୀଙ୍କର ସୋମବାର ସକାଳୁ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କ ୬୧ ବର୍ଷ ବୟସ...

ରାଜ୍ୟରେ ପୁଣି ୩୪୩ କରୋନା ପଜିଟିଭ୍‌ ଚିହ୍ନଟ, ୫ ମୃତ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ରାଜ୍ୟରେ ପୁଣି ୩୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୫ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୯୭ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୪୬...

ଜୁଆ ଆଡ୍ଡାରେ ଚଢାଉ: ୨୨ ଗିରଫ

ପୁରୁଷୋତ୍ତମପୁର,୩୦।୧୦(ଡି.ଏନ.ଏ.)-ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ହିଣ୍ଡୁଳା, ଆଙ୍ଗୁ ଓ ଡି ପାଟପୁର ଗ୍ରାମରେ ଗୁରବାର ପୋଲିସ ଚଢାଉ କରି ୨୨ ଜଣ ଜୁଆଡିଙ୍କୁ ଗିରଫ କରିଛି।...

ଗାଁରେ ପଶିଲା ହାତୀ, ଗ୍ରାମବାସୀ ଭୟଭୀତ

ରୂପ୍‌ସା,୨୫ା୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ରୂପସା ଥାନା ଗଡ଼ପଦା ପଞ୍ଚାୟତ ଅନ୍ତର୍ଗତ ଜହତା ଗ୍ରାମରେ ଶୁକ୍ରବାର ସକାଳେ ଏକ ଦନ୍ତାହାତୀ ପଶି ଆସିଥିବା ଦେଖିବାକୁ ମିଳିଛି। ଜଣେ...

Advertisement
Archives

Model This Week