ଘରେ ରହି ଖୁସି ମନାଉଛନ୍ତି ଶିଳ୍ପା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ବୁଧବାର ନିଜ ସୋସିଆଲ ମିଡିଆ ଆକାଉଣ୍ଟ୍‌ରେ ଏକ ଭିଡିଓ ଶେୟାର କରିଛନ୍ତି। ଯେଉଁଥିରେ ସେ ନିଜର ୨ମାସର ଝିଅ ସାମିଶାଙ୍କୁ ଧରି ଖେଳୁଛନ୍ତି। ଏହା ସହିତ ସେ ନିଜ ଫ୍ୟାନ ମାନଙ୍କୁ କହିଛନ୍ତି ଯେ, ୧୫ ନମ୍ବର ତାଙ୍କ ପାଇଁ ବହୁତ ଲକି। କାରଣ ଏହି ଦିନ ତାଙ୍କ ଝିଅ ଜନ୍ମ ହୋଇଥିଲା। ଏହି ୧୫ ତାରିଖରେ ତାଙ୍କ ଟିକ୍‌ଟକ୍‌ ଆପ୍‌ରେ ୧୫ ମିଲିୟନ ଫଲୋର୍ସ ମଧ୍ୟ ହୋଇଛନ୍ତି। ସେଥିଲାଗି ସେ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି। ତାଙ୍କ ଝିଅକୁ ୧୫ ତାରିଖରେ ୨ମାସ ହୋଇଛି। ସେ ତାଙ୍କ ଝିଅକୁ ଧରି ସମସ୍ତଙ୍କୁ ହୃଦୟରୁ ଧନ୍ୟବାଦ ଜଣାଇଛନ୍ତି। ତାଙ୍କ କୋଳକୁ ଏକ ଝିଅ ଆସିଥିବାରୁ ସେ ଭାଗବାନଙ୍କୁ ମଧ୍ୟ ବହୁତ ସାରା କୃତଜ୍ଞତା ଜ୍ଞାପନ କରିଛନ୍ତି। ତେବେ ସେ ଲକ୍‌ଡାଉନ୍‌ରେ ଜମା ବି ବୋର୍‌ ହେଉନାହାନ୍ତି। ଦୁଇ ପିଲାଙ୍କ ପାଖରେ ସମୟ କିପରି କଟିଯାଉଛି ସେ ଜାଣି ମଧ୍ୟ ପାରୁନାହାନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ, ଦେଶରେ କରୋନା ମହାମାରୀ ସହ ଲଢେଇ କରିବାକୁ ହେଲେ, ଘରେ ସୁରକ୍ଷିତ ଭାବେ ରହିବାକୁ ପଡ଼ିବ। ଘରୁ ବାହାରନ୍ତୁ ନାହିଁ। ସୁରକ୍ଷିତ ରହୁନ୍ତୁ, ସତର୍କ ରୁହନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ପରଦାକୁ ଆସିବ ସୌରଭଙ୍କ ବାୟୋପିକ୍‌

ଗତ କିଛିବର୍ଷ ହେବ ବଲିଉଡ୍‌ରେ ଖେଳାଳିଙ୍କ ବାୟୋପିକ୍‌ ନିର୍ମାଣ ହେବାର ଟ୍ରେଣ୍ଡ ଚାଲିଛି। ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ଅଧିନାୟକ ଏମ୍‌.ଏସ୍‌. ଧୋନୀଙ୍କ ବାୟୋପିକ୍‌କୁ ଦର୍ଶକ...

ପଞ୍ଚାୟତକୁ ୮,୯୨୩.୮ କୋଟିର କରୋନା ଅନୁଦାନ…

ନୂଆଦିଲ୍ଲୀ, ୯।୫: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ୨୫ଟି ରାଜ୍ୟର ବିଭିନ୍ନ ଗ୍ରାମ ପଞ୍ଚାୟତକୁ ୮,୯୨୩.୮ କୋଟିର ଅନୁଦାନ ଘୋଷଣା କରିଛନ୍ତି।...

ମାଓବାଦୀ ପ୍ରଭାବିତ ଅଞ୍ଚଳରେ ପୋଷ୍ଟର ମାଧ୍ୟମରେ ସଚେତନତା

ପାଟଣାଗଡ, ୨୩ା୪(ଡି.ଏନ.ଏ.) : ବଲାଙ୍ଗୀର ଜିଲା ଖପ୍ରାଖୋଲ ଏବଂ ତୁରେକେଲା ବ୍ଲକର ମାଓବାଦୀ ପ୍ରଭାବିତ ଅଞ୍ଚଳର ବିଭିନ୍ନ ଗ୍ରାମରେ କରୋନା ଭୁତାଣୁକୁ ନେଇ ପୋଷ୍ଟର ମାଧ୍ୟମରେ...

ଭୁବନେଶ୍ୱରରେ ଥମୁନି କରୋନା ଆକ୍ରାନ୍ତ ସଂଖ୍ୟା: ପୁଣି ଚିହ୍ନଟ ହେଲେ ୭ ସଂକ୍ରମିତ; ଅଛନ୍ତି ରେଳ ବିଭାଗ କର୍ମଚାରୀ, ସ୍ବାସ୍ଥ୍ୟକର୍ମୀ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜଧାନୀରେ ଶୁକ୍ରବାର ପୁଣି ୭ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁୁ ୪ଜଣ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ୩ ଲୋକାଲ କେସ୍‌...

ଜଣେ ବ୍ୟକ୍ତିଙ୍କ ପାଇଁ ୧୪ଟି ଗାଁ କ୍ୱାରାଣ୍ଟାଇନ୍‌ରେ

ବନ୍ଦାଓଁ,୧୩।୪: ଉତ୍ତରପ୍ରଦେଶ ବନ୍ଦାଉଁ ଜିଲାରେ ଜଣେ ବ୍ୟକ୍ତିଙ୍କ ପାଇଁ ୧୪ଟି ଗାଁ ଏବେ କ୍ୱାରାଣ୍ଟାଇନ୍‌ରେ। ଏଥିସହ ଉକ୍ତ ଗାଁର ସୀମାକୁ ମଧ୍ୟ ସିଲ୍‌ କରାଦିଆଯାଇଥିବା ଜଣାପଡ଼ିଛି।...

ଟେନିସର ପ୍ରତ୍ୟାବର୍ତ୍ତନ ନେଇ ଆଶାବାଦୀ ନୁହେଁ: ନାଡାଲ

ମାଡ୍ରିଡ,୨୭।୪ (ଏଏଫ୍‌ପି): କରୋନା ଭାଇରସ ସଂକ୍ରମଣ କାରଣରୁ ସାରା ବିଶ୍ୱରେ ଟେନିସ ସମେତ ପ୍ରାୟ ସବୁ କ୍ରୀଡ଼ା ଆୟୋଜନ ଠପ୍‌ ହୋଇଛି। ପୁଣି ଥରେ ବିଶ୍ୱରେ...

ସିବିଆଇ ସହ ସମନ୍ବୟ ରକ୍ଷା ପାଇଁ ନିଯୁକ୍ତ ହୋଇଥିବା ଡିସିପି କରୋନା ପଜିଟିଭ

ମୁମ୍ବାଇ,୨୯।୮: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂହଙ୍କ ମୃତ୍ୟୁ ମାମଲାର ତଦନ୍ତ ଏବେ ସିବିଆଇ ହାତରେ। ଏହି ମାମଲାରେ ସିବିଆଇ ବିଭିନ୍ନ ଦିଗକୁ ନେଇ ଖୋଳତାଡ଼ ଚଳାଇଛି।...

କରୋନା ମୁକାବିଲା: ୮ ଘଣ୍ଟାରେ ସର୍ଜିକାଲ ମାସ୍କ୍‌;୨୪ ଘଣ୍ଟାରେ ଏନ୍‌-୯୫ ମାସ୍କ୍‌ ବଦଳାଇବା ଜରୁରୀ

ନୂଆଦିଲ୍ଲୀ,୨୨।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ଏପରିସ୍ଥଳେ ବିଶ୍ୱ...

Advertisement
Archives

Model This Week