ଘରେ ରହି ‘ମ୍ୟାନ୍ସ ଓ୍ବାର୍ଲଡ ଇଣ୍ଡିଆ’ ମାଗାଜିନର କଭର ଗର୍ଲ ହେଲେ ତାପସି

ମୁମ୍ବାଇ: ଲକ୍‌ଡାଉନ ପାଇଁ ଏବେ ପ୍ରାୟ ସବୁ ସେଲିବ୍ରିଟି ଘରେ ବନ୍ଦ ହୋଇ ରହିଛନ୍ତି। ତେବେ ଏହି ସମୟରେ ଘରେ ବନ୍ଦ ହୋଇ ରହି ମଧ୍ୟ ‘ମ୍ୟାନ୍ସ ଓ୍ବାର୍ଲଡ ଇଣ୍ଡିଆ’ ମାଗାଜିନର କଭର ଗର୍ଲ ହୋଇପାରିଛନ୍ତି ବଲିଉଡ୍‌ ନାୟିକା ତାପସି ପନ୍ନୁ। ଏହାର ମେ’ ମାସର ମାଗାଜିନ ପାଇଁ କଭର ଫଟୋ ତାପସି ନିଜ ଘରେ ଶୁଟ୍‌ କରିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସେ ଏହା ଶେୟାର କରିବା ପରେ ଏକଥା ଜଣାପଡିଛି।

ଫଟୋ ଶେୟାର କରି ତାପସି ଲେଖିଛନ୍ତି, ଲକ୍‌ଡାଉନ ସମୟରେ ଯେତେବେଳେ ଆପଣ ଷ୍ଟାଇଲିଷ୍ଟ, ଫଟୋଗ୍ରାଫର, କନସେପ୍ଟ ଡିଜାଇନର, ଫଟୋ ଏଡିଟର, ଆର୍ଟ ଡାଇରେକ୍ଟରଙ୍କ ସହ ଅଛନ୍ତି ତା’ର ଆଉଟ୍‌ ପୁଟ୍‌ ଏହାହିଁ ହେବ। ତେବେ କ୍ୱାରାଣ୍ଟାଇନ ଫଟୋ ସିରିଜ ପାଇଁ ହେୟାର ମେକଅପ୍‌ ଓ ବାଲାନସିଂର କ୍ରେଡିଟ ସେ ନିଜେ ନେବେ ବୋଲି କହିଛନ୍ତି। ତେବେ ଫଟୋ ଶୁଟ୍‌ ପାଇଁ ସବୁ ସଟ୍‌ସର କନସେପ୍ଟ ଓ ଡିଜାଇନ ଦେବକିଙ୍କୁ ଦିଆଯିବ। ଯିଏକି ତାପସିଙ୍କ ଷ୍ଟାଇଲିଷ୍ଟ ଓ ସିଷ୍ଟର ଇନ୍‌ ଲ ବୋଲି ଜଣାପଡିଛି। ଲକ୍‌ଡାଉନ ସମୟରେ ଏମାନେ ଦୁହେଁ ଏକାଠି ସମୟ କାଟୁଛନ୍ତି। ତେବେ ଏହି ମାଗଜିନର କଭର ପେଜ୍‌ ଫଟୋ ଶୁଟ୍‌ ପାଇଁ ତାପସିଙ୍କ ଘରର ପ୍ରତିଟି କୋଣ ଯେମିତିକି କିଚେନ, ବାଥରୁମ, ଲିଭିଙ୍ଗ ରୁମ୍‌, ବାଲକୋନି ଯେଉଁଠି ଯେଉଁଠି ତାପସି ଲକ୍‌ଡାଉନରେ ସମୟ କାଟିଛନ୍ତି ସେସବୁକୁ ବଛାଯାଇଥିବା ବେଳେ ଏହାକୁ କିନ୍ତୁ ପରେ କପଡାରେ ଢାଙ୍କି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନଙ୍କ ଭେନେଜୁଏଲା ଗସ୍ତକୁ ନେଇ ବଢିଲାଣି ଚର୍ଚ୍ଚା, ଭୂମିକମ୍ପ ପରେ କାହିଁକି ଭେନେଜୁଏଲା ଯାତ୍ରା କରିଥିଲେ ଭାରତର ‘ସାଇକ୍ଲୋନ ମ୍ୟାନ’? ଜାଣନ୍ତୁ…

ନୂଆଦିଲ୍ଲୀ/କାରାକସ,୧୦।୭: ପୂର୍ବତନ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘନିଷ୍ଠ ସହଯୋଗୀ ଏବଂ ବିପର୍ଯ୍ୟୟ ପରିଚାଳନା ବିଶେଷଜ୍ଞ ଭିକେ ପାଣ୍ଡିଆନ ସମ୍ପ୍ରତି ଭୂମିକମ୍ପ ପ୍ରଭାବିତ ଭେନେଜୁଏଲା ଗସ୍ତ କରିଥିଲେ।…

ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ଏକାଦଶ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି କଲେ ଗ୍ରାମବାସୀ, ସମସ୍ତେ ଚକିତ

ପାଟଣା,୧୦।୭(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ତହସିଲ ଅର୍ନ୍ତଗତ ଚେମେଣା ଓ ଯମୁନା ପଶି ପଞ୍ଚାୟତର ୧୨ଟି ମୌଜାର ଜମିକୁ ନେଇ ଜେଏସଡବ୍ଲୁ ଓ ପୋସ୍କୋ ପ୍ରସ୍ତାବିତ…

ଭାରତର କ୍ଷତରେ ଲୁଣ ଲଗାଇଲା ଇଂଲଣ୍ଡ, ଅଧିନାୟକ ହ୍ୟାରି ବ୍ରୁକ କହିଲେ, ‘ମୁଁ ଏହାକୁ ପ୍ରକୃତରେ ଉପଭୋଗ କରିଥିଲି…’

ନୂଆଦିଲ୍ଲୀ,୧୦।୭: ବ୍ରିଷ୍ଟଲରେ ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ଇଂଲଣ୍ଡ ଭାରତୀୟ କ୍ରିକେଟ ଦଳକୁ ୯ ୱିକେଟରେ ପରାସ୍ତ କରିଛି। ଏହି ବିଜୟ ସହିତ ଇଂଲଣ୍ଡ ୩-୦ରେ ସିରିଜ…

ପ୍ରଧାନମନ୍ତ୍ରୀଙ୍କ ପଛରେ ଠିଆ ହୋଇଥିବା ଝିଅ ଦେଲେ ଏମିତି ସଙ୍କେତ; ପଛକୁ ବୁଲି ଚାହିଁଲେ ମୋଦି, ଆଉ ତାପରେ…

ନୂଆଦିଲ୍ଲୀ,୧୦।୭:ଅଷ୍ଟ୍ରେଲିଆର ମେଲବୋର୍ନର ମାର୍ଭେଲ ଷ୍ଟାଡିୟମରେ ପ୍ରଧାନମନ୍ତ୍ରୀ ମୋଦି ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରୁଥିବା ସମୟରେ ଏକ ଅନନ୍ୟ ଦୃଶ୍ୟ ଦେଖାଯାଇଥିଲା। ଭାଷଣ ସମୟରେ, ମଞ୍ଚ ଉପରେ ତାଙ୍କ…

ଜିଓ ନେଟୱର୍କ ସେବା ବିପର୍ଯ୍ୟସ୍ତ: ଲୋକେ ହନ୍ତସନ୍ତ

କର୍ଲାମୁଣ୍ଡା,୧୦।୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଗଜବାହାଲ ଗ୍ରାମରେ ଜିଓ ୫ଜି ନେଟୱର୍କ ସେବା ଦୀର୍ଘଦିନ ଧରି ବ୍ୟାହତ ହୋଇଆସୁଛି। ବିଦ୍ୟୁତ ଥିବା ସତ୍ତ୍ୱେ…

ଜିଲାସ୍ତରୀୟ ୭୭ତମ ବନମହୋତ୍ସବ: ୨ ବନ ସଂରକ୍ଷଣ ସମିତିକୁ ମିଳିଲା ଏତିକି ଟଙ୍କାର ପୁରସ୍କାର

ଭବାନୀପାଟଣା,୧୦।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଟାଉନ ହାଇସ୍କୁଲରେ ଗୁରୁବାର ଜିଲାସ୍ତରୀୟ ୭୭ତମ ବନମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଉତ୍ତର ବନଖଣ୍ଡ ପକ୍ଷରୁ ଆୟୋଜିତ ଏହି…

ଭକ୍ତଙ୍କ ନାଁରେ ରୋକଠୋକ୍‌ ଏମିତି କହିଦେଲେ ସୋଫିଆ: ବଢୁଛି ଚର୍ଚ୍ଚା

ଭୁବନେଶ୍ୱର,୧୦।୭ (ରବିନାରାୟଣ ଜେନା):ରାଜ୍ୟ କଂଗ୍ରେସରେ କିଛି ଠିକ୍‌ଠାକ୍‌ ଚାଲିନାହିଁ ବୋଲି ନିଲମ୍ବିତ କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ କହିଛନ୍ତି। ବିଧାନସଭାର ସ୍ଥାୟୀ କମିଟି ବୈଠକ ଅବସରରେ ଗୁରୁବାର…

ଧରିତ୍ରୀ ପ୍ରଭାବ: ମରାମତି ହେଲା ବିଜୁ ଏକ୍ସପ୍ରେସ ୱେ

ନୂଆପଡ଼ା,୧୦ା୭ (ମକାରୁ ବେମାଲ): ନୂଆପଡ଼ା ଜିଲା ଘାଟିପଡାଠାରୁ ସିନାପାଲି ଦେଇ କୋରାପୁଟକୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ୱେ ମରଣଯନ୍ତା ପାଲଟିବା ଖବର ଧରିତ୍ରୀରେ ଗୁରୁବାର ପ୍ରକାଶିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri