ଘରେ ଶୋଇଥିବା ବେଳେ ବ୍ୟକ୍ତିଙ୍କୁ ହତ୍ୟା, ପୋଲିସ କରୁଛି ଛାନଭିନ୍‌

ମୁନିଗୁଡ଼ା,୧୮।୩(ଡି.ଏନ୍‌.ଏ.): ରାୟଗଡ଼ା ଜିଲା ଅମ୍ବାଦଳା ଥାନା କାଞ୍ଚନଭଟା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ମଙ୍ଗଳବାର ରାତିରେ ସୁନ୍ଦରଫୁଲ ଗୌଡ଼(୪୬) ତାଙ୍କ ଘରେ ଶୋଇଥିବା ବେଳେ ତାଙ୍କୁ କେହି ହତ୍ୟା କରିଥିବା ଜଣାପଡିଛି। ସୁନ୍ଦରଫୁଲଙ୍କ ପାଟି ଶୁଣି ପରିବାର ଲୋକେ ଆସି ତାଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡ଼ି ଛଟପଟ ହେଉଥିବା ଦେଖିବାକୁ ପାଇଥିଲେ। କିଛି ସମୟ ପରେ ତାଙ୍କର ମୃତ୍ୟୁ ହୋଇଥିଲା। ଖବର ପାଇ ଅମ୍ବାଦଳା ଥାନା ଅଧିକାରୀ ବନ୍ଦନା ନାୟକ ଓ ମୁନିଗୁଡା ଏସ୍‌ଡିପିଓ ଚନ୍ଦ୍ରଶେଖର ହୋତାଙ୍କ ସମେତ ଅନ୍ୟ ପୋଲିସ କର୍ମଚାରୀ ଏବଂ ରାୟଗଡାରୁ ସାଇଣ୍ଟିଫିକ ଟିମ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି। ତେବେ ପାରିବାରିକ ଶତ୍ରୁତାକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ଅନୁମାନ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଚିଟ୍‌ଫଣ୍ଡ ଠକେଇ ମାମଲା ଶାଖା ପରିଚାଳକଙ୍କୁ ଜେଲ୍‌, ଜରିମାନା

କଟକ ଅଫିସ,୨୪ା୧୨- ଜଗତ୍‌ସିଂହପୁର ଜିଲା ରଘୁନାଥପୁରଠାରେ ଥିବା ମାଇକ୍ରୋ ଫାଇନାନ୍ସ କ୍ରେଡିଟ କୋଅପରେଟିଭ ଲିମିଟେଡ୍‌ର ଶାଖା ପରିଚାଳକ ଅମୂଲ୍ୟ ମହାନ୍ତିଙ୍କୁ ଜେଲ୍‌ ଓ ଜରିମାନା ଦଣ୍ଡାଦେଶ...

୫ ପଞ୍ଚାୟତକୁ ଆସୁନି ନେଟ୍‌ୱର୍କ

ଫୁଲବାଣୀ ଅଫିସ/ଚକାପାଦ,୩୦।୧: କେନ୍ଦ୍ର ଏବଂ ରାଜ୍ୟ ସରକାର ଡିଜିଟାଲାଇଜେଶନକୁ ଗୁରୁତ୍ୱ ଦେଇ ଆସୁଥିବା ବେଳେ କନ୍ଧମାଳ ଜିଲାର ପ୍ରାୟ ସମସ୍ତ ବ୍ଲକରେ ରହିଛି ନେଟୱାର୍କ ସମସ୍ୟା।...

ଡିସେମ୍ବର ୯ରୁ ମାଟ୍ରିକ୍‌ ଖାତାଦେଖା

କଟକ ଅଫିସ,୩୦।୧୧: ସରିଲା ମାଟ୍ରିକ୍‌ ସମ୍ମେଟିଭ ୧ ପରୀକ୍ଷା। ଡିସେମ୍ବର ୯ରୁ ଖାତା ଦେଖା ଆରମ୍ଭ ହେବ। ମୋଟ ୫୬ଟି କେନ୍ଦ୍ରରେ ହେବ ଖାତା ମୂଲ୍ୟାୟନ।...

ମହିଳା ଭକ୍ତଙ୍କୁ ଜେଟିପିଙ୍କ ଦୁର୍ବ୍ୟବହାର

ପୁରୀ ଅଫିସ, ୮ା୧୧:ଶ୍ରୀମନ୍ଦିରରେ ସୋମବାର ଜଣେ ହବିଷିଆଳିଙ୍କୁ ପୋଲିସ କର୍ମଚାରୀ ମାଡ ମାରିବା ଘଟଣା ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଥିବାବେଳେ ଜଣେ ବୃଦ୍ଧାଙ୍କୁ ଶ୍ରୀମନ୍ଦିର ପୋଲିସ (ଜେଟିପି)...

ସହରତଳି ଗାଁରେ ବିକାଶ ନାହିଁ

ଭଦ୍ରକ ଅଫିସ,୬।୩: ଭଦ୍ରକ ଜିଲା ଧାମନଗର ଏନ୍‌ଏସି ଅଧୀନ ଚିଲପଦୀ ରାଉତସାହି ଗାଁକୁ ବିକାଶ ଅପହଞ୍ଚ। ଏନ୍‌ଏସି କାର୍ଯ୍ୟାଳୟଠାରୁ ମାତ୍ର ୧ କି.ମି. ଦୂରରେ ଥିବା ଏହି...

ଭୋଟ ବର୍ଜନ ନିଷ୍ପତ୍ତି

ଛେଣ୍ଡିପଦା,୧୪।୧୨(ସ୍ବ.ପ୍ର.) ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ବରପଦା ପଞ୍ଚାୟତ ଗୋପୀବଲ୍ଲଭପୁର ମୌଜା କୋଇଲା ଖଣି ଅଞ୍ଚଳ ହୋଇଥିବାରୁ ସରକାରଙ୍କ ଉନ୍ନୟନମୂଳକ କାର୍ଯ୍ୟ ଏଠାରେ କାର୍ଯ୍ୟକାରୀ ହେଉ...

କେନ୍ଦୁଝର ଗସ୍ତରେ ନୀତି ଆୟୋଗ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ, ବିଭିନ୍ନ କାର୍ଯ୍ୟର ତଦାରଖ

କେନ୍ଦୁଝର,୧୦ା୧୨(ସ୍ବ.ପ୍ର.): ନୀତି ଆୟୋଗର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ପରମେଶ୍ୱରନ ଆୟାରଙ୍କ ନେତୃତ୍ୱରେ ଆୟୋଗର ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଶନିବାର କେନ୍ଦୁଝର ଗସ୍ତ କରି ବିଭିନ୍ନ...

ବଢୁଛି ଜଳକା, ବୈତରଣୀ

ରୂପସା/ଭଣ୍ଡାରିପୋଖରୀ, ୧୪ ।୮(ଡି.ଏନ.ଏ./ସ୍ବ.ପ୍ର.): ଲଗାଣବର୍ଷା ଯୋଗୁ ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ଓ ଭଦ୍ରକ ଜିଲା ଦେଇ ପ୍ରବାହିତ ବୈତରଣୀ ନଦୀର...

Advertisement
Archives

Model This Week