Posted inଜାତୀୟ

ଘରେ ୨୨ଟି ସିସିଟିଭି ଲଗାଇଲେ ସ୍ବାମୀ: ଏକଥା ଜାଣିବାରୁ ସ୍ତ୍ରୀ କଲେ ଏମିତି..

ବେଙ୍ଗାଲୁରୁ, ୨୨।୫: କର୍ନାଟକ ବେଙ୍ଗାଲୁରୁରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ସ୍ତ୍ରୀଙ୍କ ଉପରେ ନଜର ରଖିବା ପାଇଁ ଘରେ ୨୨ଟି ସିସିଟିଭି କ୍ୟାମେରା ଲଗାଇଛନ୍ତି ସ୍ବାମୀ। ଏକଥା ଜାଣିବା ପରେ ସ୍ତ୍ରୀ ରାଗିଯାଇ ସ୍ବାମୀଙ୍କ ମୁଣ୍ଡକୁ କ୍ରିକେଟ ବ୍ୟାଟରେ ପିଟି ଦେଇଛନ୍ତି। ଏହାସହ ଅଦାଲତରେ ଛାଡପତ୍ର ପାଇଁ ଆବେଦନ କରିଛନ୍ତି। ଉକ୍ତ ମହିଳାଙ୍କ ସ୍ବାମୀ ସୁଦର୍ଶନ ଜଣେ ସଫ୍ଟଓ୍ବେୟାର ଇଞ୍ଜିନିୟର। ସେ ସବୁବେଳେ ସ୍ତ୍ରୀଙ୍କୁ ସନ୍ଦେହ ଚକ୍ଷୁରେ ଦେଖିବା ସହ କ୍ରୁର ବ୍ୟବହାର ମଧ୍ୟ କରୁଥିଲେ। ସ୍ତ୍ରୀଙ୍କ ଉପରେ ନଜର ରଖିବା ପାଇଁ ସୁଦର୍ଶନ ଗୁପ୍ତରେ ରୋଷେଇ ଘରଠାରୁ ଆରମ୍ଭ କରି ବେଡ୍‌ରୁମ୍‌ ପର୍ଯ୍ୟନ୍ତ ସିସିଟିଭି କ୍ୟାମେରା ଲଗାଇଥିଲେ। ହଠାତ୍‌ ଦିନେ ମହିଳା ଜଣଙ୍କ ଏହା ଦେଖିଦେବାରୁ ସ୍ବାମୀଙ୍କୁ ବ୍ୟାଟ୍‌ରେ ପିଟିଦେଇଥିଲେ। ଏମିତି ପୁରୁଷ ସହ ଆଉ ରହି ହେବନି କହି ପୋଲିସରେ ସେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରସାମ୍ୟ ହରାଇ ଗଛକୁ ପିଟିଲା ବୁଲେଟ୍, ୩….

ଭଞ୍ଜନଗର,୧୪।(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସୋରଡ଼ା ରାସ୍ତାର କଣ୍ଟେଇପଲ୍ଲୀ ଛକ ନିକଟରେ ଥିବା ଜଳଭଣ୍ଡାର ଗୋଲେଇ ଠାରେ ବଡ଼ ସଡ଼କ ଦୁର୍ଘଟଣା ହୋଇଛି । ରବିବାର…

ଟ୍ରେନ୍‌ରେ ନିଆଁ ଲାଗିଯିବା ଗୁଜବ ପରେ ଚଳନ୍ତା ଗାଡ଼ିରୁ ଡେଇଁଲେ ଯାତ୍ରୀ! ଏହି ସମୟରେ ପିଟିଦେଲା ଅନ୍ୟ ଏକ ଟ୍ରେନ, ୪ମୃତ

ଭୋପାଳ,୧୪।୬: ମଧ୍ୟପ୍ରଦେଶର ମୋରେନାରେ ବଡ଼ ଧରଣର ଟ୍ରେନ ଦୁର୍ଘଟଣା ହୋଇଛି । ଉଦୟପୁର ଇଣ୍ଟରସିଟି ଏକ୍ସପ୍ରେସରେ ନିଆଁ ଲାଗିବାର ଗୁଜବ ଶୁଣି ଯାତ୍ରୀମାନେ ଟ୍ରେନରୁ ଡେଇଁ ପଡ଼ିଥିଲେ…

ଚାମେଲି ଓଝାଙ୍କ ସମର୍ଥନରେ ବେତାଳିଗାଁ ବଜାରରେ ବିଶାଳ ପ୍ରତିବାଦ ସଭା, ଗର୍ଜିଲେ ଜନସାଧାରଣ

ତିହିଡ଼ି,୧୪।୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକ ଅନ୍ତର୍ଗତ ବେତାଳିଗାଁ ବଜାରଠାରେ ପାଳାସାହି ଗ୍ରାମପଞ୍ଚାୟତ ପକ୍ଷରୁ ଏକ ବିଶାଳ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଛି । କେନ୍ଦ୍ରାପଡା…

ଶୌଚ ହେବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ବୃଦ୍ଧ, କଚାଡ଼ି ମାରିଦେଲା

ମୋରଡା,୧୪।୬(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ବ୍ଲକରେ ବର୍ଷ ତମାମ ହାତୀ ଉପଦ୍ରଵ ଲାଗି ରହିଥିବା ବେଳେ ଦିନକୁ ଦିନ ଧନଜୀବନ କ୍ଷୟକ୍ଷତି ବୃଦ୍ଧି ପାଉଥିବାର ଦେଖିବାକୁ…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

କୁଆଁରମୁଣ୍ଡା,୧୪।୬(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅଧୀନ ଦୁମକିଶିହିରିଆ ଗ୍ରାମ ନିକଟସ୍ଥ ଏକ ପୋଖରୀରୁ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର…

‘ମୋତେ ମୋ ପ୍ରେମିକର କର୍ତ୍ତବ୍ୟ ମଧ୍ୟ ପାଳନ କରିବାକୁ ପଡିବ…’ କାହିଁକି ଏମିତି କହିଲେ ଜଷ୍ଟିନ ଟ୍ରୁଡୋ? ଜାଣନ୍ତୁ ଏହା ପଛର ରହସ୍ୟ

ଓଟାଓ୍ବା,୧୪।୬: ପୂର୍ବତନ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ବର୍ତ୍ତମାନ ତାଙ୍କ ପ୍ରେମ ଜୀବନ ଏବଂ ଫିଫା ବିଶ୍ୱକପ 2026 ପାଇଁ ଖବରରେ ଅଛନ୍ତି। ବିଶ୍ୱକପ ଉଦଘାଟନୀ ଦିନରେ…

ମଧ୍ୟପ୍ରାଚ୍ୟରେ ପୁଣି ଉତ୍ତେଜନା, ହେଜବୋଲା ଉପରେ ଆକ୍ରମଣ କଲା ଇସ୍ରାଏଲ

ଜେରୁଜେଲମ,୧୪।୬: ଯେତେବେଳେ ଆମେରିକା ଏବଂ ଇରାନ ଶାନ୍ତି ଆଲୋଚନା ବିଷୟରେ ଦାବି କରୁଛନ୍ତି, ସେତେବେଳେ ମଧ୍ୟପ୍ରାଚ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ଇସ୍ରାଏଲ ହେଜବୋଲା ପଦାଧିକାରୀମାନଙ୍କ ଉପରେ…

ଦିଦିଙ୍କ ହାତରୁ ଗଲା ଟିଏମସି? କାକୋଲି କହିଲେ, ‘ନୂଆ ଦଳ ପାଇଁ ବାଚସ୍ପତିଙ୍କୁ ଅନୁରୋଧ କରିବୁ’

କୋଲକାତା,୧୪।୬: ୧୫ ବର୍ଷ ଧରି ପଶ୍ଚିମବଙ୍ଗରେ ଶାସନ କରିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବେ ତାଙ୍କ ଦଳ ତୃଣମୂଳ କଂଗ୍ରେସକୁ ହରାଉଥିବା ଜଣାପଡ଼ିଛି। ୨୦ ରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri