ଘରୋଇ ଉପଚାରରେ ଦୂର କରନ୍ତୁ ବ୍ଲାକ୍‌ହେଡ୍‌ସ

ବର୍ତ୍ତମାନ ସମୟରେ ପ୍ରଦୂଷଣଜନିତ ତ୍ୱଚା ସମସ୍ୟା ଦେଖାଯାଉଛି। ଏହା ମଧ୍ୟରୁ କଳାଦାଗ ବା ବ୍ଲାକ୍‌ହେଡ୍‌ସ ଅନ୍ୟତମ। ଯେତେବେଳେ ତ୍ୱଚା ତେଲିଆ, ବ୍ୟାକ୍ଟେରିଆ ଏବଂ ଡେଡ୍‌ ସ୍କିନ୍‌ ସମସ୍ୟା ଲାଗି ସେଲ୍‌ ବନ୍ଦ ହୋଇଯାଇ ବ୍ଲାକ୍‌ହେଡ୍‌ସ ହୋଇଥାଏ। ଏହି ସମସ୍ୟା ଅଧିକ ତେଲିଆ ତ୍ୱଚାବିଶିଷ୍ଟ ଲୋକଙ୍କଠାରେ ଦେଖାଦେଇଥାଏ। ଏହା ନାକରେ ନଜର ଆସୁଥିବା ବେଳେ ପୂରା ଚେହେରାକୁ ଖରାପ କରିଥାଏ। ମାତ୍ର ଏହାକୁ ନେଇ ଡରିବା ବା ଚିନ୍ତା କରିବାର କୌଣସି କାରଣ ନାହିଁ। ଘରୋଇ ଉପାୟରେ ଆପଣ ଏହାକୁ ମଧ୍ୟ ଦୂର କରିପାରିବେ। ଜାଣନ୍ତୁ ଏ ସମ୍ପର୍କରେ….

ଟୁଥ୍‌ବ୍ରଶ୍‌ରେ କିଛି ପେଷ୍ଟ ଲଗାଇ ହାଲ୍‌କା ଭାବରେ ନାକରେ ଘଷନ୍ତୁ। ଯେପରି ଆପଣ ଦାନ୍ତ ଘଷିଥାନ୍ତି। ୫ ମିନିଟ୍‌ ପରେ ନଖଉଷୁମ ପାଣିରେ ନାକ ଧୋଇଦିଅନ୍ତୁ। ଦେଖିବେ ଏହି ସମସ୍ୟା ଆପଣଙ୍କର ଆଉ ନ ଥିବ।

ନଚେତ ଅଳ୍ପ ଲେମ୍ବୁରସ ଉକ୍ତ ସ୍ଥାନରେ ଲଗାଇ ମସାଜ୍‌ କରିବା ପରେ କିଛି ଲୁଣ ଉକ୍ତ ସ୍ଥାନରେ ଘଷନ୍ତୁ । ୧୦ ମିନିଟ୍‌ ପରେ ଗରମ ପାଣିରେ ଧୋଇଦିଅନ୍ତୁ।

ଅଳ୍ପ ଚିନିରେ କିଛି ଲେମ୍ବୁରସ ମିଶାଇ ଏହାର ଏକ ମିଶ୍ରଣ ପ୍ରସ୍ତୁତ କରନ୍ତୁ। ତାହାକୁ ନାକରେ ହାଲ୍‌କା ଭାବେ ଘଷନ୍ତୁ। ଶୁଖିଗଲା ପରେ ଏହାକୁ ଏକ ସୂତା କପଡ଼ାରେ ପୋଛିଦିଅନ୍ତୁ।

ଅଳ୍ପ ବେସନରେ କିଛି କ୍ଷୀର ଓ ଲୁଣ ମିଶାଇ ଏକ ପେଷ୍ଟ ପ୍ରସ୍ତୁତ କରି ନାକରେ ଘଷନ୍ତୁ। ୧୫ ମିନିଟ୍‌ ପରେ ଧୋଇଦିଅନ୍ତୁ। ଦେଖିବେ ବ୍ଲାକ୍‌ହେଡ୍‌ସ ସମସ୍ୟା ଆଉ ରହିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବିରେ ଉପଜିଲାପାଳ ଅଫିସ ଘେରାଉ କଲା ବିଜେଡି

ପାଟଣାଗଡ଼,୯ା୯(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ରେ ବିଭିନ୍ନ ଦାବି ନେଇ ବୁଧବାର ସ୍ଥାନୀୟ ବିଜେଡି ପକ୍ଷରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଘେରାଉ କରାଯାଇଛି। ଏହି ଅବସରରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ…

ପ୍ରଥମଥର ପାଇଁ ବୈଭବଙ୍କ ସହ ଘଟିଲା ଏମିତି…୨୫୧ ଦିନ ଧରି ଯାହା ହୋଇନଥିଲା, ଏବେ ହେଲା!

ଚେନ୍ନାଇ,୯।୯: ଦୁଲୀପ ଟ୍ରଫି ଫାଇନାଲରେ ସାଉଥ ଜୋନର ପ୍ରଥମ ଇନିଂସ୍‌କୁ ୩୩୬ ରନରେ ସୀମିତ କରିବା ପରେ ଇଷ୍ଟ ଜୋନ ଦ୍ୱିତୀୟ ଇନିଂସ ଖେଳିବାକୁ ମଇଦାନକୁ ଓହ୍ଲାଇଛି।…

‘ଦୃଶ୍ୟମ ୩’ର ଧମାକାଦାର ଟ୍ରେଲର ରିଲିଜ୍‌: ସାଉଁଟୁଛି ପ୍ରଶଂସା

ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ବହୁ ପ୍ରତୀକ୍ଷିତ କ୍ରାଇମ ଥ୍ରିଲର୍‌ ‘ଦୃଶ୍ୟମ ଦ କନକ୍ଲୁଜନ’ ଅର୍ଥାତ୍‌ ‘ଦୃଶ୍ୟମ ୩’ର ଟ୍ରେଲର୍‌ ରିଲିଜ ହୋଇଛି। ୨୦୧୫ରେ ଆରମ୍ଭ ହୋଇଥିବା…

ଗଣେଶ ପୂଜା ପରେ ଏହି ୪ ରାଶିଙ୍କର ଚାଲିବ ଗୋଲ୍ଡେନ ଟାଇମ, ଲକ୍ଷ୍ମୀ-ନାରାୟଣ ରାଜଯୋଗରେ ବଢିବ ଧନ! ବିଦେଶ ଯାତ୍ରାର…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସେପ୍ଟେମ୍ବର ୨୬ରେ ବୁଧ ଗ୍ରହ କନ୍ୟା ରାଶିରୁ ବାହାରି ତୁଳା ରାଶିରେ ପ୍ରବେଶ କରିବେ। ତୁଳା ରାଶିରେ ବୁଧଙ୍କ ସହ ଶୁକ୍ରଙ୍କ ଯୁତି…

ଦ୍ୱିତୀୟ ସେମିଷ୍ଟାର ପରୀକ୍ଷା ଫଳକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ: ମୂଲ୍ୟାଙ୍କନ ଉପରେ ପ୍ରଶ୍ନବାଚୀ

ଭଞ୍ଜନଗର,୯।୯(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର ସନ୍ଧ୍ୟାରେ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ ଅନେକ ଛାତ୍ରୀଛାତ୍ରଙ୍କ ପେପର ବ୍ୟାକ…

୭୦୦ ରନ୍‌ କରିଲେ ବି ହାରିଯିବ ତିଳକ ବର୍ମାଙ୍କ ଦଳ! ବୈଭବଙ୍କ ଦଳ ହେବ ଚାମ୍ପିଅନ, ଜାଣନ୍ତୁ ରୋଚକ ନିୟମ

ଚେନ୍ନାଇ,୯।୯: ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ଖେଳାଯାଉଛି। ସେପ୍ଟେମ୍ବର ୬ରୁ ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଆରମ୍ଭ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଟେନସନ୍‌ରେ ପଡ଼ିଲେ ଗୌତମ ଗମ୍ଭୀର! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ପୂର୍ବରୁ ଭାରତୀୟ ଦଳ ସାମ୍ନାରେ ଏକ ବଡ଼ ପ୍ରଶ୍ନ ଠିଆ ହୋଇଛି। ଅଭିଷେକ ଶର୍ମାଙ୍କ ସହ ଇନିଂସ ଓପନ କରିବେ…

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ବ୍ୟକ୍ତିଙ୍କ ମୃତ୍ୟୁ

ପାଟଣା, ୯।୯ (ବୀର କିଶୋର ଦାଶ): ପାଟଣା ଥାନା ଅନ୍ତର୍ଗତ ମୂଷାଖୋରୀ ପଞ୍ଚାୟତର ମୂଷାନାଳି ଗ୍ରାମରେ ବିଦ୍ୟୁତ୍ ଆଘାତ ଲାଗି ବୁଧବାର ସକାଳେ ଦୟାନିଧି ମହାନ୍ତ (୪୮)ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri