ଘରୋଇ ଉପାୟରେ ଦୂର ହୁଏ ଆଣ୍ଠୁ, କହୁଣୀରେ ପଡୁଥିବା କଳାଦାଗ

ବେଳେବେଳେ ଆଣ୍ଠୁ ବା କହୁଣୀ କଳା ପଡ଼ିଯାଉଥିବା ଦେଖାଯାଇଥାଏ। ଶରୀରରେ ଭିଟାମିନ୍‌ ‘ଏ’, ‘ବି’ ଏବଂ ‘ସି’ର ଅଭାବ ଦେଖାଦେଲେ ଏପରି ହୋଇଥାଏ। ଘରୋଇ ଉପାୟରେ କହୁଣୀ ଓ ଆଣ୍ଠୁର ଯତ୍ନ ନେଲେ ଏହି ସମସ୍ୟା ଦୂର ହୋଇପାରିବ। ଜାଣନ୍ତୁ ଏ ସମ୍ପର୍କରେ…

– ଦହି ଏବଂ ଲେମ୍ବୁରସର ଏକ ମିଶ୍ରଣ ପ୍ରସ୍ତୁତ କରି କଳା ପଡ଼ିଥିବା ସ୍ଥାନରେ ଲଗାନ୍ତୁ। ସପ୍ତାହରେ ଏପରି ୩/୪ ଥର କରନ୍ତୁ।

– ଚନ୍ଦନ ଏବଂ କ୍ଷୀରରେ ଏକ ପେଷ୍ଟ ତିଆରି କରି ଆଣ୍ଠୁ ଏବଂ କହୁଣୀରେ ଲଗାନ୍ତୁ। ଏପରି ଲଗାତର କିଛିଦିନ କରନ୍ତୁ। କଳାଦାଗ ଦୂରେଇ ଯିବ।

– ସପ୍ତାହରେ ଥରେ କିମ୍ବା ଦୁଇଥର ସ୍କ୍ରବ୍‌ କରନ୍ତୁ।

– ଲେମ୍ବୁ, ଦହି, ସୋରିଷ ତେଲ ଏବଂ ବେସନରେ ଏକ ମିଶ୍ରଣ ପ୍ରସ୍ତୁତ କରନ୍ତୁ। ରାତିରେ ଶୋଇବା ପୂର୍ବରୁ ଏହାକୁ କହୁଣୀ ଏବଂ ଆଣ୍ଠୁରେ ଲଗାନ୍ତୁ।

– ପ୍ରଚୁର ସବୁଜ ପନିପରିବା ଖାଆନ୍ତୁ। ଖଟା ଫଳ, ପାଚିଲା ଅମୃତଭଣ୍ଡା, ଦୁଗ୍ଧଜାତ ଦ୍ରବ୍ୟ ପ୍ରତିଦିନ ଖାଦ୍ୟରେ ସାମିଲ କରନ୍ତୁ। ଏହାଦ୍ୱାରା ଭିଟାମିନ୍‌ ଏ ଏବଂ ସି ମିଳିବ।

– ଗାଧୋଇବା ପୂର୍ବରୁ ଲେମ୍ବୁ ଚୋପାରେ କିଛି ବୁନ୍ଦା ମହୁ ପକାଇ କଳା ପଡ଼ିଥିବା ସ୍ଥାନରେ ଭଲ ଭାବେ ମାଲିସ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଯାଉଥିବାବେଳେ ବସ୍‌ରେ ଟଳିପଡିଲେ ଯାତ୍ରୀ

ସମ୍ବଲପୁର/ବରଗଡ଼,୧୮ା୪(ପ୍ରମୋଦ ବହିଦାର/ପ୍ରେମାନନ୍ଦ ଖମାରୀ): ସମ୍ବଲପୁର ଅଇଁଠାପାଲି ବସଷ୍ଟାଣ୍ଡରେ ଗୁରୁବାର ସନ୍ଧ୍ୟାରେ ବସ୍‌ ଭିତରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତ ଯାତ୍ରୀ ଜଣକ ହେଲେ ବରଗଡ଼ ଜିଲା…

ବିଦ୍ୟାଳୟ ଅଭିମୁଖେ ଯାଉଥିବାବେଳେ ବଡ଼ ଅଘଟଣ: ସ୍କୁଲ ଗାଡ଼ି ଓଲଟି ୧୦ ଛାତ୍ରୀଛାତ୍ର…

ଦିଗପହଣ୍ଡି/ଚିକିଟି,୧୮।୪(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ଗଡ଼ ଧାନଘର ଛକ ବିଦ୍ୟୁତ କାର୍ଯ୍ୟାଳୟ ନିକଟ ମୁଖ୍ୟରାସ୍ତାକଡରେ ଥିବା ଏକ ବିଦ୍ୟୁତ ଖୁଣ୍ଟକୁ ଧକ୍କା…

୭ ମାସ ହେଲା ତୁର୍କେଲ ପୋଲରେ ଯାତାୟାତ ବନ୍ଦ: କଂଗ୍ରେସ ପରେ ବିଜେଡିର ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୧୮ା୪(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଅନ୍ତର୍ଗତ ତୁର୍କେଲ ତେଲନଦୀ ଉପରେ ପୋଲ ନିର୍ମାଣ ଦାବି ତେଜିବାରେ ଲାଗିଛି। କଂଗ୍ରେସ ପରେ ଏବେ ବିଜେଡି…

ଏହି କ୍ଷେତ୍ରରେ ନୂଆପଡ଼ା ଜିଲା ରାଜ୍ୟରେ ପ୍ରଥମ: ଚାରିଆଡ଼ୁ ପ୍ରଶଂସା

ନୂଆପଡ଼ା,୧୮ା୪ (ମକାରୁ ବେମାଲ):ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ ଜିଲା ନଗର ଉନ୍ନୟନ ସଂସ୍ଥା (ଡୁଡା)ର ସମୀକ୍ଷା ବୈଠକ ଶୁକ୍ରବାର ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି।…

Business Eminence Awards 2026: ନିୟମ ପାଳନ କ୍ଷେତ୍ରରେ ଅନେକ ଚ୍ୟାଲେଞ୍ଜ ରହିଛି

କଳିଙ୍ଗ ବାୟୋମେଡିକାଲର ପ୍ରତିଷ୍ଠାତା ଇଂ. ମନୋଜ କୁମାର ନାୟକ ଭଦ୍ରକ ଜିଲାରେ ଜନ୍ମଗ୍ରହଣ କରିଥିଲେ ଏବଂ ରାଉରକେଲାରେ ସ୍କୁଲ ପଢ଼ା ସାରିଥିଲେ। ପରେ ବ୍ରହ୍ମପୁରର ୟୁସିପିଇଏସ୍‌ରେ ଯୋଗଦେଇ…

ଭୋଗୁଥିବା ସ୍ବପ୍ନ

ମଣିଷ ସ୍ବପ୍ନ ତ ଦେଖେ କିନ୍ତୁ ସବୁ ସ୍ବପ୍ନ ସତ ହୁଏନା। ଅନେକ ସ୍ବପ୍ନ ଅଧୁରା ରହେ। ଆଉ କିଛି ସ୍ବପ୍ନ ପୂରଣ ହୁଏ ସତ। ସ୍ବପ୍ନ…

ମନମୁଖି ଛଟେଇ

କିଛିଦିନ ତଳେ ସକାଳେ ଓରାକଲ କମ୍ପାନୀ କୌଣସି ପୂର୍ବ ଆଲୋଚନା ନ କରି ବା ସୂଚନା ବା ଚେତାବନୀ ନ ଦେଇ ସ୍ବୟଂଚାଳିତ ଇ-ମେଲ୍‌ରେ ଏକା ଥରକେ…

ନିର୍ଦ୍ଦେଶରେ ଦ୍ୱନ୍ଦ୍ୱ

ଯଦି ଆପଣ ଭାବୁଛନ୍ତି ଯେ ଦିଲ୍ଲୀରେ ଦୁଇ ପକ୍ଷଙ୍କ ମଧ୍ୟରେ ବିବାଦ ଦ୍ୱନ୍ଦ୍ୱାତ୍ମକ ଥିଲା ତାହା ନୁହେଁ, ଏବେ ତାମିଲନାଡୁରେ ସମାନ ପ୍ରକାର କାହାଣୀ ଦେଖିବାକୁ ମିଳିିଛି;…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri