ଯୋଡ଼ା,୨୧।୩(ଡି.ଏନ.ଏ.)- କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ ସିଲିଯୋଡା ବେଲ ହଟିଂଠାରେ ଗୁରୁବାର ରାତିରେ ଘରୋଇ କଳହ ଓ ମାରପିଟ୍କୁ ନେଇ ଏକ ହତ୍ୟାକାଣ୍ଡ ଘଟିଛି। ଖବର ପାଇ ପୋଲିସ ଶୁକ୍ରବାର ଗାଁରେ ପହଞ୍ଚି ଦୟାଲ ମୁଣ୍ଡା(୪୦)ଙ୍କ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ଲାଗି ପଠାଇ ତଦନ୍ତ କରୁଛି। ବଡବିଲ ଏସଡିପିଓ ସତ୍ୟ ବିକାଶ ଭୂୟଁା ଓ ବାମେବାରୀ ଥାନା ଓଆଇସି ଅମିତାଭ ଦାସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛନ୍ତି। ଏ ନେଇ ଥାନାରେ ଏକ ହତ୍ୟା ମାମଲା(ନଂ ୪୦/୨୦୨୦)ରୁଜୁ କରାଯାଇଛି।
ପୋଲିସ ସୂଚନା ଅନୁଯାୟୀ, ଗୁରୁବାର ରାତିରେ ଦୟାଲ ପାଟିତୁଣ୍ଡ କରି ତାଙ୍କ ସ୍ତ୍ରୀଙ୍କୁ ପ୍ରବଳ ମାଡ଼ ମାରିଥିଲେ ା ସେତେବେଳେ ଘରେ ଥିବା ଏକ କ୍ରିକେଟ ବ୍ୟାଟ୍ ଆଣି ଦୟାଲଙ୍କ ମୁଣ୍ଡକୁ ପିଟି ଦିଆଯିବାରୁ ରକ୍ତସ୍ରାବ ଘଟି ତାଙ୍କର ମୃତ୍ୟୁ ହୋଇଥିଲା। ଏ ସମ୍ପର୍କରେ ସ୍ଥାନୀୟ ଲୋଙ୍କଠାରୁ ଖବର ପାଇ ପୋଲିସ ପହଞ୍ଚି କ୍ରିକେଟ ବ୍ୟାଟ୍ ଜବତ କରିବା ସହ ଅଭିଯୁକ୍ତ ଜଣେ ମହିଳାଙ୍କୁ ଥାନାରେ ଅଟକ ରଖି ଅଧିକ ତଦନ୍ତ ଜାରି ରଖିଥିବା କହିଛି।
ଲଗାଣ ବର୍ଷାରେ କ୍ଷୟକ୍ଷତି ଅଞ୍ଚଳ ପରିଦର୍ଶନ କଲେ କେନ୍ଦୁଝର MP, ପୀଡ଼ିତଙ୍କୁ ଶୀଘ୍ର…
ବଞ୍ଚୋ, ୧।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ହୋଇଥିବା କ୍ଷୟକ୍ଷତିର ସ୍ଥିତି ଅନୁଧ୍ୟାନ କରିବା ପାଇଁ କେନ୍ଦୁଝର MP ଅନନ୍ତ ନାୟକ…
ହାତୀପଲଙ୍କୁ ଚିଡ଼ାଉଥିବା ବେଳେ ବାରଣ କରବାରୁ ବନ କର୍ମଚାରୀଙ୍କୁ ଆକ୍ରମଣ: ୫ ଜଣଙ୍କ ନାମରେ ମାମଲା, ୨ ଗିରଫ
କେନ୍ଦୁଝର/ପାଟଣା, ୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସଦର ରେଞ୍ଜ ସୀମାନ୍ତ ପଦ୍ମପୁର ସଂରକ୍ଷିତ ଜଙ୍ଗଲର ଜାମୁନାଳିଆ ଗାଁ ନିକଟରେ ଏକ…
ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର
ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…
ଆନନ୍ଦପୁର ରିଙ୍ଗ୍ ବନ୍ଧ ଘାଇ ହୋଇ ବନ୍ୟା ବିପର୍ଯ୍ୟୟ: ସରକାର-ଜଳସମ୍ପଦ ବିଭାଗ ଉପରେ ବର୍ଷିଲେ ଜୟଦେବ ଜେନା
ଆନନ୍ଦପୁର, ୧।୮(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍ ବନ୍ଧରେ ଘାଇ ସୃଷ୍ଟି ହୋଇ ବନ୍ୟା ବିପର୍ଯ୍ୟୟ ଘଟିବା ପରେ ଶନିବାର ଆନନ୍ଦପୁରରେ କଂଗ୍ରେସ ପକ୍ଷରୁ ଏକ…
୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…
କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…
ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼
ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…
ପାଟଣା ବ୍ଲକ୍ ସ୍ତରୀୟ ସ୍ୱାଧୀନତା ଦିବସରେ ସମ୍ବର୍ଦ୍ଧିତ ହେବେ କୃତୀ ପ୍ରତିଭା
ପାଟଣା, ୧।୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସଭାଗୃହରେ ଆସନ୍ତା ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଶନିବାର ଅନୁଷ୍ଠିତ…
ବୈତରଣୀରେ ବ୍ୟାରେଜ ନିର୍ମାଣ ନେଇ ନୂଆପଡ଼ାରେ ସ୍ଥିତି ଅନୁଧ୍ୟାନ କଲେ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ
ପାଟଣା,୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡ଼ା ପଞ୍ଚାୟତର ନୂଆପଡ଼ାଠାରେ ବୈତରଣୀ ନଦୀ ଉପରେ ବ୍ୟାରେଜ ନିର୍ମାଣ ଦାବିକୁ ନେଇ ସରକାରୀ ପଦକ୍ଷେପ ଆଗକୁ ବଢ଼ିଛି।…
Archives

