ଘରୋଇ ଡିଜିଟାଲ କରେନ୍ସିକୁ ଆର୍‌ବିଆଇର ନା

ମୁମ୍ବାଇ,୬-୧୨: ରିଜର୍ଭ ବ୍ୟାଙ୍କ ବତ୍ତର୍ମାନ ଡିଜିଟାଲ କରେନ୍ସି ଆଣିବା ନେଇ ସ୍ପଷ୍ଟ ଭାବେ କହି ହେବ ନାହିଁ ବୋଲି ଗଭର୍ନର ଶକ୍ତିକାନ୍ତ ଦାସ କହିଛନ୍ତି। ଏ ନେଇ କହିବା ବର୍ତ୍ତମାନ ସମୟ ଆସିନାହିଁ। ବର୍ତ୍ତମାନ ଟେକ୍ନୋଲୋଜି କ୍ଷେତ୍ରରେ କିଛିଟା ଅସୁବିଧା ରହିଛି। ମାତ୍ର ଏହି ପ୍ରସଙ୍ଗ ଉପରେ ବିଚାର କରାଯାଉଛି। ପ୍ରାଇଭେଟ ଡିଜିଟାଲ କରେନ୍ସି ବିପକ୍ଷରେ ରିଜର୍ଭ ବ୍ୟାଙ୍କ ରହିଥିବା ଗଭର୍ନର ଦାସ ସ୍ପଷ୍ଟ କରିଛନ୍ତି। ଏହା ଦ୍ୱାରା ରିଜର୍ଭ ବ୍ୟାଙ୍କର ସାର୍ବଭୌମ କ୍ଷମତାକୁ ପ୍ରଶ୍ନବାଚୀ ସୃଷ୍ଟି ହେଉଥିବା ସେ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୟଆଲୁକ୍କାସ ପକ୍ଷରୁ ଜୟୱାଲି ଦିୱାଲି ଉତ୍ସବ

ଭୁବନେଶ୍ୱର, ୧୩ା୧୦: ପାର୍ବଣକୁ ଦୃଷ୍ଟିରେ ରଖି ଜୟଆଲୁକ୍କାସ ପକ୍ଷରୁ ‘ଜୟୱାଲି ଦିୱାଲି’ ଉତ୍ସବ ଆରମ୍ଭ ହୋଇଛି। ଏହି ଅବସରରେ ଅଳଙ୍କାର ମେକିଙ୍ଗ ଚାର୍ଜ ଉପରେ ୫୦% ରିହାତି…

ଏଆଇ ଦ୍ୱାରା ପ୍ରଭାବିତ ହେବ ୪୦% ନିଯୁକ୍ତିକ୍ଷେତ୍ର

ବ୍ୟାଙ୍କକ୍‌,୧୩ା୧୦(ରଏଟର୍ସ): ସାମ୍ପ୍ରତିକ ସ୍ଥିତିରେ ଏଆଇ (କୃତ୍ରିମ ବୁଦ୍ଧିମତ୍ତା)କୁ ନେଇ ବୈଶ୍ୱିକ ସ୍ତରରେ ଏକପ୍ରକାର ପ୍ରତିଦ୍ୱନ୍ଦ୍ୱିତା ଚାଲିଛି ା ବାଣିଜ୍ୟ, ବ୍ୟବସାୟଠାରୁ ଆରମ୍ଭ କରି ଭିତ୍ତିଭୂମି ପର୍ଯ୍ୟନ୍ତ ସବୁକ୍ଷେତ୍ରରେ…

୨୨ ମାସର ସର୍ବୋଚ୍ଚ ସ୍ତରରେ ମୁଦ୍ରାସ୍ଫୀତି, ପିଆଜ ଦରରେ ୧୦୮%

ନୂଆଦିଲ୍ଲୀ,୧୩।୧୦: ଦେଶରେ ପନିପରିବାଠାରୁ ଆରମ୍ଭ କରି ଖାଦ୍ୟ ସାମଗ୍ରୀ ଏବଂ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଦର ବେଳକୁ ବେଳ ମହଙ୍ଗା ହେଉଥିବାରୁ ମୁଦ୍ରାସ୍ପୀତି ରୋକର୍ଡ ସ୍ତରରେ ପହଞ୍ଚିଲାଣି…

ମାତ୍ର ୩୫ ପଇସାରେ ୧୦ ଲକ୍ଷର ବୀମା କଭର୍‌! କାହାକୁ ମିଳିବ ଏହି ଲାଭ, ଜାଣନ୍ତୁ ରେଳବାଇର ନିୟମ

ନୂଆଦିଲ୍ଲୀ, ୧୨।୧୦: ଯଦି ଆପଣ ନିୟମିତ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଅନଲାଇନରେ ଟିକେଟ ବୁକ କରୁଛନ୍ତି, ତେବେ ଟିକେଟ ବୁକିଂ ସମୟରେ ମିଳୁଥିବା ରେଳ ଯାତ୍ରା…

ଆଇପିଓ ପୂର୍ବରୁ ଜିଓକୁ ଟାର୍ଗେଟ କଲେ ଏଲନ ମସ୍କ

ବେଙ୍ଗାଲୁରୁ, ୧୨ା୧୦(ରଏଟର୍ସ): ଚଳିତ ମାସ ୨୦ କିମ୍ବା ୨୧ରେ ରିଲାଏନ୍ସ ଜିଓ ଦେଶର ସବୁଠାରୁ ବଡ଼ ଆଇପିଓ(ଇନିସିଆଲ ପବ୍ଲିକ୍‌ ଅଫରିଂ) ଇସ୍ୟୁ କରିବାକୁ ଯାଉଛି। ଏହି ଆଇପିଓ…

8th Pay Commissionକୁ ନେଇ କେନ୍ଦ୍ର ସରକାରୀ କମଚାରୀଙ୍କ ପାଇଁ ଆସିଲା ବଡ଼ ଅପଡେଟ,ଜାଣନ୍ତୁ କେବେ ମିଳିବ ବର୍ଦ୍ଧିତ ଦରମା

ନୂଆଦିଲ୍ଲୀ,୧୦।୧୦: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀମାନେ ଅଷ୍ଟମ ବେତନ ଆୟୋଗ (8th Pay Commission)କୁ ଅପେକ୍ଷା କରି ରହିଛନ୍ତି। ଏହା କାର୍ଯ୍ୟକାରୀ ହେଲେ କର୍ମଚାରୀଙ୍କ ମୂଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?