ଘରୋଇ ଯାତ୍ରୀବାହୀ ବସ୍‌କୁ ୩୦ହଜାର ଟଙ୍କା ଜରିମାନା

ବଲାଙ୍ଗୀର ଅଫିସ, ୧୨ା୩: ପରମିଟ୍‌ ନ ଥିବା ଘରୋଇ ଯାତ୍ରୀବାହୀ ବସ୍‌ ରାସ୍ତାରେ ଯାତାୟାତ କରୁଥିଲା। ସେହି ଗାଡିକୁ ଚଳାଉଥିବା ଡ୍ରାଇଭର କି ଯାତ୍ରୀଙ୍କଠାରୁ ଟିକେଟ କାଟୁଥିବା କଣ୍ଡକ୍ଟରଙ୍କ ଲାଇସେନ୍ସ ନ ଥିଲା। ବଲାଙ୍ଗୀର ଆଞ୍ଚଳିକ ପରିବହନ ଅଧିକାରୀଙ୍କ ନେତୃତ୍ୱରେ ସ୍ଥାନୀୟ ଆରଟିଓ ଅଫିସ ଛକ ନିକଟରେ ବୁଧବାର ଗାଡି ଯାଞ୍ଚ ପ୍ରକ୍ରିୟା ଚାଲିଥିବାବେଳେ ଶତାବ୍ଦୀ ନାମକ ଏହି ଘରୋଇ ଯାତ୍ରୀବାହୀ ବସ୍‌କୁ ଯାଞ୍ଚ କରାଯାଇଥିଲା। ଉକ୍ତ ଯାତ୍ରୀବାହୀ ବସ୍‌ର ପରମିଟ୍‌ ନ ଥିବା ଓ ଡ୍ରାଇଭର, କଣ୍ଡକ୍ଟରଙ୍କ ଲାଇସେନ୍ସ ନ ଥିବା ଜଣାପଡ଼ିଥିଲା। ଏହାପରେ ଏହି ଗାଡି ଉପରେ ୩୦ ହଜାର ୫ ଶହ ଟଙ୍କା ଫାଇନ୍‌ ପକାଯାଇଥିଲା। ପରେ ଉକ୍ତ ବସ୍‌କୁ ଟାଉନ୍‌ ଥାନା ପୋଲିସକୁ ହସ୍ତାନ୍ତର କରାଯାଇଥିବା ଆରଟିଓ ପ୍ରଣୟ କୁମାର ମିଶ୍ର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପା, ପୁଅଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ

ବାରିପଦା,୨୨।୭: ବାପା ପୁଅଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ପଡ଼ୋଶୀ। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା କପ୍ତିପଦା ନୁଦୁଡିହା ଗାଁରେ। ବିଲରେ କାମ କରୁଥିବା...

ବର୍ଷାରେ ଧସିଲା ନଦୀ ପୋଲ

ମାଲକାନଗିରି,୨୧ା୭(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଗତ ୩ ଦିନ ଧରି ଲଘୁଚାପ ଲଗାଣ ବର୍ଷା ଯୋଗୁ ଏମ୍‌ଭି ୯୦, ଏମ୍‌ଭି ୯୬, କାଙ୍ଗୁରୁକୋଣ୍ଡା, କନ୍ୟାଶ୍ରମ, ପାଙ୍ଗାମ...

ଶାଶୁ, ସ୍ତ୍ରୀଙ୍କୁ ଶାବଳ ଭୁସି ମାରିଦେଲେ: ଦେଢ଼  ବର୍ଷର ପୁଅକୁ ଧରି ଥାନାରେ ପହଞ୍ଚିଲେ 

ଭୁବନେଶ୍ୱର,୨୨।୭: ଶାଶୁ ଓ ସ୍ତ୍ରୀଙ୍କୁ ହତ୍ୟା ପରେ ଦେଢ଼ ବର୍ଷର ପୁଅକୁ ଧରି ଥାନାରେ ଆତ୍ମସମର୍ପଣ କରିଛନ୍ତି ଜ୍ୱାଇଁ। ସୋମବାର ଏପରି ବୀଭତ୍ସ ହତ୍ୟାକାଣ୍ଡ ଘଟିଛି...

ଘରଡିହ ନ ମିଳିଲେ ସରକାରୀ ଜାଗା ଦଖଲ କରିବୁ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ସ୍ଥିତ ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ଗୁମ୍ମା ବ୍ଲକର ଶତାଧିକ ଲୋକ ପହଞ୍ଚି ଘର ଡିହ ପ୍ରଦାନରେ ବିଳମ୍ବ ଓ ବିଫଳତା ପ୍ରତିବାଦରେ...

ଆଇରନ୍‌ ବଟିକା ଖାଇ ୩୦ ଛାତ୍ରୀଛାତ୍ର ଅସୁସ୍ଥ

ପାରାଦୀପ,୨୨।୭: ଜଗତ୍‌ସିଂହପୁର ଜିଲା ଅଠରବାଙ୍କି ତଳଗଡ଼ ଯୁପି ସ୍କୁଲରେ ସୋମବାର ଏକ ଅଘଟଣ ଘଟିଛି। ସ୍କୁଲରେ ଦିଆଯାଇଥିବା ଆଇରନ୍‌ ବଟିକା ଖାଇ ୩୦ରୁ ଊଦ୍ଧର୍‌ବ ଛାତ୍ରୀଛାତ୍ର...

ବିଧାନସଭାରେ ନବୀନ କହିବା ବେଳେ ବନ୍ଦ କରିଦେଲେ ମାଇକ! ବିଜେଡି କହିଲା…

ଭୁବନେଶ୍ୱର,୨୨।୭: ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ସୋମବାର ଆରମ୍ଭ ହୋଇଛି। ୨୪ ବର୍ଷ ଧରି ଶାସନ କାଳରେ ବିଜେଡି ଆଜି ପ୍ରଥମ ଥର ପାଇଁ ବିରୋଧୀ...

ବିଧାୟକ ସାରଦା ନାୟକଙ୍କୁ ହାଇକୋର୍ଟଙ୍କ ନୋଟିସ୍‌

ସୁନ୍ଦରଗଡ଼,୨୨ା୭: ରାଉରକେଲା ବିଧାୟକ ସାରଦା ନାୟକଙ୍କୁ ହାଇକୋର୍ଟଙ୍କ ନୋଟିସ୍‌ ହୋଇଛି। ବିଧାନସଭା ନିର୍ବାଚନ ଅନିୟମିତତା ଅଭିଯୋଗ ମାମଲାରେ ସୋମବାର ହାଇକୋର୍ଟ ସାରଦାଙ୍କୁ ଏହି ନୋଟିସ୍‌ କରିଛନ୍ତି...

ବର୍ଷିଲେ ପ୍ରମିଳା, କହିଲେ ରାଜନୀତି ଛାଡି ଜ୍ୟୋତିଷ ହୋଇଗଲେଣି କି ଜୟନାରାୟଣ…

ଭୁବନେଶ୍ୱର,୨୨।୭: ଭାଜପା ନେତା ଜୟନାରାୟଣ ମିଶ୍ର ବିଜେଡ଼ିକୁ ନେଇ ଭବିଷ୍ୟବାଣୀ କରି କହିଛନ୍ତି, ବିଜେଡିର ଆୟୁଷ ବହୁତ କମ୍‌। ବିଜେଡ଼ି ସରକାରକୁ ଫେରିବ ବୋଲି କହୁଛି,...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri