Posted inଜାତୀୟ

ଘର ଆଗରେ ମଳତ୍ୟାଗ କରିବା ହେଲା କାଳ: ଦୁଇ ପଡୋଶୀଙ୍କ କଳିରେ ଦେଢ ବର୍ଷ ଶିଶୁର ପ୍ରାଣ ଗଲା

ଭୋପାଳ,୪।୧୦:ମଧ୍ୟ ପ୍ରଦେଶରେ ଏକ ଅଭାବନୀୟ ଘଟଣା ଘଟିଛି। ୭ବର୍ଷର ଶିଶୁ ଘର ଆଗରେ ମଳତ୍ୟାଗ କରିବାରୁ ଦୁଇ ପଡୋଶୀ ମଧ୍ୟରେ ଝଗଡା ଲାଗି ଦେଢ ବର୍ଷର ଶିଶୁଙ୍କ ପ୍ରାଣ ଯାଇଛି। ସୂଚନାଯୋଗ୍ୟ, ସାଗର ଜିଲାର ଭାନଗଢ ଗ୍ରାମରେ ଉମେଶ ସିଂଙ୍କ ୭ ବର୍ଷର ପୁଅ ଘର ଆଗରେ ମଳତ୍ୟାଗ କରୁଥିବା ଦେଖି ପଡୋଶୀ ମୋହର ସିଂ ଆଗକୁ ଏପରି ନ କରିବା ପାଇଁ ଉମେଶ କହିଥିଲେ। ଏତତ୍ରେ ଉମେଶ ଏବଂ ତାଙ୍କ ପିତା ରାମ ସିଂ ଉତ୍ତେଜିତ ହୋଇଯାଇଥିଲେ। ଉଭୟ ଠେଙ୍ଗା ଧରି ମୋହରଙ୍କୁ ଆକ୍ରମଣ କରିଥିଲେ। ସେଠାରେ ଉପସ୍ଥିତ ଥିବା ତାଙ୍କ ୧୮ ମାସ ପୁଅ ମୁଣ୍ଡରେ ଠେଙ୍ଗା ବାଜିବାକୁ ତା’ର ମୃତ୍ୟୁ ହୋଇଥିଲା। ଘଟଣାରେ ପୋଲିସ ଉମେଶ ଏବଂ ରାମଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ହଙ୍ଗେରୀ ନିର୍ବାଚନ ଫଳାଫଳ, କିଏ ହେବେ ନୂଆ ପ୍ରଧାନମନ୍ତ୍ରୀ ଜାଣନ୍ତୁ…

ବୁଦାପେଷ୍ଟ,୧୩ା୪: ୧୬ ବର୍ଷ ଧରି କ୍ଷମତାରେ ରହିଥିବା ହଙ୍ଗେରୀ ପ୍ରଧାନମନ୍ତ୍ରୀ ଭିକ୍ଟର ଓର୍ବାନ୍‌ ରବିବାର ଅନୁଷ୍ଠିତ ନିର୍ବାଚନରେ ପରାଜିତ ହୋଇଛନ୍ତି। ହଙ୍ଗେରୀୟ ଭୋଟର ତାଙ୍କ ଏକଚ୍ଛତ୍ରବାଦ ନୀତି…

ଏ ବର୍ଷ କମ୍‌ ବର୍ଷା: ଆଇଏମ୍‌ଡିର ପୂର୍ବାନୁମାନ ପରେ ଚାଷୀଙ୍କ ମୁଣ୍ଡରେ ପଡିଲା ଚଡ଼କ

ନୂଆଦିଲ୍ଲୀ,୧୩ା୪ : ଭାରତରେ ୩ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଚଳିତ ବର୍ଷ ସ୍ବାଭାବିକଠାରୁ କମ୍‌ ବୃଷ୍ଟିପାତ ହୋଇପାରେ ବୋଲି ସୋମବାର ସରକାରଙ୍କ ପକ୍ଷରୁ କୁହାଯାଇଛି।…

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ମାଟି ତଳେ ଲୁଚାଇ ରଖିଥିଲେ ୨କୋଟି ଟଙ୍କାର ଗଞ୍ଜେଇ, ଧରିଲା ପୋଲିସ

ମୋହନା,୧୩।୪(ମନ୍ମଥ ମିଶ୍ର): ଜଙ୍ଗଲରେ ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ରା.ଉଦୟଗିରି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ସୋମବାର ରା. ଉଦୟଗିରି ଏସ୍‌ଡ଼ିପିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri