Posted inଜାତୀୟ

ଘର ଆଗରେ ମଳତ୍ୟାଗ କରିବା ହେଲା କାଳ: ଦୁଇ ପଡୋଶୀଙ୍କ କଳିରେ ଦେଢ ବର୍ଷ ଶିଶୁର ପ୍ରାଣ ଗଲା

ଭୋପାଳ,୪।୧୦:ମଧ୍ୟ ପ୍ରଦେଶରେ ଏକ ଅଭାବନୀୟ ଘଟଣା ଘଟିଛି। ୭ବର୍ଷର ଶିଶୁ ଘର ଆଗରେ ମଳତ୍ୟାଗ କରିବାରୁ ଦୁଇ ପଡୋଶୀ ମଧ୍ୟରେ ଝଗଡା ଲାଗି ଦେଢ ବର୍ଷର ଶିଶୁଙ୍କ ପ୍ରାଣ ଯାଇଛି। ସୂଚନାଯୋଗ୍ୟ, ସାଗର ଜିଲାର ଭାନଗଢ ଗ୍ରାମରେ ଉମେଶ ସିଂଙ୍କ ୭ ବର୍ଷର ପୁଅ ଘର ଆଗରେ ମଳତ୍ୟାଗ କରୁଥିବା ଦେଖି ପଡୋଶୀ ମୋହର ସିଂ ଆଗକୁ ଏପରି ନ କରିବା ପାଇଁ ଉମେଶ କହିଥିଲେ। ଏତତ୍ରେ ଉମେଶ ଏବଂ ତାଙ୍କ ପିତା ରାମ ସିଂ ଉତ୍ତେଜିତ ହୋଇଯାଇଥିଲେ। ଉଭୟ ଠେଙ୍ଗା ଧରି ମୋହରଙ୍କୁ ଆକ୍ରମଣ କରିଥିଲେ। ସେଠାରେ ଉପସ୍ଥିତ ଥିବା ତାଙ୍କ ୧୮ ମାସ ପୁଅ ମୁଣ୍ଡରେ ଠେଙ୍ଗା ବାଜିବାକୁ ତା’ର ମୃତ୍ୟୁ ହୋଇଥିଲା। ଘଟଣାରେ ପୋଲିସ ଉମେଶ ଏବଂ ରାମଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ବଢ଼ୁଛି କରୋନା ମିଟର: ଗତ ୨୪ଘଣ୍ଟାରେ ୧୪୯୦ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୮।୪: ରାଜଧାନୀରେ କରୋନା ମାମଲା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଗତ କିଛି ଦିନରୁ ୧ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ବୁଧବାର ଦିଲ୍ଲୀରେ...

ଭାରତର ଚିନ୍ତାଧାରା ‘ବସୁଧୈବ କୁଟୁମ୍ବକମ୍‌’: ମୋଦି

ଜାକର୍ତ୍ତା/ନୂଆଦିଲ୍ଲୀ,୭।୯: ଏସିଆନ୍‌ ସମ୍ମିଳନୀରେ ଭାଗ ନେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାକର୍ତ୍ତାରେ ପହଞ୍ଚିଛନ୍ତି। ଏସିଆନ୍‌ରେ ସମସ୍ତ ଦେଶର ସ୍ବର ଶୁଣାଯାଉଛି ଏବଂ ଆମେ ସମଗ୍ର ବିଶ୍ୱରେ...

ଧର୍ମାନ୍ତରଣ ରୋକିବା ପାଇଁ ମୋଦି ସରକାର ଆଣିବେ ଆଇନ: ସଂସଦର ଆସନ୍ତା ଅଧିବେଶନରେ ହୋଇପାରେ ଆଗତ

ନୂଆଦିଲ୍ଲୀ,୧୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ସଂସଦର ଆସନ୍ତା ଅଧିବେଶନରେ ଧର୍ମାନ୍ତରଣ ରୋକିବା ପାଇଁ ଆଇନ ଆଣିବାର ସମ୍ଭାବନା ରହିଛି। କେରଳ ଏବଂ ଉତ୍ତର-ପୂର୍ବ ରାଜ୍ୟରେ...

ବିଦେଶୀ ଯାତ୍ରୀଙ୍କ ପାଇଁ ୭ ଦିନିଆ ବାଧ୍ୟତାମୂଳକ କ୍ୱାରାଣ୍ଟାଇନ

ନୂଆଦିଲ୍ଲୀ, ୨୨।୭: କରୋନା ସଂକ୍ରମଣ ଯୋଗୁ ଦିଲ୍ଲୀର ସ୍ଥିତି ଅଣାୟତ୍ତ ରହିଛି। ଏପରିସ୍ଥଳେ ଅଧିକ ସଂକ୍ରମଣରୁ ଦୂରେଇ ରହିବା ପାଇଁ ଦିଲ୍ଲୀ ବିମାନ ବନ୍ଦର ପକ୍ଷରୁ...

ଦିଦିଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

କୋଲକାତା,୫।୫: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବରେ ଲଗାତର ତୃତୀୟ ଥର ତୃଣମୂଳ କଂଗ୍ରେସ (ଟିଏମସି) ସୁପ୍ରିମୋ ମମତା ବାନାର୍ଜୀ ବୁଧବାର ଶପଥ ନେଇଛନ୍ତି। ରାଜ ଭବନରେ ରାଜ୍ୟପାଳ...

ଆର୍ଥିକ ମାନ୍ଦାବସ୍ଥାକୁ ନେଇ ସରକାର ଚୁପ୍‌ ରହିବା ଦେଶ ପାଇଁ କ୍ଷତିକାରକ: ପ୍ରିୟଙ୍କା ଗାନ୍ଧୀ

ନୂଆଦିଲ୍ଲୀ,୫।୯: ଆର୍ଥିକ ମାନ୍ଦାବସ୍ଥାକୁ ନେଇ ଏଥର ପୁଣିଥରେ ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ। ସେ କହିଛନ୍ତି ଦେଶର ଅର୍ଥନୀତି ଏବେ...

‘ଯଦି ଚମତ୍କାରୀ ଶକ୍ତି ଅଛି ତେବେ ପ୍ରମାଣ କରନ୍ତୁ ଧିରେନ୍ଦ୍ର ଶାସ୍ତ୍ରୀ’: କଂଗ୍ରେସ

ନୂଆଦିଲ୍ଲୀ,୨୧ ।୧: ବାଗେଶ୍ୱର ଧାମର ପୀଠାଧିସ୍ୱର ଧିରେନ୍ଦ୍ର କୃଷ୍ଣ ସ୍ୱାମୀ ଏବେ ବିବାଦରେ ଫସି ଯାଇଛନ୍ତି । ଧିରେନ୍ଦ୍ର ଶାସ୍ତ୍ରୀଙ୍କ ଉପରେ ଅବିଶ୍ୱାସର ପ୍ରଚାର ପ୍ରସାର...

ବର୍ଷକରେ ୨୭ ପ୍ରତିଶତ ମହଙ୍ଗା ହେଲାଣି ହରଡ଼ ଡାଲି…

ନୂଆଦିଲ୍ଲୀ,୨୯।୮ : ସରକାରଙ୍କ ସମସ୍ତ ଉଦ୍ୟମ ସତ୍ତ୍ୱେ ଡାଲିର ମୂଲ୍ୟ ହ୍ରାସ ହେବାର ନାମ ନେଉନାହିଁ। ବିଶେଷକରି ହରଡ଼ ଡାଲିର ମୂଲ୍ୟରେ ଅଧିକ ବୃଦ୍ଧି ଦେଖିବାକୁ...

Advertisement
Archives

Model This Week