ଘର ଘର ବୁଲି ପନିପରିବା ବିକିଲେ ଏସ୍‌ଏଚ୍‌ଜି ସଦସ୍ୟା

ବଲାଙ୍ଗୀର, ୨୭ା୪-ବଲାଙ୍ଗୀର ସହରର ପୌରାଞ୍ଚଳରେ ଏସ୍‌ଏଚ୍‌ଜି ଗୁ୍ରପର ମହିଳାମାନେ ଓର୍‌ମାସ ସହଯୋଗରେ ଗାଡିରେ ଘରଘର ବୁଲି ପନିପରିବା ବିକ୍ରି କରୁଥିବା ଭଗବତୀନଗରରେ ଦେଖିବାକୁ ମିଳିଛି ା ସାନିଟାଇଜରରେ ହାତ ଧୋଇବା ସହ ସାମାଜିକ ଦୂରତା ମଧ୍ୟ ବଜାୟ ରଖି ଏମାନେ ପନିପରିବା ବିକ୍ରି କରୁଛନ୍ତି। ମହାମାରୀ କରୋନା ଯୋଗୁ ଦେଶ ଲକ୍‌ଡାଉନ ରହିଛି। ଏଥିଯୋଗୁ ଲାକେ ଘରୁ ବାହାରକୁ ବାହାରୁ ନାହାନ୍ତି। ଏହାକୁ ଆଖିଆଗରେ ରଖି ଓରମାସ ସହଯୋଗରେ ବଲାଙ୍ଗୀରର ଏସ୍‌ଏଚ୍‌ଜି ଗ୍ରୁପର ମହିଳାମାନେ ଏହିପରି ପଦକ୍ଷେପ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ଶସ୍ତା ହେବ ମୋବାଇଲ୍-ଲାପ୍‌ଟପ୍‌, ସରକାର ନେଲେ ଏହି ପଦକ୍ଷେପ

ନୂଆଦିଲ୍ଲୀ,୯।୭: କେନ୍ଦ୍ର ସରକାର ସ୍ମାର୍ଟଫୋନ୍, ୱାୟାରଲେସ୍ ଚାର୍ଜର୍, କମ୍ପ୍ୟୁଟର, ଲାପଟପ୍, ସ୍ମାର୍ଟ ଟିଭି, ସ୍ମାର୍ଟୱାଚ୍ ଏବଂ ଫିଟନେସ୍ ବ୍ୟାଣ୍ଡ ଭଳି ଇଲେକ୍ଟ୍ରୋନିକ୍ ଜିନିଷରେ ବ୍ୟବହୃତ ଉପାଦାନଗୁଡ଼ିକ ଉପରେ…

ଦୃଷ୍ଟି ଦେଉନି ଜାତୀୟ ରାଜପଥ ବିଭାଗ: ଖାଲଖମାରେ ଫସିରହୁଛି ଗାଡି, ଯାତାୟାତ ବାଧାପ୍ରାପ୍ତ

ପଟ୍ଟାଙ୍ଗି,୯।୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ଠାରୁ ଅଳ୍ପ କିଛି ଦୂରରେ ଜାତୀୟ ରାଜପଥ ବିଭାଗ ପକ୍ଷରୁ ନୂତନ କରି ନିର୍ମାଣ…

ପାଠ ପଢ଼ିବାକୁ ଭୁବନେଶ୍ବର ଆସିଥିଲେ ଝିଆରୀ; ବଳାତ୍କାର କରୁଥିଲେ ମଉସା, ସହଯୋଗ କରୁଥିଲେ ମାଉସୀ

ଭୁବନେଶ୍ୱର,୯।୭(ପ୍ରସନଜିତ୍‌ ସାହୁ): ରାଜଧାନୀ ଭୁବନେଶ୍ୱରରେ ଏକ ବଳାତ୍କାର ଘଟଣା ସାମ୍ନାକୁ ଆସିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିସ୍ଥିତ ଏକ ଆପାର୍ଟମେଣ୍ଟରେ ଜଣେ ନାବାଳିକା ଝିଆରୀଙ୍କୁ ତାଙ୍କ ମଉସା…

ଇଟାର ଜବାବ ପଥରରେ ଦେବୁ: ଆମେରିକାକୁ ଚେତାବନୀ ଦେଲା ଇରାନ

ଓ୍ବାଶିଂଟନ୍‌,୯।୭: ଆମେରିକା ପୁଣିଥରେ ଇରାନର ଅନେକ ସ୍ଥାନକୁ ଟାର୍ଗେଟ କରିଛି। ଇରାନ ଜୋରଦାର ପ୍ରତିକ୍ରିୟା ଦେଇ ବାହାରିନ ଏବଂ କୁଏତରେ ଥିବା ସ୍ଥାନଗୁଡ଼ିକୁ ଆକ୍ରମଣ କରିଛି। ଏହା…

ଲୋୟର ସୁକ୍‌ତେଲ ଜଳଭଣ୍ଡାର: ବଢୁଛି ଜଳସ୍ତର, ଲୋକେ ଅଟଳ

ବଲାଙ୍ଗୀର,୯ା୭(ବୀରେନ୍ଦ୍ର କୁମାର ଝାଙ୍କର):ଗତ କିଛି ଦିନର ଲଗାଣ ବର୍ଷା ଫଳରେ ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ଡ୍ୟାମ୍‌ରେ କ୍ଷୀପ୍ର ଗତିରେ ଜଳସ୍ତର ବଢ଼ିବାରେ ଲାଗିଛି। ଜଳସ୍ତର ବଢ଼ିବା…

ମାଙ୍କଡ଼ କାମୁଡାରେ ୫ ଆହତ: ବନବିଭାଗକୁ ଚିଠି ଲେଖିଲେ ସମିତି ସଭ୍ୟ ଧ୍ରୁବ

ଗଞ୍ଜାମ,୯।୭(ବିଦ୍ୟାଧର ସାହୁ ): ହୁମା ଓ ଆଖପାଖ ଅଞ୍ଚଳରେ ପାତି ମାଙ୍କଡ଼ଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବୃଦ୍ଧି ପାଉଛି । ଘର ଉପକରଣ ପାଇଁ ଜଙ୍ଗଲ ସଫା…

ମଝି ଚିଲିକାରେ ଦୋହଲିଲା ଯାତ୍ରୀବାହୀ ଲଞ୍ଚ୍‌: ହୋହଲ୍ଲା ପରେ…

କୃଷ୍ଣପ୍ରସାଦ,୯।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ):ଖୋର୍ଦ୍ଧା ଜିଲା ବାଲୁଗାଁଠାରୁ ପୁରୀ ଜିଲା କୃଷ୍ଣପ୍ରସାଦ ଗଡ଼ ଯାଏ ଓଡିଶା ବନ୍ଦର ଅନ୍ତରଦେଶୀୟ ଜଳପଥ ପରିବହନ ବିଭାଗ ତରଫରୁ ପ୍ରତିଦିନ ଯାତ୍ରୀବାହୀ ଲଞ୍ଚ…

ବିଦ୍ୟାଳୟର ନୂତନ ପରିଚାଳନା କମିଟି ଗଠନ: ସଭାପତି, ଉପସଭାନେତ୍ରୀ ଭାବେ ମନୋନୀତ ହେଲେ ଏମାନେ…

ଲାଞ୍ଜିଗଡ,୯।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରିଚାଳନା କମିଟି ଗଠନ ବୁଧବାର ଅନୁଷ୍ଠିତ ହୋଇଯାଇଛିI ବିଦ୍ୟାଳୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri