ଘର ଘର ବୁଲି ବଣ୍ଟାଯାଉଛି ଭତ୍ତାଟଙ୍କା

ରାଇକିଆ,୨୮।୩(ଡି ଏନ ଏ)- ରାଇକିଆ ବ୍ଲକରେ ଭତ୍ତା ଟଙ୍କା ବଣ୍ଟନ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। କରୋନା ସଂକ୍ରମଣ ଆଶଙ୍କାରେ ରାଇକିଆ ସହର ତିନିଦିନ ହେଲା ଲକ୍‌ ଡାଉନ ଅଛି। ରାସ୍ତାଘାଟ ଶୁନ୍‌ଶାନ ଏବଂ ଚଳପ୍ରଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି। ଏଭଳି ପରିସ୍ଥିତିରେ ବୃଦ୍ଧାବୃଦ୍ଧ ଯେପରି ଅସୁବିଧାର ସମ୍ମୁଖୀନ ହେବେନି ତାକୁ ଦୃଷ୍ଟିରେ ରଖି ରାଇକିଆ ବ୍ଲକର ପ୍ରତ୍ୟେକ ଗ୍ରାମର ୱାର୍ଡରେ ଭତ୍ତା ଟଙ୍କା ପହଞ୍ଚତ୍ବା ବ୍ୟବସ୍ଥା କରାଯାଇଛି। ଏଥିପାଇଁ ପଞ୍ଚାୟତ ଓ ବ୍ଲକର ବିଭିନ୍ନ ଅଧିକାରୀଙ୍କୁ ସତନ୍ତ୍ର ଦାୟିତ୍ୱ ଦିଆଯାଇଛି। ପର୍ଯ୍ୟାୟକ୍ରମେ ଗୋଟିଏ ପରେ ଗୋଟିଏ ୱାର୍ଡରେ ଏହା ବଣ୍ଟନ କରାଯାଉଛି। ବ୍ଲକରେ ସମୁଦାୟ ୮୭୫୯ ହିତାଧିକାରୀଙ୍କୁ ୪ ମାସ (ଏପ୍ରିଲ, ମେ, ଜୁନ, ଜୁଲାଇ)ର ଟଙ୍କା ପ୍ରଦାନ କରାଯାଇଛି। ଏଥିସହ ସମ୍ପୃକ୍ତ ଅଧିକାରୀ ବୃଦ୍ଧାବୃଦ୍ଧଙ୍କୁ କରୋନା ସମ୍ପର୍କିତ ସୂଚନା ଦେବାସହ ଯଥେଷ୍ଟ ସାମାଜିକ ଦୂରତା ରକ୍ଷା କରିବା ସମ୍ପର୍କରେ ପରାମର୍ଶ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ଫରେଷ୍ଟର, ଟ୍ରାକ୍ଟରମାଲିକଙ୍କୁ ଧମକ ଦେଇ ନେଇଥିଲେ ଏତିକି ଟଙ୍କା ଲାଞ୍ଚ

ଡେଲାଙ୍ଗ,୧୮ା୬: ପୁରୀ ଜିଲା ଡେଲାଙ୍ଗ ରେଞ୍ଜ ଅନ୍ତର୍ଗତ ଆଙ୍କୁଇର ଫରେଷ୍ଟର ରାକେଶ କୁମାର ପଣ୍ଡାଙ୍କୁ ଓଡ଼ିଶା ଭିଜିଲାନ୍ସ ଗୁରୁବାର ଗିରଫ କରିଛି। ସେ ଜଣେ ଟ୍ରାକ୍ଟର ମାଲିକଙ୍କଠାରୁ…

ହଠାତ୍‌ ମାଡ଼ି ଆସିଲା ସମୁଦ୍ର ଜୁଆର, ୧୦୦ ଏକର ଚାଷ ଜମି ଜଳମଗ୍ନ

ମହାକାଳପଡ଼ା,୧୮ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ପାଣିଖିଆ ଗ୍ରାମ ଦେବତୀ ଜାହେରୀ ପୀଠଠାରେ ବୁଧବାର ସମୁଦ୍ର ଉଚ୍ଚ ଜୁଆର…

ମାନବାଧିକାର କର୍ମୀ ପରିଚୟରେ କରୁଥିଲେ ଟଙ୍କା ଆଦାୟ, ତିନି ଅଭିଯୁକ୍ତଙ୍କ ବିରୋଧରେ ମାମଲା

ଗଜପତି, ୧୮।୬(ଗିରିଧାରୀ ପରିଛା): ମାନବାଧିକାର ସଂଗଠନ ଓ ଏନଜିଓର ନାମ ବ୍ୟବହାର କରି ନିରୀହ ଲୋକଙ୍କୁ ଭୟଭୀତ କରି ଟଙ୍କା ଆଦାୟ କରୁଥିବା ଏକ ଠକେଇ ଅଭିଯୋଗ…

ଚାମେଲି ବିବାଦ ମାମଲା: ସେଦିନ କ’ଣ ଘଟିଥିଲା? ଚାଞ୍ଚଲ୍ୟକର ଖୁଲାସା କଲେ ବିଡିଓ

କେନ୍ଦ୍ରାପଡ଼ା,୧୮।୬: ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲାରେ ଦୀର୍ଘ ୮ ଦିନ ପରେ ମୁହଁ ଖୋଲିଲେ ମହାକାଳପଡ଼ା ବିଡିଓ ରବିନାରାୟଣ ଆଚାର୍ଯ୍ୟ। ବିଡିଓ କହିଛନ୍ତି, ମନା କରିବା…

ଦେବଗଡ଼ରେ ବଢିଲା ଖରାଦିନ ସ୍କୁଲ ଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ…

ଦେବଗଡ,୧୮।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ୨୨ ତାରିଖରେ ଖୋଲିବ ସ୍କୁଲ। ୨୦ ତାରିଖ ଯାଏ ବଢ଼ିଲା ଖରାଦିନ ସ୍କୁଲ ଛୁଟି ଅବଧି। ଗ୍ରୀଷ୍ମ ପ୍ରବାହ ଯୋଗୁ…

କେସିଙ୍ଗାରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ଶୁଭାରମ୍ଭ, ମିଳିବ ଏତିକି ଚାଉଳ

କେସିଙ୍ଗା,୧୮।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସିରେ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା ବୁଧବାର ଆରମ୍ଭ ହୋଇଛି । ରାଜ୍ୟ ସରକାରଙ୍କ ଦ୍ଵାରା ଘୋଷଣା ହୋଇଥିବା ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା…

ବରଗଡ଼ରେ ବଢ଼ିଲା ସ୍କୁଲ-କଲେଜ ଛୁଟି ଅବଧି, ଏହି ଦିନ ଖୋଲିବ

ବରଗଡ଼,୧୮।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କୁଲ, କଲେଜର ଗ୍ରୀଷ୍ମ ଅବକାଶ(ଖରାଛୁଟି) ଅବଧିକୁ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ପାଣିପାଗ ବିଭାଗର ରିପୋର୍ଟକୁ ନେଇ…

ଫିଲ୍ମ ଷ୍ଟାଇଲ୍‌ ଲୁଟ୍‌ ପରେ ପୋଲିସର ଏନ୍‌କାଉଣ୍ଟର, ୨ ସୁନା ଲୁଟେରା ଗୁରୁତର

ଅନୁଗୋଳ,୧୮।୬( ଜ୍ୟୋତି ରଞ୍ଜନ ସାହୁ ): ତାଳଚେରରେ ଏକ ସୁନା ରିଫାଇନେରୀ ଦୋକାନରେ ଫିଲ୍ମ ଷ୍ଟାଇଲରେ ଲୁଟ୍‌ ଘଟଣା ପରେ ଅନୁଗୋଳ ପୋଲିସ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri