ଘର ନିର୍ମାଣ ଲାଗି ଜମି ଆବଶ୍ୟକ, ଜିଲାପାଳଙ୍କୁ ଭେଟିଲେ ଶେରଗଡ଼ ହରିଜନ ପରିବାର

ଛତ୍ରପୁର,୧୫।୭(ଡି.ଏନ୍‌.ଏ.)- ଶେରଗଡ଼ ତହସିଲ ଅଧୀନ ଶେରଗଡ଼ ଗାଁର ହରିଜନ ଲୋକେ ଘର ନିର୍ମାଣ ଲାଗି ଜମି ଯୋଗାଇବାକୁ ପ୍ରଶାସନ ନିକଟରେ ଦାବି କରି ଆସୁଛନ୍ତି। ପୂର୍ବରୁ ଏନେଇ ଶେରଗଡ଼ ବିଡିଓ ଓ ତହସିଲଦାରଙ୍କୁ ଭେଟି ସେମାନେ ଦୃଷ୍ଟି ଆକର୍ଷଣ କରିଥିଲେ। ତେବେ ସମସ୍ୟା ସମାଧାନ ନ ହେବାରୁ ଗ୍ରାମବାସୀ ସୋମବାର ସପରିବାର ଛତ୍ରପୁର ଆସି ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବସି ରହିଥିଲେ। ପରେ ସେମାନେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କୁ ଭେଟି ଏସମ୍ପର୍କରେ ଏକ ସ୍ମାରକପତ୍ର ପ୍ରଦାନ କରିଥିବା ଜଣାପଡ଼ିଛି।
ଗ୍ରାମବାସୀଙ୍କ କହିବାନୁଯାୟୀ, ସେମାନେ ହରିଜନ ଶ୍ରେଣୀୟ। ମୂଲ ଲାଗି ପରିବାରର ପ୍ରତିପୋଷଣ କରିଥାନ୍ତି। ଘର ନିର୍ମାଣ କରିବା ପାଇଁ ସେମାନଙ୍କର ଜମି ନ ଥିବାବେଳେ ସ୍ବଳ୍ପ ଆୟ ଯୋଗୁ ଜମି କିଣିବା ସମ୍ଭବପର ନୁହେଁ ା ତେବେ ଗରିବ ଓ ହରିଜନ ପରିବାରଙ୍କୁ ଘର ନିର୍ମାଣ ପାଇଁ ସରକାରଙ୍କ ପକ୍ଷରୁ ଜମି ପ୍ରଦାନ କରାଯାଉଛି। ଏଣୁ ସେମାନଙ୍କୁ ଜମି ଯୋଗାଇ ଦେବାକୁ ଜିଲାପାଳଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁର ଆସୁଥିବା ବେଳେ ବାଟରେ ମର୍ମନ୍ତୁଦ ଦୁର୍ଘଟଣା, ଡିଭାଇଡର ପିଟି ହୋଇ ୨ ବାଇକ ଆରୋହୀ ମୃତ

ଗଞ୍ଜାମ,୧୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ହୋଇଛି ।  ଅପରାହ୍ନରେ ଏକ ବାଇକ ଡିଭାଇଡର ପିଟି…

ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ…

ଦିଗପହଣ୍ଡି,୧୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମେଡ଼ିକାଲ ଛକରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ରବିବାର ସନ୍ଧ୍ୟା ପ୍ରାୟ…

ଭାରସାମ୍ୟ ହରାଇ ଗଛକୁ ପିଟିଲା ବୁଲେଟ୍, ୩….

ଭଞ୍ଜନଗର,୧୪।(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସୋରଡ଼ା ରାସ୍ତାର କଣ୍ଟେଇପଲ୍ଲୀ ଛକ ନିକଟରେ ଥିବା ଜଳଭଣ୍ଡାର ଗୋଲେଇ ଠାରେ ବଡ଼ ସଡ଼କ ଦୁର୍ଘଟଣା ହୋଇଛି । ରବିବାର…

ଗଞ୍ଜାମରୁ ସୋମନାଥ ମନ୍ଦିର ଯାତ୍ରା: ଶୁଭାରମ୍ଭ କଲେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୪।୬ (ଦିଲ୍ଲୀପ ସାମଲ): ‘ସୋମନାଥ ସ୍ୱାଭିମାନ ଯାତ୍ରା’ ଅଭିଯାନରେ ଗଞ୍ଜାମ ଜିଲାର ୫୨ ଜଣ ତୀର୍ଥଯାତ୍ରୀ ଶନିବାର ଛତ୍ରପୁର ନୂଆ ବସ୍‌ଷ୍ଟାଣ୍ଡରୁ ଗୁଜରାଟସ୍ଥିତ ପବିତ୍ର ସୋମନାଥ…

ଚରୁଥିବାବେଳେ ବଜ୍ରପାତରେ ଜଳିଗଲେ ୧୨ ଛେଳି, କ୍ଷତିପୂରଣ ଦାବି କରି…

ଭଞ୍ଜନଗର,୧୪ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ବାରଦଣ୍ଡା ଗ୍ରାମରେ ବଜ୍ରପାତ ମାରିବାରୁ ରବିବାର ଅପରାହ୍ନରେ ୧୨ଟି ଛେଳିଙ୍କର ମୃତ୍ୟୁ ଘଟିଛି। ଏଥିରେ ଛେଳି ଚରାଳି…

ରଜ କୁଇନ୍ ପ୍ରତିଯୋଗିତା: ଘୁମୁସରର ପ୍ରତିଭାକୁ ଖୋଜି ବାହାର କରିବା ଲକ୍ଷ୍ୟ…

ଭଞ୍ଜନଗର,୧୪।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ପାତ୍ର କଲୋନୀସ୍ଥିତ ଶ୍ରୀଜଗନ୍ନାଥ ବ୍ୟାଙ୍କ୍ୱେଟ୍ ହଲ୍ ଆଣ୍ଡ ରିସର୍ଟରେ ତିନି ଦିନିଆ ‘ରଜ କୁଇନ୍ ପ୍ରତିଯୋଗିତା’ ରବିବାର ଉଦ୍‌ଘାଟିତ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri