ଘର ବାରିରୁ ୧୮ଟି ନାଗ ସାପ ଉଦ୍ଧାର

ପାପଡ଼ାହାଣ୍ଡି,୧୩।୬(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ ସଦର ମହକୁମାର ଶୈଳବାଳା ପଟ୍ଟନାୟକଙ୍କ ବାରିରୁ ବୁଧବାର ସନ୍ଧ୍ୟାରେ ମା’ ସହ ୧୮ଟି ନାଗ ସାପ ଉଦ୍ଧାର କରାଯାଇଛି। ଘର ବାରିରେ ସାପ କାତି ଦେଖି ସାପ ଥିବା ସନ୍ଦେହରେ ପାପଡ଼ାହାଣ୍ଡିର ସାପ ଧରାଳିଙ୍କୁ ପଟ୍ଟନାୟକଙ୍କ ପରିବାର ଲୋକେ ଖବର ଦେଇଥିଲେ। ଖବର ପାଇବା ପରେ ଘଟଣାସ୍ଥଳରେ ସାପ ଧରାଳି ପହଞ୍ଚି ବାରିପଟେ ଥିବା ଏକ ଗାତରୁ ସମସ୍ତ ସାପକୁ ଉଦ୍ଧାର କରିଥିଲେ। ଉଦ୍ଧାର ପରେ ଏମାନେ ସବୁ ନାଗ ସାପ ବୋଲି ଜଣାପଡ଼ିଛି। ତେବେ ଉଦ୍ଧାର କରାଯାଇଥିବା ସମସ୍ତଙ୍କୁ ସାପକୁ ନିକଟସ୍ଥ ଜଙ୍ଗଲରେ ଛାଡ଼ିଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪ରୁ ଖୋଲିବ ହାଇକୋର୍ଟ: ଶୁଣାଣି କରିବେ ୫ ବିଚାରପତି

କଟକ ଅଫିସ, ୩।୫: ଆସନ୍ତା ୪ ତାରିଖ ଅର୍ଥାତ୍‌ ସୋମବାରଠାରୁ ଓଡ଼ିଶା ହାଇକୋର୍ଟ ପୂର୍ବଭଳି କାର୍ଯ୍ୟ କରିବ। ପୂର୍ବାହ୍ନ ୧୧ଟାରେ ବିଭିନ୍ନ ମାମଲାର ବିଚାର ହେବ।...

୩ ମାସ ହେଲା ଜଳ ସଙ୍କଟରେ ୩୫ ପରିବାର

ଜଳେଶ୍ୱର, ୧୮।୪(ଡି.ଏନ.ଏ.)-ଦୀର୍ଘମାସ ଧରି ବର୍ଷା ନ ଥିବାରୁ ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଧୀନ ରାଇବଣିଆ ପଞ୍ଚାୟତରେ ଜଳକଷ୍ଟ ଦେଖାଦେଇଛି ା ଭୂତଳ ଜଳସ୍ତର ୧୦୦ଫୁଟ...

ପର୍ଯ୍ୟଟକଙ୍କୁ ଭରପୂର ମନୋରଞ୍ଜନ ଦେବ ପୁରୀ ବେଳାଭୂମି: ବ୍ଲୁ ଫ୍ଲାଗ ପରେ ଏବେ ନୀଳାଦ୍ରି ବିଚ୍‌

ପୁରୀ ଅଫିସ, ୧୭।୧୧: ପର୍ଯ୍ୟଟନ ସହର ପୁରୀକୁ ପ୍ରତିଦିନ ଦେଶ, ବିଦେଶର ଶ୍ରଦ୍ଧାଳୁ ଓ ପର୍ଯ୍ୟଟକ ଆସିଥାନ୍ତି। ଶ୍ରୀମନ୍ଦିର ପରେ ପର୍ଯ୍ୟଟକଙ୍କ ଖାସ୍‌ ଆକର୍ଷଣ ସାଜିଥାଏ...

ଯାଜପୁରର ୫ ପଜିଟିଭ

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ସୋମବାର ସକାଳେ ରାଜ୍ୟରେ ୭ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅପରାହ୍ନରେ ଆଉ ୬ଟି ଚିହ୍ନଟ ହୋଇଛନ୍ତି। ଅପରାହ୍ନରେ ଚିହ୍ନଟ ୬...

ନାବାଳକଙ୍କୁ ଗୋଇଠା ମାରି ପୋଲିସ କର୍ମଚାରୀ ନିଲମ୍ବିତ

ଭୁବନେଶ୍ୱର,୨।୭(ବ୍ୟୁରୋ): ଲକ୍‌ଡାଉନ୍‌ରେ ଚା’ ଦୋକାନ ଖୋଲିଥିବା ଜଣେ ନାବାଳକଙ୍କୁ ଗୋଇଠା ମାରିବା ପୋଲିସ ପାଇଁ ମହଙ୍ଗା ପଡ଼ିଛି। ଗୁରୁବାର ସମ୍ପୃକ୍ତ ପୋଲିସ କର୍ମଚାରୀଙ୍କୁ ଡିସିପି ନିଲମ୍ବିତ...

୫ ଦିନ ଯାଏ ସାରା ଓଡ଼ିଶାରେ ବର୍ଷା

ଭୁବନେଶ୍ୱର,୭ା୫ (ବ୍ୟୁରୋ): ପୂର୍ବ ବିହାର, ଦକ୍ଷିଣ ତାମିଲନାଡୁ, ବିଦର୍ଭ ଏବଂ ରୟାଲ ସୀମା ଉପରେ ଏକ ଟ୍ରପ ଲାଇନ ରହିଛି। ଏଥିସହିତ ବିଦର୍ଭ ଏବଂ ଏହାର...

୧୫ରେ ଅନ୍‌ଲକ୍‌ ନେଇ ଘୋଷଣା

ଭୁବନେଶ୍ୱର,୧୪।୭(ବ୍ୟୁରୋ): ରାଜ୍ୟରେ ଏବେ ଅନ୍‌ଲକ୍‌ ପ୍ରକ୍ରିୟା ଜାରି ରହିଥିବା ବେଳେ ଗୁରୁବାର ସରକାର ଆଗାମୀ ନିଷ୍ପତ୍ତି ଉପରେ ଘୋଷଣା କରିପାରନ୍ତି। ଶୁକ୍ରବାର ସକାଳ ୬ଟାରେ ଏହି...

ମାଲ୍‌ ପରିବହନରେ ପୂର୍ବତଟ ରେଳପଥର ପ୍ରୋତ୍ସାହନ: ମେ ୩ ଯାଏ ଲାଗୁ ହେବ

ଭୁବନେଶ୍ୱର,୨୪।୪(ବ୍ୟୁରୋ): କରୋନା ମୁକାବିଲା ପରିପ୍ରେକ୍ଷୀରେ ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ ନିମନ୍ତେ ପଣ୍ୟ ଉପଭୋକ୍ତାଙ୍କୁ ସୁବିଧା ପ୍ରଦାନ ସହ ଲଜିଷ୍ଟିକ୍‌ ସହାୟତା ଯୋଗାଇଦେବା ନିମନ୍ତେ ରେଳ କର୍ତ୍ତୃପକ୍ଷ...

Advertisement
Archives

Model This Week