Advertisement

ଘର ଭାଙ୍ଗିଲା ଦନ୍ତା

ପଡ଼ିଆବାହାଲ,୧୫ା୬(ଡି.ଏନ୍‌.ଏ.): ସୋମବାର ଭୋର୍‌ରୁ ସମ୍ବଲପୁର ଜିଲା ବାହାମ ପଞ୍ଚାୟତ ଡୁମୁରିପଡ଼ାଠାରେ ଏକ ଦନ୍ତାହାତୀ ଘର ଭାଙ୍ଗିବାରୁ ଘରେ ଶୋଇଥିବା ଗଙ୍ଗାଧର ମେହେରଙ୍କ ଉପରେ କାନ୍ଥ ପଡ଼ିଯାଇଥିଲା। ଫଳରେ ତାଙ୍କ ଅଣ୍ଟାରେ ଆଘାତ ଲାଗିଛି। ଗ୍ରାମବାସୀଙ୍କଠାରୁ ଖବର ପାଇ ବନ ବିଭାଗ ଆସି ହାତୀ ଘଉଡ଼ାଇବା ସହ ଗଙ୍ଗାଧରଙ୍କୁ କାନ୍ଥତଳୁ ଉଦ୍ଧାର କରି ଚିକିତ୍ସା ନିମନ୍ତେ ପଠାଇଛି। ଏହି ଗୋଠଛଡ଼ା ଦନ୍ତା ହାତୀଟି ଅଞ୍ଚଳର ବହୁ ଘରଦ୍ୱାର ନଷ୍ଟ କରିବା ସହ ଧନ ଜୀବନ ହାନି କଲାଣି। ଦନ୍ତାଟିକୁ ଦୂର ଜଙ୍ଗଲରେ ଛାଡ଼ିବା ପାଇଁ ବନ ବିଭାଗ କର୍ତ୍ତୃପକ୍ଷଙ୍କୁ ନିବେଦନ କରିଛନ୍ତି ଅଞ୍ଚଳବାସୀ।


Enter your email to get our daily news in your inbox.

All Right Reserved By Dharitri.Com

ଦେହରେ ପେଟ୍ରୋଲ ଢାଳି ଆତ୍ମହୁତି ଉଦ୍ୟମ: ଆଖି ବୁଜିଲେ କାର୍ତ୍ତିକ ମେହେର

ବରଗଡ଼ ଅଫିସ୍‌, ୨୮ା୧୨: ନୂଆଦିଲ୍ଲୀ ଇଣ୍ଡିଆ ଗେଟ୍‌ ସମ୍ମୁଖରେ ଦେହରେ ପେଟ୍ରୋଲ ଢାଳି ଆତ୍ମାହୂତି ଉଦ୍ୟମ କରିଥିବା ବରଗଡ଼ ଜିଲା ପଦ୍ମପୁର ନିକଟ ବୁଧାପାଲି ଗାଁର...

ଲକଡାଉନ୍‌ ନିୟମକୁ ଅବମାନନା: ୧୦ ଦୋକାନ ସିଲ୍‌ କଲା ପ୍ରଶାସନ

ଯୋଡା,୨୪ା୫,(ଡି.ଏନ.ଏ.)-ଲକଡାଉନ୍‌ ୪.୦ ନିୟମକୁ ଅବମାନନା କରିବା ଅଭିଯୋଗରେ ଶନିବାର ସାରେ କେନ୍ଦୁଝର ଜିଲା ଯୋଡା ପୌରପାଳିକାରେ ଥିବା ୧୦ ଦୋକାନକୁ ପ୍ରଶାସନ ପକ୍ଷରୁ ସିଲ କରାଯାଇଛି।...

ଅନୁଗୋଳ ଜିଲା ପରିଷଦର ୪୯ତମ ସାଧାରଣ ବୈଠକ: ଅଧାରୁ ଗୃହ ବର୍ଜନ କଲେ ସଦସ୍ୟ

ଅନୁଗୋଳ ଅଫିସ,୨୧।୮: ଅନୁଗୋଳ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ୪୯ ତମ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଆଠମଲ୍ଲିକ ବିଧାୟକ ରମେଶ ସାଏ,...

ସିମୁଳିଆ ବ୍ଲକରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ

ସିମୁଳିଆ,୧୫ା୫(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ସିମୁଳିଆ ବ୍ଲକ ମଇତାପୁର ପଞ୍ଚାୟତରେ ଶୁକ୍ରବାର ପ୍ରଥମ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ସେ ଗତ ୩ ତାରିଖରେ ସୁରଟରୁ ଆସି...

ପୌରାଧ୍ୟକ୍ଷାଙ୍କ ଗିରଫ ଦାବି ତେଜିଲା

ଯାଜପୁର ଅଫିସ,୧୮ା୧୧: ଯାଜପୁର ଜିଲା ବ୍ୟାସନଗର ପୌରପରିଷଦର ପୌରାଧ୍ୟକ୍ଷା ସଙ୍ଗୀତା ପିଙ୍ଗୁଆ ନିର୍ବାହୀ ଅଧିକାରୀଙ୍କ ଉପରକୁ ଫାଇଲ ଫିଙ୍ଗିବା ଘଟଣାକୁ ବିଭିନ୍ନ ମହଲରେ ନିନ୍ଦା କରାଯାଉଛି।...

ଜାତୀୟ ମତଦାତା ଦିବସ: ଶପଥ ନେଲେ ଭୋଟର

ଚିତ୍ରକୋଣ୍ଡା,୨୫।୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ୧୮ଟି ପଞ୍ଚାୟତର ବିଭିନ୍ନ ବୁଥ୍‌ରେ ଶନିବାର ଜାତୀୟ ମତଦାତା ଦିବସ ପାଳିତ ହୋଇଯାଇଛି। ଏଥିପାଇଁ ଚିତ୍ରକୋଣ୍ଡା ବିଡିଓ...

ଉତ୍ତରଓଡ଼ିଶା ଛାତ୍ର ବିଜେଡିର ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ସହାୟତା

ବାଲେଶ୍ୱର ଅଫିସ,୨୮।୪- ବିଶ୍ୱ ମହାମାରୀ କରୋନାର ମୁକାବିଲା ପାଇଁ ବିଜୁ ଛାତ୍ର ଜନତା ଦଳ ଉତ୍ତରଓଡ଼ିଶା ସଂଗଠନ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ସହାୟତା ପ୍ରଦାନ କରିଛନ୍ତି।...

ରାଜପଥ ସମ୍ପ୍ରସାରଣ ବେଳେ ଭୁଶୁଡ଼ିଲା କାନ୍ଥ: ୮ ଆହତ, ୩ ଗୁରୁତର

କାମାକ୍ଷାନଗର, ୨୦।୯(ଡି.ଏନ୍‌.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବଡସୁଅଁାଳ ଗ୍ରାମ ନିକଟ ଦେଇ ଯାଇଥିବା ୫୩ନଂ. ଜାତୀୟ ରାଜପଥ ସମ୍ପ୍ରସାରଣବେଳେ ଶୁକ୍ରବାର ଅଭାବନୀୟ ଘଟଣା ଘଟିଛି। ଜେସିବି...

Advertisement
Archives

Model This Week