ଘର ଭାଙ୍ଗିଲା ହାତୀ

ଯୋଡ଼ା,୧୧।୬(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବନପାଳଙ୍କ ଅଧୀନରେ ଥିବା ବେଲଦା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ହାତୀ ଉପଦ୍ରବରେ ଦୁଇ ଜଣ ବ୍ୟକ୍ତିଙ୍କର ଘର ଭାଙ୍ଗିଥିବା ଜଣାପଡିଛି ା ଯୋଡା ବନପାଳ ପିଅନ ନାଏକଙ୍କ ସୂଚନାନୁଯାୟୀ ଜଣାପଡିଛି ଯେ, ରବିବାର ରାତ୍ରି ପ୍ରାୟ ୧୨ଟା ପରେ ପ୍ରାୟ ୯ ଟି ହାତୀ ଉକ୍ତ ଗ୍ରାମରେ ପ୍ରବେଶ କରି ଉପଦ୍ରବ କରିଥିଲେ। ଗ୍ରାମର ସୋରେନ୍‌ ମୁଣ୍ଡା ଓ ସୁଶାନ୍ତ ମୁଣ୍ଡାଙ୍କ ଘର ଭାଙ୍ଗିବା ସହିତ ଘରେ ଥିବା ଧାନ, ଚାଉଳ ଖାଇବା ସହିତ ଅନ୍ୟାନ୍ୟ ସାମଗ୍ରୀ ନଷ୍ଟ କରିଦେଇଥିଲେ ା ଖବର ପାଇ ଯୋଡା ବନପାଳ ସଦଳବଳ ଉକ୍ତ ଗ୍ରାମକୁ ଯାଇ ହାତୀମାନଙ୍କୁ ଘଉଡାଇବା ପାଇଁ ଚେଷ୍ଟା କରିଥିଲେ ା ତେବେ ହାତୀପଲ ବୈତରଣୀ ନଦୀ ପାର ହୋଇ ବାଲିବନ୍ଧ ବନାଞ୍ଚଳକୁ ଚାଲିଯାଇଥିବା ସେ ସୂଚନା ଦେଇଥିଲେ। କ୍ଷତିପୂରଣ ଦାବିରେ ବନପାଳଙ୍କଠାରେ ଅଭିଯୋଗ ହୋଇଥିବା ଜଣାପଡିଛି ା


Enter your email to get our daily news in your inbox.

All Right Reserved By Dharitri.Com

ଶାଶୁଙ୍କ ମୃତ୍ୟୁଖବର ଶୁଣି ଚାଲିଗଲା ବୋହୂଙ୍କ ଜୀବନ

ନୀଳଗିରି,୧୮।୨(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଶାଶୁଙ୍କ ମୃତ୍ୟୁ ଖବର ଶୁଣି ବୋହୂ ଆଖି ବୁଜିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ…

ଶ୍ୱଶୁର ଘରେ ଜ୍ୱାଇଁଙ୍କ ହଙ୍ଗାମା: ସ୍ତ୍ରୀଙ୍କ ଉପରେ ପେଟ୍ରୋଲ ଢାଳି ଲଗାଇଦେଲେ ନିଆଁ, ଆଉ ତା’ ପରେ…

ବାଲେଶ୍ୱର,୧୮ା୨(ବାଞ୍ଛାନିଧି ଦେ): ସ୍ବାମୀ ପାଲଟିଗଲେ ରାକ୍ଷସ। ଶ୍ୱଶୁର ଘରେ ସ୍ତ୍ରୀ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗେଇ ଦେଲେ ସ୍ବାମୀ। ଝିଅକୁ ବଞ୍ଚାଇବାକୁ ଯାଇ ଶ୍ୱଶୁର, ଶାଶୁ…

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ…

ଶଙ୍ଖେଶ୍ୱରଙ୍କ ପୀଠରେ ଅଲୌକିକ ଘଟଣା: ଦର୍ଶନ ଦେଲେ ନାଗରାଜ, ପିଇଲେ କ୍ଷୀର, ଦେଖନ୍ତୁ ଭିଡିଓ…

ନୀଳଗିରି,୧୬ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ଭଗବାନ ଶିବ ଶମ୍ଭୁଙ୍କର ରହିଛି ଅନେକ ରହସ୍ୟ, ଯେପରି ବ୍ରହ୍ମାଣ୍ଡର ନା ଆଦି ଅଛି ନା ଅନ୍ତ ଅଛି। ଠିକ ସେହିଭଳି ଶିବ…

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri