Posted inରାଜ୍ୟ

ଘର ଭାଙ୍ଗିଲା ହାତୀ

ବଇଣ୍ଡା, ୨୪ା୭(ଡି.ଏନ.ଏ.): କିଶୋରନଗର ବ୍ଲକ ହଣ୍ଡପା ରେଞ୍ଜ କଣ୍ଟେଇକୁଳିଆ ଗ୍ରାମରେ ମଙ୍ଗଳବାର ହାତୀ ଉପଦ୍ରବ କରି ବ୍ୟାପକ ଫସଲ ନଷ୍ଟ କରିବା ସହ କୁନା ସାହୁଙ୍କ ୩ ବଖରା ଚାଳ ଘର ଭାଙ୍ଗି ଦେଇଛନ୍ତି। ନିକଟସ୍ଥ ଜଙ୍ଗଲରୁ ହାତୀପଲ ବାରମ୍ବାର ଗ୍ରାମାଭିମୁଖି ହୋଇ ବ୍ୟାପକ କ୍ଷୟକ୍ଷତି ଘଟାଉଥିବାରୁ ଅଞ୍ଚଳବାସୀ ଭୟଭୀତ ହୋଇପଡିଛନ୍ତି। ବନ ବିଭାଗ ଏଥିପ୍ରତି ଦୃଷ୍ଟି ଦେଇ କ୍ଷତିପୂରଣ ପ୍ରଦାନ ସହ ହାତୀ ଘଉଡାଇବାକୁ ପଦକ୍ଷେପ ନେବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ଷାବନ୍ଧନରେ ଲାଗିବ ଚନ୍ଦ୍ରଗ୍ରହଣ: ଏହି ୩ ରାଶିଙ୍କ ଉପରେ ବଡ଼ ସଙ୍କଟ! ଜାଣନ୍ତୁ ଅଶୁଭ ପ୍ରଭାବରୁ ବଞ୍ଚିବାର ଉପାୟ

୨୭ ଅଗଷ୍ଟରେ ଶ୍ରାବଣ ପୂର୍ଣ୍ଣିମାର ଆରମ୍ଭ ସକାଳ ୯ଟା ୮ ମିନିଟରେ ହେବ। ଏହାର ସମାପ୍ତି ୨୮ ଅଗଷ୍ଟ ରାତି ୯ଟା ୪୮ ମିନିଟରେ ହେବ। ଏଭଳି…

ପିଲାମାନଙ୍କୁ ସଠିକ୍‌ ମାର୍ଗ ଦର୍ଶନ ସହ ଅଧିକ ସମୟ ଦେବାକୁ ପରାମର୍ଶ

ଗଞ୍ଜାମ,୧୨ା୮(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ଭାରତୀ ବିଦ୍ୟାପୀଠ କନ୍‌ଫରେନ୍ସ ହଲ୍‌ଠାରେ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଏକ ଦିନିକିଆ ପ୍ରଧାନଶିକ୍ଷୟିତ୍ରୀ/ଶିକ୍ଷକ ସମ୍ମିଳନୀ ଓ ନବ ଭାରତ ସାକ୍ଷରତା…

ମଦଦୋକାନରେ ନକଲି ଅବକାରୀ ଅଧିକାରୀ

ରାଜକନିକା,୧୨।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ସଦର କାଜୁବଗିଚାଠାରେ ନୂତନଭାବେ ଖୋଲାଯାଇଥିବା ଏକ ଠିପିବନ୍ଦ ମଦ ଦୋକାନରେ ଅବକାରୀ ଅଧିକାରୀ ପରିଚୟ ଦେଇ କାଗଜପତ୍ର…

ପ୍ରଥମଥର ଏକାକୀ ବିମାନ ଉଡ଼ାଇଲେ ଯୁବତୀ, ଆକାଶରେ ଥାଇ ବାପାଙ୍କୁ କହିଲେ ଏହି ଦୁଇ ଶବ୍ଦ, ହୃଦୟକୁ ଛୁଇଁଗଲା…

ବାପା ଏବଂ ଝିଅଙ୍କ ମଧ୍ୟରେ ସମ୍ପର୍କ ବହୁତ ସ୍ବତନ୍ତ୍ର ହୋଇଥାଏ। ଜଣେ ବାପା ହେଉଛନ୍ତି ପ୍ରଥମ ବ୍ୟକ୍ତି ଯିଏ ତାଙ୍କ ଝିଅର ସ୍ବପ୍ନରେ ବିଶ୍ୱାସ କରନ୍ତି। ପ୍ରତ୍ୟେକ…

ଅନ୍ନପାଳ ହାଟ ପୋଲ ନିକଟରେ ଗୋରୁ ବୋଝେଇ ବୋଲେରୋ ଜବତ, ୬ ଗୋରୁ ଉଦ୍ଧାର

ତିହିଡ଼ି,୧୨।୮ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଅନ୍ନପାଳ ହାଟ ପୋଲ ନିକଟରେ ଗୋରୁ ବୋଝେଇ ଏକ ବୋଲେରୋ ଗାଡ଼ି ଜବତ ହୋଇଛି। ଗାଡ଼ିରୁ ୬ଟି ଗୋରୁଙ୍କୁ ଉଦ୍ଧାର…

ମୁଁ ସବୁ ପ୍ରଶ୍ନର ଉତ୍ତର ଦେବି…କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୧୨।୮: ସଂସଦର ମୌସୁମୀ ଅଧିବେଶନରେ ଚାଲିଥିବା ଅଚଳାବସ୍ଥା ମଧ୍ୟରେ ସମସ୍ତ ପ୍ରଶ୍ନର ଉତ୍ତର ଦେବାକୁ ପ୍ରସ୍ତୁତ ଥିବା କହିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ।…

ପୁଣି ମନ୍ଦିରକୁ ଟାର୍ଗେଟ କଲେ ଲୁଟେରା: ଦକ୍ଷିଣକାଳୀ ମନ୍ଦିରରେ ହୁଣ୍ଡି ଭାଙ୍ଗି ନେଇଗଲେ…

ପୁରୁଷୋତ୍ତମପୁର,୧୨।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ପୁଣି ଲୁଟେରାମାନେ ସକ୍ରିୟ ହୋଇ ମନ୍ଦିରକୁ ଟାର୍ଗେଟ୍‌ କରିଛନ୍ତି। ଗତ ୨୦୨୪ନଭେମ୍ବର ୬ ତାରିଖରେ ପ୍ରଶିଦ୍ଧ ଶକ୍ତିପୀଠ ମା’…

ତିଖିରୀ ସରପଞ୍ଚ ଚାମେଲି ଓଝା ମାମଲା: ଅଦାଲତଙ୍କ ବିନାନୁମତିରେ ପ୍ରକାଶ ହେବନି ଫଳ

କଟକ/ମହାକାଳପଡ଼ା,୧୨ା୮(କାର୍ତ୍ତିକ ସାହୁ/ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ମାମଲାର ଶୁଣାଣି ମଙ୍ଗଳବାର ଶେଷ ହୋଇଛି। ହାଇକୋର୍ଟ ବିଚାରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri