ଘର ଭାଙ୍ଗିଲେ ହାତୀ

ଠାକୁରମୁଣ୍ଡା ,୧୪ା୯(ଡି.ଏନ୍‌.ଏ.) – ମୟୂରଭଞ୍ଜ ଜିଲା କରଞ୍ଜିଆ ଉପଖଣ୍ଡରେ ଦୀର୍ଘ ଦିନ ହେଲା ହାତୀ ଉପଦ୍ରବ ଲାଗି ରହିଛି। ହାତୀପଲ ବିଭିନ୍ନ ଗ୍ରାମରେ ପଶି ଘର ଭାଙ୍ଗି ଦେବା ସହ ଫସଲ ନଷ୍ଟ କରୁଛନ୍ତି। ଗୁରୁବାର ରାତିରେ ଏହି ହାତୀପଲ କରଞ୍ଜିଆ ନିକଟ କଦମବେଡା ଗ୍ରାମ ମୁର୍ଗାସାହିରେ ପଶି ଘର ଭାଙ୍ଗିବା ସହିତ ଚାଷୀମାନଙ୍କ ଫସଲ ଦୁଧିଆଣି ରେଞ୍ଜ ଅନ୍ତର୍ଗତ ରସମତୋଳା ଗ୍ରାମପଞ୍ଚାୟତର କଦମବେଡା ଗ୍ରାମ ମୁର୍ଗାସାହି ଗ୍ରାମରେ ପ୍ରାୟ ୨୨ଟି ଛୋଟ ବଡ ହାତୀ ପଶି ଉପଦ୍ରବ ଚଳାଇଛନ୍ତି।

ସାହିର ମାଳତୀ ମାଝୀ, ଶୁକ୍ରା ଲୋହାର, ହେମଲତା ଲୋହାରଙ୍କ ଘର ଭାଙ୍ଗି ଦେଇଛନ୍ତି। ଘଟଣାସ୍ଥଳକୁ ବନବିଭାଗର କର୍ମଚାରୀମାନେ ଯାଇ ପରିସ୍ଥିତି ଅନୁଧ୍ୟାନ କରିଛନ୍ତି। କ୍ଷତିଗ୍ରସ୍ତ ପରିବାରକୁ କ୍ଷତିପୂରଣ ତୁରନ୍ତ କ୍ଷତିପୂରଣ ଦେବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଧାନ କିଣା ନ ହେଲେ ଆନ୍ଦୋଳନ

ବାରିପଦା ଅଫିସ,୪।୩ – ମୟୂରଭଞ୍ଜ ଜିଲା କୁଳିଅଣା ବ୍ଲକ ଅଞ୍ଚଳର ଚାଷୀମାନେ ଧାନ ବିକ୍ରି କରି ନ ପାରି ହତାଶ ହୋଇ ପଡ଼ିଛନ୍ତି। ଟୋକନ ଅବଧି...

ଦମ୍ପତିଙ୍କୁ ବନ୍ଧୁକ ଦେଖାଇ ଲୁଟିନେଲେ ଦୁର୍ବୃତ୍ତ, ସ୍ବାମୀ ଗୁରୁତର

ଚିତ୍ରଡ଼ା,୭ା୧: ମୟୂରଭଞ୍ଜ ଜିଲା ବାରିପଦା-ଚିତ୍ରଡ଼ା ରାସ୍ତାର ଗୁଞ୍ଜୁସାହି ଛକ ନିକଟରେ ଗୁରୁବାର ୪ଜଣ ଦୁର୍ବୃତ୍ତ ବନ୍ଧୁକ ଦେଖାଇ ଦମ୍ପତିଙ୍କଠାରୁ ସୁନା ଗହଣା ଲୁଟି ନେଇଛନ୍ତି। ଦୁର୍ବୃତ୍ତଙ୍କ...

ଟ୍ରକ୍‌କୁ ପିଟିଲା କାର୍‌; କଟର୍‌ରେ ଗାଡ଼ିକୁ କାଟି ଡାକ୍ତରଙ୍କୁ ଉଦ୍ଧାର କଲା ପୋଲିସ

ବାରିପଦା ଅଫିସ,୨୪।୪- ମୟୂରଭଞ୍ଜ ଜିଲା ବାରିପଦା ଉପକଣ୍ଠ ୧୮ନଂ ଜାତୀୟ ରାଜପଥ ସଦର ଥାନା ଅଧୀନ ମଞ୍ଚାବନ୍ଧାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପାଇଁ ଦାବିପତ୍ର

କପ୍ତିପଦା,୧ା୧୦(ଡ଼ି.ଏନ୍‌.ଏ)- କପ୍ତିପଦା ବ୍ଲକ ଅଧୀନ ବଡ଼ ଗୁଡୁଗୁଡ଼ିଆ ପଞ୍ଚାୟତର ସରପଞ୍ଚ ଦମୟନ୍ତୀ ହାଁସଦା ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ପାଇଁ ଦାବି ହୋଇଛି। ସୋମବାର ଉକ୍ତ...

ସାପ କାମୁଡ଼ାରେ ମହିଳାଙ୍କ ଜୀବନ ଗଲା

ବଡସାହି,୨ା୧୦(ସ୍ବ.ପ୍ର): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅଧୀନ ଧୋବାଧୋବଣୀ ଗ୍ରାମରେ ସାପ କାମୁଡାରେ ଜନୈକା ମହିଳାଙ୍କର ମୃତ୍ୟୁ ଘଟିଛି । ମୃତକ ହେଲେ ସେହି ଗ୍ରାମର...

ପୁଣି ହାତୀ ଭାଙ୍ଗିଲା ଘର

ଚିତ୍ରଡା,୨୬।୫(ଡି.ଏନ୍‌.ଏ.): ମୟୁରଭଞ୍ଜ ଜିଲା ମୋରଡା ବ୍ଲକରେ ହାତୀ ଉପଦ୍ରବ ଥମିବାର ନା ଧରୁନି। ସୋମବାର ବିଳମ୍ବିତ ରାତିରେ ଏକ ଦନ୍ତାହାତୀ ଆସି ଚିକଟାମାଟିଆ ପଞ୍ଚାୟତ ଭାଲୁଘେରା...

ଦୁର୍ବ୍ୟବହାରର ପ୍ରତିବାଦ କରିବାରୁ ମହିଳାଙ୍କୁ ସଂଘବଦ୍ଧ ଆକ୍ରମଣ

ବୈଶିଙ୍ଗା,୧୪।୧୦(ଡି.ଏନ୍‌.ଏ.) : ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଛୁରୁଣୀ ଗ୍ରାମରେ ଝୁନି ଦେହୁରୀ (୨୫) ନାମକ ଜଣେ ମହିଳାଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଥିବା ଅଭିଯୋଗ...

ନିଆଁ ଲଗାଇ ସ୍ତ୍ରୀକୁ ହତ୍ୟା, ସ୍ବାମୀ ଗିରଫ

ଖୁଣ୍ଟା,୭ା୮(ଡି.ଏନ.ଏ)- ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ନିଆଁ ଲଗାଇ ହତ୍ୟା କରିଥିବା ବୁଧବାର ଥାନାରେ ଅଭିଯୋଗ ହୋଇଛି। ଏଥିନେଇ...

Advertisement
Archives

Model This Week