ଘର ଭିତରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

କେନ୍ଦ୍ରାପଡ଼ା ଅଫିସ,୨।୧୨: ଟାଉନ୍‌ ଥାନା ଅନ୍ତର୍ଗତ ସହରର ଖଡ଼ଇଙ୍ଗସ୍ଥ ସୁରେନ୍ଦ୍ର କୁମାର ସିଂଙ୍କ ସ୍ତ୍ରୀ ଅନସୂୟା((୫୨)ଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଘରୁ ଉଦ୍ଧାର ହୋଇଛି। ଅଗ୍ନିକାଣ୍ଡ ଯୋଗୁ ଏପରି ଘଟିଥିବା କୁହାଯାଉଛି। ଟାଉନ୍‌ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ଜିଲା ସ୍ବାସ୍ଥ୍ୟକେନ୍ଦ୍ରକୁ ବ୍ୟବଚ୍ଛେଦ ପାଇଁ ପଠାଇଛି। ଅଗ୍ନିକାଣ୍ଡର କାରଣ ଏ ପର୍ଯ୍ୟନ୍ତ ଜଣା ପଡ଼ି ନ ଥିବା ବେଳେ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲ ICUରେ ଭୟଙ୍କର ଅଗ୍ନିକାଣ୍ଡ: ୧୦ ରୋଗୀ ଜୀବନ୍ତ ଦଗ୍ଧ

ପାଟନା,୪।୬: ଦିଲ୍ଲୀର ଏକ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ଡର ମାତ୍ର ଗୋଟିଏ ଦିନ ପରେ, ବିହାରର ମୁଜାଫରପୁରରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଥିବା ରିପୋର୍ଟ ଆସିଛି। ଗୁରୁବାର ପ୍ରାୟ…

ଛତ୍ରପୁର ମହୋତ୍ସବର ତୃତୀୟ ସନ୍ଧ୍ୟା: ଦୀପ୍ତିରେଖା-କୁଲଦୀପଙ୍କ ଗୀତରେ ବିଭୋର ହେଲେ ଶ୍ରୋତା

ଛତ୍ରପୁର,୩ା୬(ଦିଲ୍ଲୀପ ସାମଲ): ଛତ୍ରପୁରର ଅଧିଷ୍ଠାତ୍ରୀ ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଅବସରରେ ସ୍ଥାନୀୟ କଳା, ସଂସ୍କୃତି ଓ ପରମ୍ପରାର ଗରିମାମୟ ଐତିହ୍ୟକୁ ଉଦ୍‌ଜୀବିତ କରିବା ଲକ୍ଷ୍ୟ…

ହୀରାକୁଦରେ ପୂର୍ବ ଶତ୍ରୁତାରୁ ସଂଘବଦ୍ଧ ଆକ୍ରମଣ, ଯୁବକ ଗୁରୁତର

ସମ୍ବଲପୁର,୩ା୬(ପ୍ରମୋଦ ବହିଦାର): ହୀରାକୁଦରେ ପୂର୍ବ ଶତ୍ରୁତା ଓ ବାରମ୍ବାର ଗଣ୍ଡଗୋଳକୁ କେନ୍ଦ୍ର କରି ସଂଘବଦ୍ଧ ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ ହୋଇ ବୁର୍ଲା ଭମ୍‌ସାରରେ ଭର୍ତ୍ତି…

ଆମ୍ବ ତୋଟା ପାଚେରୀରେ ଲାଗିଥିଲା କରେଣ୍ଟ ତାର, ସଂସ୍ପର୍ଶରେ ଆସି ମାଈ ହାତୀର ମୃତ୍ୟୁ

​ସମ୍ବଲପୁର,୩।୬(ପ୍ରମୋଦ ବହିଦାର): ସମ୍ବଲପୁର ସଦର ରେଞ୍ଜ ଅନ୍ତର୍ଗତ ମାନେଶ୍ବରର ଝାଙ୍କରପାଲି ସେକ୍ସନ ଅଧୀନସ୍ଥ ବଦୁଆପାଲି ଗ୍ରାମରେ ବିଦ୍ଯୁତଘାତରେ ଏକ ମାଈ ହାତୀର ମୃତ୍ଯୁ ହୋଇଥିବା ଖବର ମିଳିଛି।…

କଳାବ୍ୟାଜ୍‌ ପିନ୍ଧିଲେ ବରଗଡ଼ କୋଷାଗାର କର୍ମଚାରୀ, ଏହି ଘଟଣାରେ କାର୍ଯ୍ୟାନୁଷ୍ଠାନ…

ବରଗଡ଼,୩।୬(ପ୍ରେମାନନ୍ଦ ଖମାରୀ)- ଯାଜପୁର ଜିଲା କୋଷାଗାର କର୍ମଚାରୀଙ୍କୁ କୋଷାଗାର ଅଧିକାରୀଙ୍କ ଅଶ୍ଳୀଳ ଆଚରଣ ଓ ମାଡ଼ ମାରିବା ଅଭିଯୋଗ ଘଟଣାକୁ ନେଇ ଚାଲିଥିବା ଆନ୍ଦୋଳନର ପ୍ରଭାବ ବରଗଡ଼ରେ…

ନାବାଳିକାଙ୍କୁ ନିଶା ଦେଇ ଚଳନ୍ତା କାରରେ ଗଣବଳାତ୍କାର, ପରେ କଲେ ଏଭଳି କାଣ୍ଡ

ଆସାମ ବିଶ୍ୱନାଥ ଜିଲାର ଚାଲିଆ ଚାପୋରିରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଭୟଙ୍କର ଘଟଣା ସାମ୍ନାକୁ ଆସିଛି । ଏଠାରେ ଜଣେ ୧୫ବର୍ଷୀୟା ନାବାଳିକାଙ୍କୁ ପାଞ୍ଚ ଜଣ ପୁରୁଷ…

ଧାନକଟା ମେଶିନରେ ଚାଲିଥିଲା କଫ୍ ସିରପ୍ ଚାଲାଣ, ଅତାବିରାରୁ ୨ ଗିରଫ

ଅତାବିରା,୩।୬(ଯୁଧିଷ୍ଠିର ମହାପାତ୍ର)-ବରଗଡ଼ ଜିଲା ଅଞ୍ଚଳରେ ଦିନକୁ ଦିନ କଫ୍ ସିରପ୍‌ କାରବାର ବଢ଼ିବାରେ ଲାଗିଛି । ମଙ୍ଗଳବାର ଅତାବିରା ଥାନା ପୋଲିସ ଏହି କାରବାରରେ ୨ ଅଭିଯୁକ୍ତଙ୍କୁ…

୬୧ବର୍ଷ ବୟସରେ ବର ସାଜିବେ ଆମିର, ଜୁଲାଇ ୫ରେ ତୃତୀୟ ବିବାହ…

ମୁମ୍ବାଇ: ପୁଣି ଥରେ ବିବାହ କରିବେ ବଲିଉଡର ‘ମିଷ୍ଟର ପରଫେକ୍ସନିଷ୍ଟ’। ୬୧ ବର୍ଷ ବୟସରେ ଆମିର ପୁଣି ଥରେ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri