ଘର ମିଳୁନାହିଁ, ଝାଟି ମାଟି ଘର ସାହା

କେନ୍ଦୁଝର, ୯ା୧୨(ସ୍ବ.ପ୍ର.)-ସରକାର ବିଭିନ୍ନ ଯୋଜନାରେ ଗରିବ ଲୋକଙ୍କୁ ବିଶେଷ କରି ଗୃହହୀନ ଆଦିବାସୀଙ୍କୁ ମାଗଣାରେ ଘର ଯୋଗାଇଦେଉଥିବା ବେଳେ ସଦର ବ୍ଲକ ଯୋଗୀମଠ ମୁଣ୍ଡା ସାହିରେ ବହୁ ଲୋକ ଘର ପାଇନାହାନ୍ତି। ଫଳରେ ଲୋକ ମାନେ ବର୍ଷା ଓ ଶୀତ ଦିନରେ ଅକଥନୀୟ ଦୁର୍ଦ୍ଦଶା ଭୋଗୁଛନ୍ତି । ଶୀତ ଦିନରେ ଘୋଡାଇ ହେବା ପାଇଁ କମ୍ବଳ ନାହିଁ । ଝାଟି ମାଟି ଘରେ ଥଣ୍ଡା ପବନରେ ବହୁ କଷ୍ଟରେ ରହୁଛନ୍ତି ା ଛାତରୁ ପାଣି ଗଳୁଥିବାରୁ ଚିରା ପଲିଥିନ ହିଁ ସାହା ଭରସା। ଏଭଳି ଅବସ୍ଥାରେ ରହୁଛନ୍ତି ସାବିତ୍ରୀ ମୁଣ୍ଡା ା ଏହି ଘରେ ଉଭୟ ସ୍ତ୍ରୀସ୍ବାମୀ ଦୁଇ ଜଣ ରହୁଛନ୍ତି। ମୂଲ ମଜୂରୀ ଲାଗି ଦୁଃଖ କଷ୍ଟରେ ଚଳୁଛନ୍ତି। ଘର ମିଳିବ ବୋଲି କହୁଛନ୍ତି କିନ୍ତୁ ମିଳୁନାହିଁ ା ଭଲ ଘରେ ରହୁଥିବା ଲୋକ ଆବାସ ଯୋଜନାରେ ଘର ପାଇଥିବା ବେଳେ ସାବିତ୍ରୀଙ୍କୁ ଖଣ୍ଡେ ଘର ମିଳୁନଥିବାରୁ ସେ ଦୁଃଖ ପ୍ରକାଶ କରିଛନ୍ତି ା ଏନେଇ ଦରଖାସ୍ତ କରାଯାଇଥିଲେ ହେଁ ମିଳୁନାହିଁ। ଅର୍ଥାଭାବରୁ ଝାଟିମାଟି ଘର ସଜାଡି ପାରୁନାହାନ୍ତି। ଘର ମିଳିବ ଆଶାରେ ଅନେଇ ରହିଥିବା ସେ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧୋକା ଖାଇବାରୁ…

ବିଡିଓଙ୍କ ଚାମ୍ବରରେ ଭିଡିଓ ରେକର୍ଡିଂ, ସରପଞ୍ଚ ଚାମେଲିଙ୍କୁ ଉଠାଇନେଲା ପୋଲିସ, ଛାତି – ପେଟକୁ ମାଡ ମାରି…

କେନ୍ଦ୍ରାପଡ଼ା/ମହାକାଳପଡ଼ା, ୧୨ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରୀ ଗ୍ରାମ ପଞ୍ଚାୟତ ସରପଞ୍ଚ ଚାମେଲି ଓଝା ଗୁରୁବାର ବିଡିଓଙ୍କ ଚାମ୍ବରରେ…

ତାମିଲନାଡୁକୁ ଚାଲାଣ ଅଭିଯୋଗ, ୨ ଜଣ ବାନ୍ଧିଲା ପୋଲିସ, ଆଦିବାସୀ ଯୁବତୀଯୁବକଙ୍କୁ ପ୍ରଲୋଭନ ଦେଖାଇ…

ହାଟଡିହୀ/ଆନନ୍ଦପୁର/ ବଞ୍ଚୋ/ ଛେନାପଦି , ୧୧l୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ ପ୍ରଦୋଷ ବିଶ୍ୱାଳ/ ନିରାକାର ପରିଡା): ଆଦିବାସୀ କିଶୋର କିଶୋରୀ କିଶୋରଙ୍କୁ ପ୍ରଲୋଭନ ଦେଖାଇ ତାମିଲନାଡୁକୁ ଚାଲାଣ…

କାଳବୈଶାଖୀର ତାଣ୍ଡବ : ରାସ୍ତା ଉପରେ ଗଛ ପଡ଼ି ଯାତାୟାତ ବାଧାପ୍ରାପ୍ତ

ବଞ୍ଚୋ, ୧୧।୬ :(ପ୍ରଦୋଷ ବିଶ୍ୱାଳ ): କାଳବୈଶାଖୀର ପ୍ରଭାବରେ ଆନନ୍ଦପୁର ପୌରାଞ୍ଚଳର ମାଳିସାହି ନିକଟରେ ଏକ ବଡ଼ ଗଛ ଉପୁଡ଼ି ପଡ଼ିବା ଫଳରେ କରଞ୍ଜିଆଭଦ୍ରକ ରାସ୍ତାରେ କିଛି…

ନାବାଳିକା ଗର୍ଭଧାରଣ ଘଟଣାରେ ପୋଲିସର ବଡ଼ ଆକ୍ସନ! ଯୁବକ ଗିରଫ

ବଞ୍ଚୋ,୧୧।୬(ପ୍ରଦୋଷ ବିଶ୍ୱାଳ ): କେନ୍ଦୁଝର ଜିଲାର ସୋସୋ ଥାନା ଅଞ୍ଚଳର ଜଣେ ୧୭ ବର୍ଷୀୟା ନାବାଳିକା ଗର୍ଭବତୀ ହେବା ଘଟଣାରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି…

ରହସ୍ୟଘେରରେ ମହିଳାଙ୍କ ମୃତ୍ୟୁ, ବିଷ କ୍ରିୟାରେ ମହିଳାଙ୍କ ମୃତ୍ୟୁକୁ ନେଇ…

ହାଟଡିହୀ/ଛେନାପଦୀ,୧୦।୬(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଶାଳକଣିଆଁ ଗ୍ରାମରେ ଜଣେ ମହିଳାଙ୍କୁ ବିଷ ଦେଇ ମାରି ଦେଇଥିବା ଅଭିଯୋଗ ହୋଇଛି । ଏହି ଆଧାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri