ଦାରିଙ୍ଗବାଡି/ବ୍ରାହ୍ମଣୀଗଁ।,୨୩।୨(ଡି.ଏନ୍.ଏ.)-ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗଁ। ଥାନା ପୁଇଗୁଡା ଘାଟିରେ ଶନିବାର ଅପରାହ୍ନରେ ଏକ ଅଟୋ ଓଲଟି ୮ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତ ଆହତଙ୍କୁ ବ୍ରାହ୍ମଣୀଗଁ। ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା କରାଯାଇଥିଲା। ରାଜେଶ ଦଳେଇ, ଦୀପକ ବଳିଆରସିଂ ଏବଂ ଗୋପିନାଥ ପାତ୍ରଙ୍କ ଅବସ୍ଥା ଗୁରୁତର ଥିବାରୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ବ୍ରାହ୍ମଣୀଗଁ। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଆହତଙ୍କୁ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚାଇବା ସହ ଅଟୋ ଜବତ କରିଛି। ନଂ.୧୨/୨୦ରେ ମାମଲା ରୁଜୁକରି ଅଧିକା ତଦନ୍ତ କରାଯାଉଥିବା ଥାନା ଅଧିକାରୀ ରଞ୍ଜିତ ମୁନୀ କହିଛନ୍ତି। ପ୍ରକାଶ ଯେ, ଅଟୋ (ନଂ.ଓଡି୦୭ବି-୪୬୩୩)ରେ ଯାତ୍ରୀମାନେ ବ୍ରାହ୍ମଣୀଗଁ। ଠାରୁ ଗଦାପୁର ଅଭିମୁଖେ ଯାଉଥିଲେ। ପ୍ରାୟ ୧ କିମି ଯିବା ପରେ ପୁଇଗୁଡା ଘାଟିରେ ଅଟୋଟି ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟି ପଡିଥିଲା।

କନ୍ଧମାଳ ଲକ୍ଡାଉନ୍: ବୃଦ୍ଧି ପାଉଛି ଚୋରା ମଦ କାରବାର
ଦାରିଙ୍ଗବାଡ଼ି,୨୫।୩(ଡି.ଏନ୍.ଏ.): କରୋନା ଭୟାବହତାକୁ ଦୃଷ୍ଟିରେ ରଖି ଏହାର ମୁକାବିଲା ଲାଗି କନ୍ଧମାଳ ଜିଲାରେ ୧୪୪ ଧାରା ବଳବତ୍ତର ରହିବା ସହ ଲକ୍ଡାଉନ୍ କରାଯାଇଛି । ଏହି...

ପଥରରେ ଛେଚି ଜଣଙ୍କୁ ହତ୍ୟା: ଅଭିଯୁକ୍ତ ଅଟକ
ବାଲିଗୁଡ଼ା,୧୧ା୧(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ସାରଙ୍ଗଡ଼ ଥାନା ଅଞ୍ଚଳରେ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ମଦ ପିଇ ଗଣ୍ଡଗୋଳ ପରେ ଜଣେ ଅନ୍ୟଜଣଙ୍କୁ ପଥରରେ...

କେନ୍ଦ୍ର ବିରୋଧରେ କଂଗ୍ରେସର ବିଶାଳ ସମାବେଶ
ଫୁଲବାଣୀ ଅଫିସ, ୨୧ା୧୧-କନ୍ଧମାଳ ଜିଲା କଂଗ୍ରେସ ପକ୍ଷରୁ ଗୁରୁବାର ଫୁଲବାଣୀରେ ବିଶାଳ ସମାବେଶ କରାଯାଇଛି । ବିଭିନ୍ନ କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ବିଫଳତା ଦର୍ଶାଇ ଦଳୀୟ...

ଦାରିଙ୍ଗବାଡିରେ ପ୍ରବଳ ବର୍ଷା ସହ ଶୀତ ଅନୁଭୂତ
ଦାରିଙ୍ଗବାଡି,୫।୨(ଡି.ଏନ.ଏ)- କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ଲଘୁଚାପ ପ୍ରଭାବରେ ବୁଧବାର ସକାଳଠାରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇଛି। ବର୍ଷା...

ଲକ୍ଡାଉନ୍ରେ ଚିତ୍ରଶିଳ୍ପୀଙ୍କୁ କାମ ଯୋଗାଇଲା ଏନ୍ଏସି
ବାଲିଗୁଡ଼ା,୨୮ା୫(ଡି.ଏନ୍.ଏ.)- ଲକ୍ଡାଉନ୍ ପରେ କାମ ନ ପାଇ ହାତବାନ୍ଧି ବସିଥିବା ବାଲିଗୁଡା ଟାଉନର ୪୦ରୁ ଉର୍ଦ୍ଧ୍ୱ ଚିତ୍ରଶିଳ୍ପୀଙ୍କୁ ସହାୟତାର ହାତ ବଢ଼ାଇଛି ଏନ୍ଏସି। ଏନ୍ଏସି ଅଧ୍ୟକ୍ଷ...

ବିନା ଭକ୍ତରେ ତିନି ଠାକୁରଙ୍କ ସୁନାବେଶ
ଜି.ଉଦୟଗିରି,୨।୭(ଡି.ଏନ୍.ଏ.): କନ୍ଧମାଳ ଜିଲା ଜି. ଉଦୟଗିରି ଜଗନ୍ନାଥ ମନ୍ଦିରରେ ଗୁରୁବାର ବିନା ଭକ୍ତରେ ତିନି ଠାକୁରଙ୍କ ସୁନାବେଶ ଅନୁଷ୍ଠିତ ହୋଇଯାଇଛି । ଭୋଗ ମଣ୍ଡପରେ ସକାଳର...

କିନ୍ନର ଚଳାଇବେ ଏନ୍ଏସି ଗାଡ଼ି
ବାଲିଗୁଡ଼ା,୨।୧(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଏନ୍ଏସି ପ୍ରଶାସନ ପକ୍ଷରୁ ବର୍ତ୍ତମାନ କିନ୍ନରମାନଙ୍କୁ ଆମତ୍ନିର୍ଭରଶୀଳ କରିବାକୁ ଏକ ପ୍ରୟାସ ଆରମ୍ଭ କରାଯାଇଛି। ସ୍ବଚ୍ଛ ଭାରତ ଅଭିଯାନ ଓ...

୧୦ ଫୁଟର ଅହିରାଜ ଉଦ୍ଧାର
ବାଲିଗୁଡ଼ା,୨୪ା୪: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ସଗଡ଼ିଆ ସାହିରୁ ଶନିବାର ୧୦ଫୁଟର ଲମ୍ବର ଏକ ଅହିରାଜ ସାପ ବନ ବିଭାଗ ଉଦ୍ଧାର କରିଛି।...