ଘାଟିରେ ଓଲଟିଲା ବିଜୁ ଗାଁ ବସ୍‌: ୧୨ ଯାତ୍ରୀ ଆହତ

କେନ୍ଦୁଝର, ୧୬ା୯ (ସ୍ବ.ପ୍ର.): କେନ୍ଦୁଝର ଜିଲା କାଞ୍ଜିପାଣି ଘାଟିରେ ସୋମବାର ଏକ ବିଜୁ ଗାଁ ବସ୍‌ ଓଲଟି ପଡ଼ିବାରୁ ୧୨ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୫ଜଣ ମହିଳା ଥିବା ଜଣାପଡ଼ିଛି। ସମସ୍ତ ଆହତଙ୍କୁ ତେଲକୋଇ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।
ପ୍ରକାଶ ଯେ, ବସଟି କେନ୍ଦୁଝରରୁ ଯାତ୍ରୀନେଇ କରଦାଙ୍ଗି ଅଭିମୁଖେ ଯାଉଥିଲା। କାଞ୍ଜିପାଣି ଘାଟିରୁ ବସ୍‌ଟି ତଳକୁ ଗଡ଼ୁଥିବା ବେଳେ ହଠାତ୍‌ ବ୍ରେକ୍‌ ଫେଲ୍‌ ହୋଇଯାଇଥିଲା। ଡ୍ରାଇଭର ବସ୍‌କୁ ଅଟକାଇବାକୁ ଚେଷ୍ଟା କରିଥିଲେ ମଧ୍ୟ ତାହା ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଛେଳିକୁ ଗିଳିଲା ଅଜଗର

ବନ୍ତଳା,୧୪।୧୦(ଡି.ଏନ୍‌.ଏ.) : ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ତଳଗଡ଼ ପଞ୍ଚାୟତ ରଗୁଡ଼ିଆପଡା ଗ୍ରାମର ଅମରି ଦେହୁରୀଙ୍କର ଛେଳିକୁ ରବିବାର ଅପରାହ୍ନରେ ଏକ ଅଜଗର ଗିଳି ଦେଇଛି।...

ଧରାକୋଟ ବ୍ଲକରେ ଅଜଣା ଜନ୍ତୁ ଆତଙ୍କ, ୩୫ ଛେଳି ମୃତ

ଧରାକୋଟ,୧୭।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ତଉଗାଁ ପଞ୍ଚାୟତ ଅନ୍ତର୍ଗତ ବାହାଡ଼ାଗୁଡ଼ା ଗ୍ରାମରେ ଅଜଣା ଜନ୍ତୁ ଆତଙ୍କ ଦେଖାଯାଇଛି। ଶୁକ୍ରବାର ଅଜଣା ଜନ୍ତୁ ଆକ୍ରମଣରେ ଗ୍ରାମର...

ସୁପ୍ରିମକୋର୍ଟରେ ପହଞ୍ଚିଲା ବର୍ଷା-ଅନୁଭବ ବିବାଦ

କଟକ ଅଫିସ, ୨୦।୯: ଏମ୍‌ପି ତଥା ଓଲିଉଡ୍‌ ଅଭିନେତା ଅନୁଭବ ମହାନ୍ତି ଏବଂ ଅଭିନେତ୍ରୀ ବର୍ଷା ପ୍ର୍ରିୟଦର୍ଶିନୀଙ୍କ ବିବାଦ ଏବେ ସୁପ୍ରିମକୋର୍ଟରେ ପହଞ୍ଚିଛି। ଦିଲ୍ଲୀ ପଟିଆଲା...

ମୌଳିକ ସୁବିଧାରୁ ବଞ୍ଚିତ ସାହାଡ଼ାକୋଳି ଗ୍ରାମବାସୀ

ରଗଡ଼ି,୧୯।୪(ଡି.ଏନ.ଏ.): ଯାଜପୁର ଜିଲାର ଗ୍ରାମାଞ୍ଚଳକୁ ପାନୀୟ ଜଳ ଯୋଗାଇବା ପାଇଁ ଗତ ୨ ବର୍ଷ ହେବ ୮୮ କୋଟି ୮୪ ଲକ୍ଷ ୫୮ ହଜାର ଟଙ୍କାର...

CORONAVIRUS UPDATE: ଭଦ୍ରକରେ କରୋନା ଆକ୍ରାନ୍ତ ସଂଖ୍ୟା ୧୯

ଭଦ୍ରକ ଅଫିସ,୨୮।୪: ରାଜ୍ୟରେ ମଙ୍ଗଳବାର ୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତ। ଏମାନଙ୍କ ମଧ୍ୟରୁ ୩ଜଣ ଭଦ୍ରକ ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର...

ଟ୍ରକ୍‌ ଧକ୍କାରେ ଯୁବକ ମୃତ, ଉତ୍ତେଜନା

ଖୋର୍ଦ୍ଧା ଅଫିସ,୭ା୪: ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟ ନିକଟ ଭୁବନେଶ୍ୱର-ଚେନ୍ନାଇ ୧୬ନଂ. ଜାତୀୟ ରାଜପଥରେ ମଙ୍ଗଳବାର ଟ୍ରକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ତେବେ ମୃତକଙ୍କ...

ଶ୍ରୀମନ୍ଦିରରେ ପ୍ରବେଶ କଲେ ଦଇତାପତି ସେବକ

ପୁରୀ ଅଫିସ,୩।୬: ଆସନ୍ତା ୫ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା। ସ୍ନାନ ମଣ୍ଡପରେ ପ୍ରତ୍ୟକ୍ଷ ସ୍ନାନ କରିବେ ମହାପ୍ରଭୁ। ଏଥିପାଇଁ ଦାରୁବିଗ୍ରହଙ୍କୁ ପହଣ୍ଡିରେ ସ୍ନାନ ବେଦୀକୁ ଅଣାଯିବ।...

ଭାଜପା ବିଧାୟକ ମଦନମୋହନ ଦତ୍ତଙ୍କ ପରଲୋକ

ବାଲେଶ୍ୱର ଅଫିସ/ଭୁବନେଶ୍ୱର, ୧୭।୬(ବ୍ୟୁରୋ): ବାଲେଶ୍ୱର ସଦର ଭାଜପା ବିଧାୟକ ମଦନମୋହନ ଦତ୍ତଙ୍କର ବୁଧବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ହୋଇଥିଲା। ଭୁବନେଶ୍ୱରର...

Advertisement


Archives

Model This Week

Why Dharitri