ଘାତକ କରୋନା ଭୟ: ସେଲ୍ଫ ଆଇସୋଲେଶନରେ ଏ ସବୁ ବଲିଉଡ୍‌ କଳାକାର

ବମ୍ବେ: ଚିନ୍ତା ବଢ଼ାଇଛି ଘାତକ କରୋନା। ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ମହାରାଷ୍ଟ୍ରରେ ସଂକ୍ରମିତଙ୍କ ସଂଖ୍ୟା ଅଧିକ ଥିବା ଦେଖାଯାଇଛି। ଏପରିସ୍ଥଳେ ଅଭିନେତା ତଥା ଅଭିନେତ୍ରୀମାନେ ହୋମ୍‌ ଆଇସୋଲେଶନରେ ଥିବା ଦେଖିବାକୁ ମିଳିଛି।

ଦିଲୀପ କୁମାର ସେଲ୍ଫ କ୍ୱାରାଣ୍ଟାଇନ୍‌ରେ ଥିବା ଜଣାପଡ଼ିଛି। ଏବେ ତାଙ୍କୁ ୯୭ ବର୍ଷ ହୋଇଥିବା ବେଳେ ସ୍ବାସ୍ଥ୍ୟଗତ ଦିଗରୁ ସେ କ୍ୱାରାଣ୍ଟାଇନ୍‌ରେ ଥିବା ଟୁଇଟ୍‌ରରେ ସୂଚନା ଦେଇଛନ୍ତି।

ଅର୍ଜୁନ କପୁର ଇନ୍‌ଷ୍ଟାଗ୍ରାମ୍‌ରେ ଏକ ପୋଷ୍ଟ କରି କ୍ୱାରାଣ୍ଟାଇନ୍‌ରେ ଥିବା ସୂଚନା ଦେଇଛନ୍ତି। ଅର୍ଜୁନ କହିଛନ୍ତି ଘରେ ମୋର ତୃତୀୟ ଦିନ।

ଭଜନ ସମ୍ରାଟ ଅନୁପ ଜଲୋଟା ମଧ୍ୟ ଏକ ହୋଟେଲରେ ଆଇସୋଲେଶନରେ ରହିଛନ୍ତି। ସେ ଲଣ୍ଡନରୁ ଫେରିଥିଲେ। ତାଙ୍କୁ ୬୦ ବର୍ଷ ହୋଇଥିବା ଯୋଗୁ ସ୍ବାସ୍ଥ୍ୟଗତ ଦିଗକୁ ଦୃଷ୍ଟିରେ ରଖି ଏପରି କରାଯାଇଛି।

ଅଭିନେତ୍ରୀ ଆଲିଆ ଭଟ୍ଟ ମଧ୍ୟ କରୋନା ସଂକ୍ରମଣକୁ ନେଇ ସେଲ୍ଫ କ୍ୱାରାଣ୍ଟାଇନ୍‌ରେ। ଘରୁ ବାହାରୁ ନ ଥିଲେ ହେଁ ସେ ଖାଇବା ପିଇବା ଏବଂ ଫିଟ୍‌ନେସର ପୂରା ଧ୍ୟାନ ରଖୁଛନ୍ତି। ସେହିଭଳି କ୍ୟାଟ୍ରିନା ମଧ୍ୟ ଘରେ ରହି ନିଜ ସ୍ବାସ୍ଥ୍ୟର ଧ୍ୟାନ ରଖୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଶାନ୍ତଙ୍କ ନାମରେ ନାମିତ ହେଲା ପାଟନାର ଏହି ଛକ

ପାଟନା: ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ଏବେ ବି ପ୍ରଶଂସକଙ୍କ ପାଇଁ ଦୁଃଖର କାରଣ ପାଲଟିଛି। ଅନେକ ଏହାକୁ ଗ୍ରହଣ କରିପାରୁନାହାନ୍ତି। ଗୋଟିଏ ପଟେ...

ଏକ ରୁଗ୍‌ଣ ସମାଜର ପ୍ରତିନିଧି ଶେଖର

ଶେଖର ଜଣେ ସଂଘର୍ଷ କରୁଥିବା ଯୁବକ। ସେ ଏକ ରୁଗ୍‌ଣ ସମାଜର ପ୍ରତିନିଧି। ସେ ସଂଗ୍ରାମ କରୁଛି ଦାରିଦ୍ର୍ୟ ବିରୋଧରେ। ନିଜେ ବଞ୍ଚତ୍ବ। ଗୋଟିଏ ବୋଲି...

ସୁଶାନ୍ତ ମୃତ୍ୟୁ ମାମଲା: ମୁମ୍ବାଇ ପୋଲିସ ଉପରେ ପ୍ରଶ୍ନ ଉଠାଇଲା ଭାଜପା, ସିବିଆଇ ଯାଞ୍ଚ ଦାବି

ବମ୍ବେ: ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ମୁମ୍ବାଇ ପୋଲିସର ତଦନ୍ତ ଉପରେ ପ୍ରଶ୍ନ ଉଠାଇଛି ଭାଜପା। ମହାରାଷ୍ଟ୍ରର ଭାଜପା ନେତା ଆଶିଷ ଶେଲାର...

କାହିଁକି ବିବାହ କରୁ ନାହାଁନ୍ତି ସଲମାନ: ସାମ୍ନାକୁ ଆସିଲା ନୂଆ କାରଣ

ମୁମ୍ବାଇ: ବଲିଉଡ୍‌ ଭାଇଜନ୍‌ ସଲମାନ ଖାଁ ୫୩ ବର୍ଷରେ ପଦାର୍ପଣ କଲେଣି। କିନ୍ତୁ ଆଜି ପର୍ଯ୍ୟନ୍ତ ସେ ବିବାହ କରି ନାହାଁନ୍ତି। ସେ କେବେ ବିବାହ...

ସଲମାନଙ୍କ ସାହାଯ୍ୟ ମାଗିଲେ ଏହି ଅଭିନେତ୍ରୀ

ମୁମ୍ବାଇ: ଏବେ ଦେଶରେ କରୋନା ମହାମାରୀ ଚିନ୍ତାର କାରଣ ପାଲଟିଥିବା ବେଳେ ଏହି ଅଦୃଶ୍ୟ ଯୁଦ୍ଧରେ ଲଢୁଛନ୍ତି ଦେଶବାସୀ। ଏହି ସମୟରେ ବଲିଉଡ୍‌ ସେଲିବ୍ରିଟିମାନେ ମଧ୍ୟ...

ଏବେ ଆଉ ବଡ଼ ଭୂମିକାରେ ଅଭିନୟ କରିବାକୁ ଚାହୁଁ ନାହାଁନ୍ତି ମନିଷା

ମୁମ୍ବାଇ: ବଲିଉଡ୍‌ ନାୟିକା ମନିଷା କୋଇରାଲା ବେଶ୍‌ କିଛି ସମୟ ବ୍ୟବଧାନରେ ପୁଣି ଥରେ ବଡ ପରଦାରେ ନଜର ଆସିବେ ବୋଲି ଜଣାପଡିଛି। ହେଲେ ଦିନେ...

ମା’ଙ୍କ ନାଁରେ କ୍ୟାନସର୍‌ ହସ୍ପିଟାଲ୍‌ ନିର୍ମାଣ କରିବାକୁ ଚାହୁଁଛନ୍ତି ଏହି ଅଭିନେତା

ବଲିଉଡ୍‌ ଅଭିନେତା ସଞ୍ଜୟ ଦତ୍ତ ଉତ୍ତରପ୍ରଦେଶର ପ୍ରୟାଗରାଜ୍‌ସ୍ଥିତ ନିଜ ଗ୍ରାମରେ ଏକ କ୍ୟାନସର୍‌ ହସ୍ପିଟାଲ୍‌ ମା’ ନର୍ଗିଶଙ୍କ ନାମରେ ଖୋଲିବାକୁ ଚାହୁଁଛନ୍ତି। ନିଜ ଆଗାମୀ ଫିଲ୍ମ...

ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଫଣ୍ଡକୁ ସହଯୋଗର ହାତ ବଢାଇ ନାନା ପାଟେକର ଦେଲେ ଭଲ ଉପଦେଶ

ମୁମ୍ବାଇ,୩୧।୩: କରୋନା ଭାଇରସକୁ ନେଇ ଏବେ ସାରା ବିଶ୍ୱ ଚିନ୍ତାରେ। ଭାରତରେ ବି ବେଳକୁ ବେଳ କରୋନା ସ୍ଥିତି ସାଙ୍ଘାତିକ ହେବାରେ ଲାଗିଛି। ଏକେ କରୋନା...

Coronavirus Update


Archives

Model This Week

Why Dharitri