ଘାସରେ ଖାଲିପାଦରେ ଚାଲିବା ଲାଭଦାୟକ: କେବେ ହେବନି ଏହି ରୋଗ

ପାର୍କ ବା ଘାସ ଉପରେ ଖାଲିପାଦରେ ଚାଲିବା ଶରୀର ପାଇଁ ଲାଭଦାୟକ। ଏହା ଦ୍ୱାରା ଅନେକ ମାରାତ୍ମକ ରୋଗ ମଧ୍ୟ ଭଲ ହୋଇଥାଏ। ଜାଣିବା ସେ ସମ୍ପର୍କରେ-
ଗୋଡ଼ ଫୁଲିବା ଦୂର ହୁଏ:
ବୟସ ବଢ଼ିବା ସାଙ୍ଗକୁ ଗୋଡ଼ ଫୁଲିବା ପରି ରୋଗ ଦେଖାଦେଇଥାଏ। ଏପରି ସମସ୍ୟାରୁ ଉପଶମ ପାଇବା ପାଇଁ ହେଲେ ସକାଳୁ କିଛି ସମୟ ଖାଲିପାଦରେ ଘାସ ଉପରେ ଚାଲିବା ଆବଶ୍ୟକ।

ନିଦ୍ରାହୀନତା ଦୂର:
ଅନିଦ୍ରା ଏକ ସ୍ଲିପିଂ ଡିସ୍‌ଅର୍ଡର ସମସ୍ୟା। ଏହି ରୋଗ ହେଲେ ଜଣେ ବ୍ୟକ୍ତି ଠିକ୍‌ ଭାବେ ଶୋଇପାରି ନ ଥାଏ। ଖାଲିପାଦରେ ମାତ୍ର ୧୫ ମିନିଟ ଘାସ ଉପରେ ଚାଲିବା ଦ୍ୱାରା ଏହି ସମସ୍ୟାରୁ ମୁକ୍ତି ମିଳିଥାଏ।

ଦୃଷ୍ଟିଶକ୍ତି ବୃଦ୍ଧି:
ପାଦରେ ଏକପ୍ରକାର ପ୍ରେସର ପଏଣ୍ଟ ରହିଛି। ସବୁଦିନ ସକାଳେ ଖାଲିପାଦରେ ଚାଲିବା ଦ୍ୱାରା ପ୍ରେସର ପଏଣ୍ଟ ଶକ୍ତ ହୋଇଥାଏ ଏବଂ ଘାସକୁ ଦେଖିବା ଦ୍ୱାରା ଦୃଷ୍ଟିଶକ୍ତି ପ୍ରଖର ହେବା ସହ ଆରାମ ଲାଗିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବାଘ ସହ ୩୦ ମିନିଟର ଲଢେଇ: ଯୁବକ ଗୁରୁତର

ନୀଳଗିରି, ୨୪।୭ (ପ୍ରଶାନ୍ତ କୁମାର ବିଶ୍ୱାଳ): କୁଳଡିହା ଅଭୟାରଣ୍ୟ ନିକଟରେ ବାଘ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ପ୍ରଥମେ ତାଙ୍କୁ ନୀଳଗିରି ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣ, ନଟରାଜ ସେମିରେ

ଗ୍ଲାସ୍‌ଗୋ, ୨୪ା୭:ଭାରତୀୟ ସନ୍ତରଣକାରୀ ଶ୍ରୀହରି ନଟରାଜ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣର ୫୦ମିଟର ବ୍ୟାକ୍‌ଷ୍ଟ୍ରୋକ୍‌ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ହିଟ୍‌ରଗୁଡ଼ିକରୁ ଶ୍ରେଷ୍ଠ ୧୬ଜଣ ଏହି…

ଡୋପିଙ୍ଗ ମାମଲା, ରାଜ୍ୟଗୋଷ୍ଠୀ କ୍ରୀଡ଼ାରୁ ବାଦ୍‌ ପଡ଼ିଲେ ଜୁଡୋକା ମାନ୍‌

ନୂଆଦିଲ୍ଲୀ,୨୪ା୭: ବର୍ମିଂହାମ୍‌ ରାଜ୍ୟଗୋଷ୍ଠୀ କ୍ରୀଡ଼ା ରୌପ୍ୟ ପଦକ ବିଜୟିନୀ ଜୁଡୋକା ତୁଲିକା ମାନ୍‌ଙ୍କୁ ଚଳିତ ଗ୍ଲ୍‌ାସ୍‌ଗୋ ସଂସ୍କରଣରୁ ପ୍ରତ୍ୟାହାର କରି ନିଆଯାଇଛି। ଗତ ୧୨ ମାସ ମଧ୍ୟରେ…

ଜାତୀୟ ରାଜନୀତିରେ ହଲଚଲ: ଆଜି ରାତି ୮ଟାରେ ବଡ଼ ଘୋଷଣା କରିବେ ସରକାର…

ନୂଆଦିଲ୍ଲୀ,୨୪।୭: NEET ପେପର ଲିକ୍ ପରେ କକରୋଚ ଜନତା ପାର୍ଟି (CJP) ର ପ୍ରତିବାଦ ଏବଂ ଜେନ୍-ଜି (Gen-Z) ଙ୍କ ଆନ୍ଦୋଳନ ପରେ କେନ୍ଦ୍ର ସରକାର ଆଲର୍ଟ…

ଜମି ଦେବାକୁ କହି ୯୨ ଲକ୍ଷ ଟଙ୍କାର ଠକେଇ, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୪।୭: ଜମି ବିକ୍ରି ନାଁରେ ୯୨ ଲକ୍ଷ ଟଙ୍କାର ଠକେଇ ଅଭିଯୋଗରେ ଲକ୍ଷ୍ମୀସାଗର ଥାନା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଭୁବନେଶ୍ୱରର ମେହେରପଲ୍ଲୀ ଓ ମେଣ୍ଢାଶାଳ…

CJPକୁ ସମର୍ଥନ କରି ଚାକିରି ଛାଡିଲେ ଉତ୍ତରାଖଣ୍ଡ ପୋଲିସ! ଆନ୍ଦୋଳନକୁ ନେଇ କଲେ ବଡ଼ ଖୁଲାସା,ଦେଶରେ ଚହଳ…

ନୂଆଦିଲ୍ଲୀ,୨୪।୭: CJP ମଞ୍ଚ ଏହାର ଚାଲିଥିବା ପ୍ରତିବାଦ ଯୋଗୁଁ ଦେଶବ୍ୟାପୀ ଦୃଷ୍ଟି ଆକର୍ଷଣ କରିଛି। ଏବେ, ସେଠାରେ ଏକ ଘଟଣା ଘଟିଛି ଯାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ…

ଆନ୍ଧ୍ରରୁ ଚୋରି ଗଞ୍ଜାମରେ ଚାଲାଣ: ୫ ଦାମୀ ବାଇକ ସହ ଯୁବକ ଗିରଫ

ଛତ୍ରପୁର, ୨୪।୭ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ପଡ଼ୋଶୀ ରାଜ୍ୟ ଆନ୍ଧ୍ର ପ୍ରଦେଶରୁ ୫ଟି ଦାମୀ ମୋଟରସାଇକେଲ ଚୋରି କରି ଗଞ୍ଜାମ ଜିଲାରେ ଚାଲାଣ କରୁଥିବା ଜଣେ ଯୁବକଙ୍କୁ…

ସମୁଦ୍ର ମଧ୍ୟକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ: କାଲିଠୁ ୨୭ ଯାଏଁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୨୪।୭ ବଙ୍ଗୋପସାଗରରେ ପାଣିପାଗ ପରିସ୍ଥିତି ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ଭାରତୀୟ ପାଣିପାଗ ବିଭାଗ (IMD) ଓଡ଼ିଶା ଉପକୂଳର ମତ୍ସ୍ୟଜୀବୀମାନଙ୍କ ପାଇଁ ସତର୍କ ସୂଚନା ଜାରି କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri