ଘୂର୍ଣ୍ଣିବଳୟ: ଉପକୂଳ ଓଡ଼ିଶାରେ ବଢ଼ିବ ବର୍ଷା

ଭୁବନେଶ୍ୱର, ୬ା୭(ବ୍ୟୁରୋ): ଓଡ଼ିଶା ଏବଂ ଛତିଶଗଡ଼ ଉପରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ପରିମାଣ ବୃଦ୍ଧି ପାଇବା ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କଳାହାଣ୍ଡି, ଗଞ୍ଜାମ, ପୁରୀ, ବରଗଡ଼, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ସେହିପରି ଯାଜପୁର, କଟକ, ଢେଙ୍କାନାଳ ଏବଂ ଦେବଗଡ଼ ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ରାଜ୍ୟରେ ଆକାଶ ମେଘାଚ୍ଛନ୍ନ ରହୁଥିଲେ ମଧ୍ୟ କାଁ ଭାଁ ବର୍ଷା ହେଉଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ପାରାଦୀପରେ ୧୦.୨ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ୱରରେ ୬.୭ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନବ ଦାସ ହତ୍ୟା ମାମଲାରେ ଭାଜପା ହୀନ ରାଜନୀତି କରୁଛି: ବିଜେଡି

ଭୁବନେଶ୍ୱର,୩୦।୭ (ଅନିଲ ଦାସ): ଓଡ଼ିଶା ଭାଜପା ନେତାଙ୍କ ପାଖରେ କୌଣସି ପ୍ରସଙ୍ଗ ନାହିଁ। ସେମାନେ ପ୍ରତି ୧୫ ଦିନରେ ଏହି ସମ୍ବେଦନଶୀଳ ବିଷୟ ଉପରେ ଦୁର୍ଭାଗ୍ୟପୂର୍ଣ୍ଣ...

୩ ଜିଲା ପରିଷଦ ପଦ ପାଇଁ ସଂରକ୍ଷଣ ତାଲିକା ବଦଳିଲା

ଡେରାବିଶ,୧୧ା୧(ସ୍ବ.ପ୍ର.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ ଚୂଡାନ୍ତ ପ୍ରାର୍ଥୀ ତାଲିକା ଘୋଷଣା ହେବା ପରେ ଡେରାବିଶ ବ୍ଲକ ଅଧୀନରେ ଥିବା...

ଆଇଏଏସ୍‌ ଅଫିସରଙ୍କୁ ପଦୋନ୍ନତି

ଭୁବନେଶ୍ୱର,୩୧।୧୨(ବ୍ୟୁରୋ):ରାଜ୍ୟ ସରକାର ବରିଷ୍ଠ ଓ କନିଷ୍ଠ ଆଇଏଏସ୍‌ ଅଫିସରଙ୍କୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପଦବୀକୁ ପଦୋନ୍ନତି ଦେଇଛନ୍ତି। ସ୍ବରାଷ୍ଟ୍ର ବିଭାଗ ପ୍ରମୁଖ ସଚିବ ସଞ୍ଜୀବ...

ଆସନ୍ତା ୨୬ରୁ ଖୋଲିବ ସ୍କୁଲ: ଆରମ୍ଭ ହେବ ଦଶମ, ଦ୍ୱାଦଶ ଶ୍ରେଣୀ ପାଠପଢ଼ା

ଭୁବନେଶ୍ୱର,୧୭ା୭(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ଯୋଗୁ ସମସ୍ତ ସ୍କୁଲରେ ପାଠପଢ଼ା ଏକପ୍ରକାର ବନ୍ଦ ହୋଇଯାଇଛି। କରୋନାରୁ ବର୍ତ୍ତିବା ପାଇଁ ପିଲାମାନଙ୍କୁ ଅନ୍‌ଲାଇନ୍‌ ଯୋଗେ ପାଠ ପଢ଼ାଯାଉଛି।...

ବାହାନଗା ଟ୍ରେନ ଦୁର୍ଘଟଣା: ଷ୍ଟେଶନମାଷ୍ଟରଙ୍କ ସମେତ ୩ଜଣଙ୍କୁ ଉଠାଇନେଲା ସିବିଆଇ

ବାହାନଗା/ବାଲେଶ୍ୱର ଅଫିସ,(ଡି.ଏନ.ଏ.)/ଭୁବନେଶ୍ୱର, ୧୨ା୬ (ବ୍ୟୁରୋ): ଟ୍ରେନ ଦୁର୍ଘଟଣାର ୧୦ଦିନ ପରେ ରବିବାର ବାହାନଗା ଷ୍ଟେଶନମାଷ୍ଟରଙ୍କ ସମେତ ଆସିଷ୍ଟାଣ୍ଟ ଷ୍ଟେଶନମାଷ୍ଟର ଓ ଟେକ୍ନିସିଆନଙ୍କୁ ଉଠାଇ ନେଇଛି ସିବିଆଇ।...

ମିଳୁନି ସରକାରୀ ବିହନ, ଚାଷୀ ହଇରାଣ

କେନ୍ଦୁଝର,୨।୭ (ସ୍ବ.ପ୍ର.)-କେନ୍ଦୁଝର ଜିଲାରେ ଚାଷୀଙ୍କୁ ମିଳୁନି ସରକାରୀ ବିହନ। ଚାଷ ପାଇଁ ଚାଷୀ ଅଣ୍ଟା ଭିଡ଼ି କ୍ଷେତ ପ୍ରସ୍ତୁତ କରି ସାରିଥିବା ବେଳେ ବିହନ ମିଳୁ...

ପରୀ ମାମଲା ଶୁଣାଣି ୨ ଦିନ ଘୁଞ୍ଚିଲା

ନୂଆଦିଲ୍ଲୀ,୧୪ା୭: ନୟାଗଡ଼ ଜିଲା ଯଦୁପୁର ଗ୍ରାମର ୫ବର୍ଷୀୟା ଶିଶୁ କନ୍ୟା ପରୀ ଅପହରଣ ଓ ହତ୍ୟା ଘଟଣାର ସିବିଆଇ ତଦନ୍ତ ନିମନ୍ତେ ସୁପ୍ରିମକୋର୍ଟରେ ହୋଇଥିବା ଆବେଦନର...

ପାଣି ଖୋଜୁଛନ୍ତି ପଥିକ

ଖମାର,୯ା୪ ବଢ଼ୁଛି ଗ୍ରୀଷ୍ମପ୍ରବାହ। ଅସହ୍ୟ ଗରମ ଓ ଗୁଳୁଗୁଳିରେ ଆଉଟୁପାଉଟୁ ହେଉଛନ୍ତି ଲୋକେ। ସ୍ଥିତିକୁ ଦେଖି ସରକାର ସଚେତନ କରାଉଛନ୍ତି। ଅଂଶୁଘାତକୁ ନେଇ ସତର୍କ ରହିବାକୁ...

Advertisement
Archives

Model This Week