ଘୂର୍ଣ୍ଣିବଳୟ: ୬ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ଝାଡ଼ଖଣ୍ଡ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଏବଂ କୋରାପୁଟ ଜିଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଆସନ୍ତା ୧୯ ତାରିଖରୁ ବର୍ଷା ପରିମାଣ ବୃଦ୍ଧି ପାଇବ। ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, କେନ୍ଦ୍ରାପଡ଼ା, ଯାଜପୁର ଆଦି ଜିଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ଦାଣ୍ଡରେ ବସିଥିବାବେଳେ ବୃଦ୍ଧଙ୍କ ଉପରେ ମାଡ଼ିଗଲା କାର୍‌, ଆଉ ତା’ ପରେ…

ଧର୍ମଶାଳା,୨୫ା୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା କୁଆଖିଆ ଥାନା ଅନ୍ତର୍ଗତ ଗନ୍ଧଣ ପଞ୍ଚାୟତର ଦରକୁଣ୍ଡି ଗାଁରେ ଘଟିଛି ଏକ ଅଭାବନୀୟ ଘଟଣା। ଏକ କାର୍‌ ମାଡ଼ି ଯିବାରୁ…

ମିଳିନି ଟୋକନ, ବିକ୍ରି ହୋଇନି ଧାନ: ବିଦ୍ୟୁତ୍ ବିଲ୍ ବାବଦକୁ ଅଫିସରେ ଧାନ ଗଦା କଲେ ଚାଷୀ

ଭେଡେନ,୨୫।୨(ହୃଷିକେଶ ଖମାରୀ): ବରଗଡ଼ ଜିଲାରେ ଅନେକ ଚାଷୀ ଏପର୍ଯ୍ୟନ୍ତ ଖରିଫରେ ଅମଳ ଧାନ ବିକ୍ରି କରି ପାରି ନାହାନ୍ତି । ଫଳରେ ପରିବାର ଗୁଜୁରାଣ ମେଣ୍ଟାଇବା ସେମାନଙ୍କ…

ହୋର୍ଡିଂ ଭୁଶୁଡ଼ି ୨ ମୃତ୍ୟୁ ଘଟଣା: ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୨: ହୋର୍ଡିଂ ଭୁଶୁଡ଼ି ମୃତ୍ୟୁ ଘଟଣାରେ ୪ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭୁବନେଶ୍ୱରର ଆଇଗିଣିଆରେ ଏହି ଦୁଃଖଦ…

ହସ୍ପିଟାଲରେ ଆଶ୍ଚର୍ଯ୍ୟଜନକ ଅବହେଳା, ଡ୍ରେସିଂ ହଟାଇବା ବେଳେ କାଟିଦେଲେ ୬ ମାସ ଶିଶୁର ଆଙ୍ଗୁଠି

ବେଙ୍ଗାଲୁରୁ,୨୫ା୨: କର୍ଣ୍ଣାଟକର ରାଜଧାନୀ ବେଙ୍ଗାଲୁରୁରୁ ଚିକିତ୍ସା ଅବହେଳାର ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏକ ଘରୋଇ ହସ୍ପିଟାଲ କର୍ମଚାରୀଙ୍କ ଅବହେଳା ଯୋଗୁଁ ଏକ ଛଅ ମାସର…

କମିବ ଖାଇବା ତେଲ ରେଟ! ସାଧାରଣ ଲୋକଙ୍କ ପାଇଁ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୫ା୨: ବର୍ତ୍ତମାନର ମହଙ୍ଗା ଯୁଗରେ କେନ୍ଦ୍ର ସରକାର ସାଧାରଣ ଲୋକଙ୍କୁ ଖୁସି ଖବର ଦେଇଛନ୍ତି। କ୍ରମାଗତ ଭାବରେ ବର୍ଦ୍ଧିତ ମୂଲ୍ୟ ହେତୁ ଚିନ୍ତାରେ ଥିବା ଗ୍ରାହକମାନଙ୍କୁ ଆଶ୍ୱସ୍ତି…

ସହିପାରିଲେନି, ବରଣମାଳା ସମୟରେ କନ୍ୟାକୁ ଗୁଳିମାଡ଼ କଲେ ପ୍ରେମିକ, ବିବାହ ମଣ୍ଡପରେ…

ପାଟନା,୨୫ା୨: ବିହାର ବକ୍ସର ଜିଲାର ମୁଫସିଲ ଥାନା ଅଞ୍ଚଳର ଚୌସାର ମଲ୍ଲାହ ଟୋଲିରେ ବିବାହ ଉତ୍ସବ ହଠାତ୍ ଦୁଃଖରେ ପରିଣତ ହୋଇଗଲା। ମଞ୍ଚରେ ବରଣମାଳା ସମାରୋହ ଚାଲିଥିଲା…

ଟ୍ରେନ୍‌ରୁ ଖସି ପଡ଼ିଥିଲେ କିନ୍ନର

ଜଳେଶ୍ୱର, ୨୫।୨(ନବୀନ ସାହୁ): ଟ୍ରେନ୍‌ରୁ ଖସିପଡ଼ି ଜଣେ କିନ୍ନରଙ୍କ ଅକାଳ ବିୟୋଗ ଘଟିଛି। ମୃତକ ଜଣକ ହେଉଛନ୍ତି ଜଳେଶ୍ୱର ଥାନା ଅଧୀନ ରାଜପୁର ବସ୍ତିର ସଲମା କିନ୍ନର(୩୫)।…

ସ୍ତ୍ରୀଙ୍କୁ ପ୍ରଶଂସାରେ ପୋତି ପକାଇଲେ ବିକି

ବଲିଉଡର ଚର୍ଚ୍ଚିତ କପଲ୍‌ଙ୍କ ମଧ୍ୟରୁ କ୍ୟାଟ୍ରିନା କୈଫ ଏବଂ ବିକି କୌଶଳ ଅନ୍ୟତମ। ଉଭୟ ଆଜିକାଲି ପୁଅ ବିହାନ ସହ ସମୟ ବିତାଉଛନ୍ତି। ନିକଟରେ ବିକି ପିତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri