ଘୂର୍ଣ୍ଣିବଳୟ : ୮ଜିଲାରେ ବର୍ଷା ଝଡ଼ ସମ୍ଭାବନା

ଭୁବନେଶ୍ୱର,୩୦।୪ (ବ୍ୟୁରୋ): ଦକ୍ଷିଣ ଛତିଶଗଡ଼ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଉପକୂଳ ଜିଲାଗୁଡ଼ିକ ସମେତ କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ, ନୂଆପଡ଼ା ଏବଂ ବଲାଙ୍ଗୀର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋୱାର୍ନିଂ ଜାରି କରାଯାଇଛି। ଆସନ୍ତା ୪ତାରିଖ ପର୍ଯ୍ୟନ୍ତ ଏଭଳି ପାଗ ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଘୂର୍ଣ୍ଣିବଳୟ ଯୋଗୁ ରାଜ୍ୟର ବିଭିନ୍ନ ଭାଗରେ ବର୍ଷା ଲାଗି ରହିଛି। ଗତ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ଜଣାପଡ଼ିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଜଗତ୍‌ସିଂହପୁରରେ ସର୍ବାଧିକ ୫ମିଲିମିଟର ବର୍ଷା ରେକର୍ଡ କରାଯାଇଥିବାବେଳେ ଭଦ୍ରକ ୪, ଯାଜପୁର ୩, ପୁରୀ ୨, ମୟୂରଭଞ୍ଜ ୨, ତାଳଚେର ୨, କଟକ ୨ ଏବଂ ଅନ୍ୟାନ୍ୟ ସ୍ଥାନରେ ୧ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୯ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ, ମହିଳା ଗିରଫ

କଟକରୋଡ଼,୧୪।୬(ଡି.ଏନ୍‌.ଏ.): ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ପଛପଟେ ଥିବା ହଳଦୀ ପଡ଼ିଆ ବସ୍ତରେ କମିଶନରେଟ ପୋଲିସ କୁଇକ ଆକ୍ସନ ଟିମ୍‌ (କ୍ୟୁଏଟି) ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଚଢ଼ାଉକରି...

ଓଡ଼ିଶାରୁ ଦୁଇଜଣ ଶିକ୍ଷକ ପାଇବେ ଜାତୀୟ ପୁରସ୍କାର

ଭୁବନେଶ୍ୱର, ୨୫।୮(ବ୍ୟୁରୋ): ଚଳିତବର୍ଷ ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ଓଡ଼ିଶାରୁ ଦୁଇଜଣ ଶିକ୍ଷକ ମନୋନୀତ ହୋଇଛନ୍ତି। ସେମାନେ ହେଲେ ବୌଦ୍ଧ ଜିଲାର ହାଡ଼ଭଙ୍ଗା ଅନ୍ତର୍ଗତ ସରସରାସ୍ଥିତ...

ଗୋରୁ ଗୋଠ ଉପରେ ବଜ୍ରପାତ

ବାଲିଗୁଡା,୧୦ା୬: କନ୍ଧମାଳ ଜିଲା ବାଲିଗୁଡ଼ା ଓ ଆଖପାଖ ଅଞ୍ଚଳରେ ବୁଧବାର ବର୍ଷାପବନ ସହ ବଜ୍ରପାତ ହୋଇଥିଲା। ବଜ୍ରପାତରେ ବାରଖମା ପଞ୍ଚାୟତରେ ୬ ଗୋରୁଙ୍କ ମୃତ୍ୟୁ ଘଟିଛି।...

ଆଜିଠୁ ଭିତରକନିକା ବନ୍ଦ

ରାଜନଗର,୨୬ା୧୨ (ଡି.ଏନ.ଏ.): କେନ୍ଦ୍ରାପଡା ଜିଲା ରାଜନଗର ବ୍ଲକରେ ଥିବା ଭିତରକନିକା ଜାତୀୟ ଉଦ୍ୟାନ ଆସନ୍ତାକାଲି ଠାରୁ ଜାନୁୟାରୀ ୪ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ। ଏଥିପାଇଁ...

ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟ ଗ୍ୟାସ୍‌ ଲିକ୍‌: ଆଉ ଜଣେ ଅଧିକାରୀ ନିଲମ୍ବିତ

ରାଉରକେଲା ଅଫିସ, ୭।୧: ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟ (ଆର୍‌ଏସ୍‌ପି) ଗ୍ୟାସ୍‌ ଦୁର୍ଘଟଣା ନେଇ ଗୁରୁବାର ଆଉ ଜଣେ ଆର୍‌ଏସ୍‌ପି ଅଧିକାରୀଙ୍କୁ ନିଲମ୍ବନ କରାଯାଇଛି। ସେ ହେଉଛନ୍ତି...

ଅଣ୍ଟା ସଳଖୁଛି ହୋଟେଲ ଶିଳ୍ପ

ପୁରୀ ଅଫିସ, ୧ା୬: ଫନୀ ମାଡ଼ରେ ଦୋହଲିଯାଇଛି ପୁରୀ ହୋଟେଲ ଶିଳ୍ପର ଭିତ୍ତିଭୂମି। ଅଳ୍ପବହୁତେ ପ୍ରାୟ ସବୁ ହୋଟେଲ କ୍ଷତିଗ୍ରସ୍ତ ହୋଇଛି। ଇତିମଧ୍ୟରେ ବାତ୍ୟାକୁ ୨୯...

ବିଳମ୍ବ ହେଲାଣି ବର୍ଷେ

ବଅଁରପାଳ,୨ା୨(ଡି.ଏନ.ଏ.) ଅନୁଗୋଳ ଜିଲା ନାଲ୍‌କୋ ସ୍ମେଲଟର ଓ ସିପିପି ପ୍ଲାଣ୍ଟରେ ଶ୍ରମିକ ସଙ୍ଗଠନ ସ୍ବୀକୃତି ନିର୍ବାଚନ ବିଳମ୍ବ ହେଉଛି। ୨୦୧୭ ନିର୍ବାଚନରେ ସ୍ମେଲଟରରେ ଆଲୁମିନିୟମ ମଜଦୁର...

ଆହାର ନ ପାଇ ଫେରୁଛନ୍ତି ଲୋକେ

ଫୁଲବାଣୀ ଅଫିସ, ୨୫ା୨-ସହରର ଗରିବ, ଦିନ ମଜୁରିଆଙ୍କୁ ୫ ଟଙ୍କାରେ ଭାତ, ଡାଲମା ଯୋଗାଇ ଦେବା ପାଇଁ ସରକାର ଆରମ୍ଭ କରିଛନ୍ତି ଆହାର ଯୋଜନା। କନ୍ଧମାଳ...

Advertisement


Archives

Model This Week