ଘୂର୍ଣ୍ଣିବଳୟ : ୮ଜିଲାରେ ବର୍ଷା ଝଡ଼ ସମ୍ଭାବନା

ଭୁବନେଶ୍ୱର,୩୦।୪ (ବ୍ୟୁରୋ): ଦକ୍ଷିଣ ଛତିଶଗଡ଼ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଉପକୂଳ ଜିଲାଗୁଡ଼ିକ ସମେତ କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ, ନୂଆପଡ଼ା ଏବଂ ବଲାଙ୍ଗୀର ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋୱାର୍ନିଂ ଜାରି କରାଯାଇଛି। ଆସନ୍ତା ୪ତାରିଖ ପର୍ଯ୍ୟନ୍ତ ଏଭଳି ପାଗ ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଘୂର୍ଣ୍ଣିବଳୟ ଯୋଗୁ ରାଜ୍ୟର ବିଭିନ୍ନ ଭାଗରେ ବର୍ଷା ଲାଗି ରହିଛି। ଗତ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ଜଣାପଡ଼ିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଜଗତ୍‌ସିଂହପୁରରେ ସର୍ବାଧିକ ୫ମିଲିମିଟର ବର୍ଷା ରେକର୍ଡ କରାଯାଇଥିବାବେଳେ ଭଦ୍ରକ ୪, ଯାଜପୁର ୩, ପୁରୀ ୨, ମୟୂରଭଞ୍ଜ ୨, ତାଳଚେର ୨, କଟକ ୨ ଏବଂ ଅନ୍ୟାନ୍ୟ ସ୍ଥାନରେ ୧ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୯ରେ କୋର୍ଟରେ ହାଜର ହେବେ ସୁମିତ୍‌ -ତପସ୍ବିନୀ

ବ୍ରହ୍ମପୁର ଅଫିସ,୩୧।୩: ଡାକ୍ତର ସୁମିତ୍‌ ସାହୁ-ତପସ୍ବିନୀ ଦାସଙ୍କ ବିବାଦ ମାମଲା ଥମିବାର ନାଁ ନେଉନାହିଁ। ଆସନ୍ତା ୯ ତାରିଖରେ ହାଜର ହେବା ଲାଗି ସ୍ତ୍ରୀ-ସ୍ବାମୀଙ୍କୁ ହାଇକୋର୍ଟ...

ଯୋଡ଼ା ନାବାଳିକା ଗଣବଳାତ୍କାର ମାମଲା

ଭୁବନେଶ୍ୱର, ୨୮।୬(ବ୍ୟୁରୋ) : କେନ୍ଦୁଝର ଜିଲା ଯୋଡା ଅଞ୍ଚଳରେ ଗତ ସୋମବାର ଜଣେ ନାବାଳିକା ଗଣବଳାତ୍କାରର ଶିକାର ହୋଇଥିଲେ। ଏହି ଘଟଣାକୁ ନେଇ ମାନବାଧିକାର କର୍ମୀ...

କ୍ୟୁଆର-ଏସ୍‌ଏଏମ୍‌ର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ, ୯।୯:ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଆଇଟିଆର୍‌ରୁ ଗୁରୁବାର ପୂର୍ବାହ୍ନରେ କ୍ୟୁଆର୍‌-ଏସ୍‌ଏଏମ୍‌(କ୍ୱିକ୍‌ ରିଆକ୍ସନ୍‌-ସର୍ଫେସ୍‌ ଟୁ ଏୟାର ମିଶାଇଲ୍‌) କ୍ଷେପଣାସ୍ତ୍ରର ପରୀକ୍ଷଣ ସଫଳ ହୋଇଛି। ଭାରତୀୟ ସେନା...

୧୫ ଯାଏ ରାଜ୍ୟସାରା ବର୍ଷା: ୧୪ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର, ୧୦।୬(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତର...

ବିଶ୍ୱବ୍ୟାଙ୍କ ଅନୁଦାନ ଅର୍ଥ ମିଳିବାରେ ବିଳମ୍ବ

ତିହିଡ଼ି, ୧୯।୭ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ପାଳିଆବିନ୍ଧାସ୍ଥିତ ବିରଞ୍ଚିନାରାୟଣ ମାଧବ ଅର୍ଜୁନ(ବିଏନ୍‌ଏମ୍‌ଏ) କଲେଜର ଭିତ୍ତିଭୂମି ବିକାଶ ପାଇଁ ବିଶ୍ୱବ୍ୟାଙ୍କ ପକ୍ଷରୁ...

CORONAVIRUS UPDATE: ସୁସ୍ଥ ହେଲେ ଆଉ ୧୨୩ ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୧,୬୦୪କୁ ବୃଦ୍ଧି

ଭୁବନେଶ୍ୱର,୫।୬(ବ୍ୟୁରୋ): ରାଜ୍ୟରେ ଆଉ ୧୨୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟା ୧,୬୦୪ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ...

ଡିଲ୍‌ ବେଳେ ଶିକାରୀଙ୍କୁ ଧରିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର,(ବ୍ୟୁରୋ)/ସୋନପୁର, (ନି.ପ୍ର.)୧୪ା୧୦:ରାଜ୍ୟରେ ବନ୍ୟପ୍ରାଣୀ ଶିକାର ବିରୋଧରେ କଠୋର ଆଇନ ବ୍ୟବସ୍ଥା ରହିଛି। ହେଲେ କଡ଼ା ଆଇନ ଓ କଟକଣା ସତ୍ତ୍ୱେ ବନ ବିଭାଗ ବନ୍ୟପ୍ରାଣୀ ଶିକାରକୁ...

ଆଜି ହେବ ଦୀପିକା,ଦିନେଶ ମାମଲାର ଶୁଣାଣି

ଭୁବନେଶ୍ୱର, ୧୪ ।୧୦(ବ୍ୟୁରୋ): ବ୍ରହ୍ମପୁରର ଚର୍ଚ୍ଚିତ ଦୀପିକା ଓ ଦିନେଶ ମାମଲାର ଶୁଣାଣି ଶୁକ୍ରବାର ମହିଳା କମିଶନଙ୍କ ନିକଟରେ ହେବ । ପୂର୍ବରୁ ଦୀପିକା ମହିଳା...

Advertisement
Archives

Model This Week